Home

୩୫ ଲକ୍ଷ ଟଙ୍କା ବୋନସ୍‌ ମିଳିବା ପରେ ବି କାନ୍ଦିଲେ କର୍ମଚାରୀ, ଜାଣନ୍ତୁ କାହିଁକି

ଓ୍ବାଶିଂଟନ୍‌,୧୨।୧୨: ବର୍ଷ ଶେଷ ହେବାକୁ ଆଉ କିଛି ଦିନ ବାକି ଅଛି। ଏହି ଉପଲକ୍ଷେ ବିଭିନ୍ନ କମ୍ପାନୀ କର୍ମଚାରୀଙ୍କୁ ଉପହାର ଦେବା ପାଇଁ ଘୋଷଣା କରିଛନ୍ତି। ଆମେରିକାର…

6 years ago

ଫାର୍ମାସିଷ୍ଟଙ୍କ ବଦଳି ବାତିଲ ଦାବି ନେଇ ସିଡିଏମଓଙ୍କୁ ଭେଟିଲେ ସ୍ଥାନୀୟ ବାସିନ୍ଦା

କେନ୍ଦୁଝର,୧୨।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ରାଇସୁଆଁ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଫାର୍ମାସିଷ୍ଟଙ୍କ ବଦଳିକୁ ନେଇ ଅସନ୍ତୋଷ ବଢୁଛି। ଏନେଇ ସ୍ଥାନୀୟ ଲୋକେ ଗୁରୁବାର ସିଡିଏମଓଙ୍କ ପାଖକୁ…

6 years ago

ଲୁନାକୁ ଧକ୍କା ଦେଲା ବାଇକ୍‌: ଜଣେ ମୃତ

ପାଟଣା,୧୨।୧୨(ସ୍ବ.ପ୍ର.) : କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ମଲ୍ଲାରପଦା ଗ୍ରାମ ରାସ୍ତାରେ ବୁଧବାର ସନ୍ଧ୍ୟାରେ ଲୁନାକୁ ଏକ ବାଇକ୍‌ ଧକ୍କା ଦେବାରୁ ୬୫ ବର୍ଷୀୟ ଜଣେ ଲୁନା…

6 years ago

ଭାରତରେ ବାଦାମ ଓ ଆଇସକ୍ରିମ୍‌ ବିକ୍ରି କରୁଛନ୍ତି ପାକିସ୍ତାନର ପୂର୍ବତନ ସାଂସଦ

ଫତେହାବାଦ୍‌,୧୨।୧୨: ଭାରତର ହରିୟାଣାରେ ବାଦାମ ଓ ଆଇସକ୍ରିମ୍‌ ବିକ୍ରି କରୁଛନ୍ତି ପାକିସ୍ତାନର ପୂର୍ବତନ ସାଂସଦ। ଏହି ସାଂସଦ ଜଣକ ହେଉଛନ୍ତି ଦଓ୍ବାୟାରାମ। ପାକିସ୍ତାନରୁ ବିତାଡ଼ିତ ହୋଇ ସେ…

6 years ago

ରାନୁଙ୍କ କଥା ଶୁଣି ଏବେ ଚିଡ଼ିଲେଣି ହିମେଶ

ମୁମ୍ବାଇ: ଏକଦା କଲିକତା ରାଣୀଘାଟ ଷ୍ଟେଶନରେ ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କର ଗୀତ ଗାଇ ରାତାରାତି ପ୍ରସିଦ୍ଧି ଲାଭ କରିଥିବା ରାନୁ ମଣ୍ଡଳଙ୍କୁ ନେଇ ସୋସିଆଲ ମିଡିଆରେ…

6 years ago

ନିର୍ଭୟା ମାମଲାର ଦୋଷୀଙ୍କୁ ଫାଶୀ ଦେବାକୁ ଉତ୍ତର ପ୍ରଦେଶରୁ ଆସିପାରନ୍ତି ଜହ୍ଲାଦ

ନୂଆଦିଲ୍ଲୀ,୧୨।୧୨: ଦେଶର ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ଦୋଷୀଙ୍କୁ ନେଇ ଏବେ ଚର୍ଚ୍ଚା ଯୋର ଧରିଛି। କାରଣ ଖୁବ୍‌ଶୀଘ୍ର ଏମାନଙ୍କୁ ଫାଶୀ ମିଳିପାରେ…

6 years ago

ହାଇଦ୍ରାବାଦ୍‌ ଏନ୍‌କାଉଣ୍ଟର ମାମଲାର ନ୍ୟାୟିକ ଯାଞ୍ଚ୍‌ ପାଇଁ ନିର୍ଦ୍ଦେଶ: ୬ ମାସ ମଧ୍ୟରେ ରିପୋର୍ଟ ଦାଖଲ

ନୂଆଦିଲ୍ଲୀ,୧୨।୧୨: ହାଇଦ୍ରାବାଦ୍‌ ଏନ୍‌କାଉଣ୍ଟର ମାମଲାର ନ୍ୟାୟିକ ଯାଞ୍ଚ୍‌ ପାଇଁ ନିର୍ଦ୍ଦେଶ ଗୁରୁବାର ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ଏକ ୩ ଜଣିଆ ଆୟୋଗ ଗଠନ କରାଯାଇଛି। ସୁପ୍ରିମ୍‌କୋର୍ଟର…

6 years ago

୫-ଟି ଅଧୀନକୁ ଆସିଲା ଉଚ୍ଚଶିକ୍ଷା ବିଭାଗ: କଡ଼ାକଡ଼ି ଯାଞ୍ଚ ହେବ ଶିକ୍ଷକଙ୍କ ବାୟୋମେଟ୍ରିକ୍‌ ଉପସ୍ଥାନ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ୫-ଟି ଅଧୀନକୁ ଆସିଛି। ଏନେଇ ବିଭାଗ ପକ୍ଷରୁ ୧୭ ସୁତ୍ରୀ ଆକ୍ସନ ପ୍ଲାନ ସହ ନୋଡ଼ାଲ ଅଫିସର ନିଯୁକ୍ତ କରାଯାଇଛି।…

6 years ago

ଆସାମରେ ୨୪ ଘଣ୍ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍‌ ସେବା ବନ୍ଦ ଥିବାବେଳେ ମୋଦି ଟୁଇଟ୍‌ କରିଛନ୍ତି କାହା ପାଇଁ: କଂଗ୍ରେସ

ନୂଆଦିଲ୍ଲୀ,୧୨।୧୨: ନାଗରିକତା ସଂଶୋଧନ ବିଲ୍‌କୁ ବିରୋଧ କରି ଆସାମ ଓ ତ୍ରିପୁରାରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ ସହିତ ବ୍ୟାପକ ଭଙ୍ଗାରୁଜା…

6 years ago

‘ନଦୀ ସୁରକ୍ଷିତ ରହିଲେ ଜୀବଜଗତ ବଞ୍ଚିରହିବ’

ଭୁବନ,୧୨।୧୨(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ଭୁବନ ବନାଞ୍ଚଳ ପକ୍ଷରୁ ଗୁରୁବାର ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଆୟୋଜିତ ସବୁଜ ମହାନଦୀ ମିଶନର ବ୍ରାହ୍ମଣୀ ସେବାଯାତ୍ରା…

6 years ago