Home

କ୍ୱାରାଣ୍ଟାଇନ୍‌ ସେଣ୍ଟର ବାହାରେ କଡ଼ା ସୁରକ୍ଷା ବ୍ୟବସ୍ଥା, ଲାଗିଲା ସିସି କ୍ୟାମେରା

ଛତ୍ରପୁର,୧୩ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପ୍ରବାସୀ ଓଡ଼ିଆମାନେ ରହୁଛନ୍ତି। ବିଭିନ୍ନ ସମୟରେ କେତେକ ପ୍ରବାସୀ ବିଶୃଙ୍ଖଳା କରୁଛନ୍ତି। ପରିବାର ଲୋକେ ମଧ୍ୟ କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ…

6 years ago

CORONAVIRUS UPDATE: ସୁସ୍ଥ ହେଲେ ଆଉ ୨୭; ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୧୪୩କୁ ବୃଦ୍ଧି

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ଆଉ ୨୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବାଲେଶ୍ୱରର ୯, ଭୁବନେଶ୍ୱରର ୮, ଭଦ୍ରକର ୪, ଗଞ୍ଜାମ ଓ ସୁନ୍ଦରଗଡ଼ର ୨…

6 years ago

ଏମ୍‌କେସିଜିରେ ଯାଆଁଳା ସନ୍ତାନ ଜନ୍ମଦେଲେ କରୋନା ସଂକ୍ରମିତ ମହିଳା

ବ୍ରହ୍ମପୁର,୧୩ା୫(ଡି.ଏନ୍‌.ଏ.): ଏମ୍‌କେସିଜି ବଡ଼ ମେଡିକାଲରେ ବୁଧବାର ସକାଳୁ ସିତଲାପଲ୍ଲୀ କୋଭିଡ୍‌-୧୯ ହସ୍ପିଟାଲରେ ଚିକିତ୍ସାଧୀନ ଗଞ୍ଜାମ ଜିଲାର ଜଣେ ୩୨ ବର୍ଷୀୟା ମହିଳା ଯାଆଁଳା ସନ୍ତାନ ଜନ୍ମ ଦେଇଛନ୍ତି।…

6 years ago

ସ୍ବାସ୍ଥ୍ୟ ସେବା ଉପରେ କରୋନା ପ୍ରଭାବ: ଆସନ୍ତା ୬ ମାସରେ ୧୨ ଲକ୍ଷ ଶିଶୁଙ୍କ ହେବ ମୃତ୍ୟୁ

ଜେନେଭା,୧୩।୫: ପୃଥିବୀରେ କରୋନା ସଂକ୍ରମଣ ଯୋଗୁ ସଙ୍କଟ ଦେଖାଦେଇଛି। ଏପରି ସ୍ଥଳେ ବହୁ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଫଳରେ ସାଧାରଣ ସ୍ବାସ୍ଥ୍ୟ ସେବା ଯୋଗାଣ ବାଧାପ୍ରାପ୍ତ…

6 years ago

ମୋଦିଙ୍କ ଆତ୍ମନିର୍ଭର ଅଭିଯାନ: ସିଏପିଏଫ୍‌ କ୍ୟାଣ୍ଟିନ୍‌ରେ ଜୁନ୍‌ ୧ରୁ ବିକ୍ରି ହେବ ସ୍ବଦେଶୀ ଉତ୍ପାଦ

ନୂଆଦିଲ୍ଲୀ,୧୩।୫: ଭାରତରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ଲକ୍‌ଡାଉନ୍‌ ଯୋଗୁ ଦେଶର ଅର୍ଥନୀତି ଖରାପ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

6 years ago

କରୋନା ସମ୍ପର୍କରେ ସୂଚନା ନ ଦେବାକୁ ଡବ୍ଲ୍ୟୁଏଚ୍‌ଓ ଉପରେ ଚାପ ପକାଇଥିଲା ଚାଇନା: ସିଆଇଏ

ଓ୍ବାଶିଂଟନ,୧୩।୫: ପୃଥିବୀରେ କରୋନା ସଂକ୍ରମଣ ବ୍ୟାପିବା ପଛରେ ଚାଇନାର ହାତ ରହିଛି। କରୋନା ସମ୍ପର୍କରେ ଆବଶ୍ୟକ ତଥ୍ୟ ଚାଇନା ଲୁଚାଇବା ସହିତ ଏନେଇ କୌଣସି ସୂଚନା ନ…

6 years ago

କରୋନା ଆକ୍ରାନ୍ତ ଚିହ୍ନଟ ପରେ ରାସ୍ତା ସିଲ୍‌

ହାଟଡିହୀ,୧୩ା୫(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବୁଧବାର ପୁଣି ଦୁଇ କରୋନା ଆକ୍ରାନ୍ତ ଚି଼ହ୍ନଟ ପରେ ଲୋକମାନେ ଭୟଭୀତ ହୋଇପଡ଼ିଛନ୍ତି। ଆକ୍ରାନ୍ତ ଦୁଇ ଜଣ ସୁରଟରୁ…

6 years ago

୨୦୧୬ରେ ଆକାଶରୁ ଅଦୃଶ୍ୟ ହୋଇଥିଲା ଏହି ଯାତ୍ରୀବାହୀ ବିମାନ, ଆଜିପର୍ଯ୍ୟନ୍ତ କୌଣସି ସନ୍ଧାନ ମିଳିନାହିଁ

ବିଶ୍ୱରେ ଅନେକଥର ଏପରି କିଛି ଘଟଣା ଘଟିଛି, ଯାହାକୁ ବିଶ୍ୱାସ କରିବା କେବେ ସହଜ ନୁହେଁ। ୨୦୧୬ ମସିହାରେ ଠିକ୍‌ ଏମିତି ଏକ ଘଟଣା ଘଟିଥିଲା। ପ୍ୟାରିସ୍‌ର…

6 years ago

ଭଦ୍ରକରେ ପହଞ୍ଚିଲା ତୃତୀୟ ଶ୍ରମିକ ସ୍ବତନ୍ତ୍ର ଟ୍ରେନ୍‌

ଭଦ୍ରକ ଅଫିସ,୧୩ା୫: ଭଦ୍ରକ ଷ୍ଟେଶନରେ ବୁଧବାର ତୃତୀୟ ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍‌ ପହଞ୍ଚିଛି। ଏଥିରେ ସମୁଦାୟ ବିଭିନ୍ନ ଜିଲାର ୧୮୪ ଜଣ ଓହ୍ଲାଇଛନ୍ତି। ଭଦ୍ରକର ୫୧, କେନ୍ଦୁଝରର…

6 years ago

ସରକାରଙ୍କ ନିଷ୍ପତ୍ତି: ଗ୍ରୀନ୍‌ ଜୋନ୍‌ରେ ଗଡ଼ିବ ଓଏସ୍‌ଆର୍‌ଟିସି ବସ୍‌, ଦୁଇଗୁଣା ଭଡ଼ା ଦେବେ ଯାତ୍ରୀ

ଭୁବନେଶ୍ୱର,୧୩।୫(ବ୍ୟୁରୋ): ଲକ୍‌ଡାଉନ୍‌ ଯୋଗୁ ରାଜ୍ୟରେ ଯାନବାହନ ଚଳାଚଳ ବନ୍ଦ ରହିଛି। ହେଲେ କଟକଣା କୋହଳ ହେବା ପରେ ରାଜ୍ୟ ସରକାର ପୁଣି ଥରେ ଯାତ୍ରୀ ପରିବହନ ବ୍ୟବସ୍ଥା…

6 years ago