Home

ଦିଲ୍ଲୀ ଅଗ୍ନିକାଣ୍ଡ: ଫାୟାର ମ୍ୟାନ୍‌ ରାଜେଶ ଶୁକ୍ଳା ନିଆଁ ଭିତରୁ ୧୧ ଜଣଙ୍କ ଜୀବନ ବଞ୍ଚାଇଲେ

ନୂଆଦିଲ୍ଲୀ,୮।୧୨: ଦିଲ୍ଲୀର ଝାନ୍ସୀ ରୋଡଠାରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୪୩ ଲୋକଙ୍କ ମୃତ୍ୟୁ ଘଟିଛି। ଏଥିରେ ୫୬ ଜଣ ଆହତ ହୋଇଛନ୍ତି। ଏହି ଘଟଣାରେ ନିଜ ଜୀବନକୁ…

6 years ago

ଦୁର୍ଗମ ଅଞ୍ଚଳରେ ପୁଣି ହାତୀ ଆତଙ୍କ: ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ

ଭବାନୀପାଟଣା,୮।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଅଞ୍ଚଳରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ବ୍ଲକର ପୋଖରୀବନ୍ଧ ପଞ୍ଚାୟତ ମେଲଭୁଟୁ ଗାଁରେ ଏବେ ହାତୀପଲ ଆତଙ୍କ…

6 years ago

ବିଶ୍ୱକୁ ଶାନ୍ତିର ବାର୍ତ୍ତା ଦେଇଛି ଓଡ଼ିଶା, ଭୂଖଣ୍ଡରେ ଛିଡ଼ା ହୋଇ ନିଜକୁ ଭାଗ୍ୟବାନ ମନେ କରୁଛି: ରାଷ୍ଟ୍ରପତି

ଭୁବନେଶ୍ୱର, ୮।୧୨(ବ୍ୟୁରୋ): ବାଣୀବିହାରର ପ୍ଲାଟିନମ୍‌ ଜୁବିଲିିର ଉଦ୍‌ଯାପନୀ ଉତ୍ସବରେ ଯୋଗଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଏହି ଅବସରରେ ବକ୍ତବ୍ୟ ରଖି ରାଷ୍ଟ୍ରପତି କହିଛନ୍ତି, ଓଡ଼ିଶା ସାରା ଜଗତକୁ…

6 years ago

ପାଦର ଲକ୍ଷଣରୁ ଜାଣନ୍ତୁ ଆପଣ ଏସବୁ ରୋଗରେ ପୀଡ଼ିତ

ବିଶେଷଜ୍ଞଙ୍କ ମତରେ ପାଦରୁ ଜାଣିହେବ ଆପଣ କେତେ ସୁସ୍ଥ। ଏମିତି କିଛି ରୋଗ ଅଛି, ଯାହା ପ୍ରଥମେ ପାଦର ଲକ୍ଷଣରୁ ଜଣାପଡ଼ିଥାଏ। ତେବେ ଜାଣନ୍ତୁ ଏ ସମ୍ପର୍କରେ...…

6 years ago

ପାଇକ ବିଦ୍ରୋହ ସ୍ମାରକର ଭିତ୍ତିପ୍ରସ୍ତର ସ୍ଥାପନ କଲେ ରାଷ୍ଟ୍ରପତି: କହିଲେ ‘ଆଗାମୀ ପିଢ଼ି ପାଇଁ ପ୍ରେରଣାର ଉତ୍ସ ହେବ’

ଖୋର୍ଦ୍ଧା ଅଫିସ,୮।୧୨: ବରୁଣେଇ ପାଦ ଦେଶରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପାଇକବିଦ୍ରୋହ ସ୍ମାରକର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଓଡ଼ିଆରେ ଜୟ ଜଗନ୍ନାଥ କହି ଉଦ୍‌ବୋଧନ ଆରମ୍ଭ କରି…

6 years ago

ଡିସେମ୍ବର ୨୧ରେ ଭାରତ-ଚାଇନା ସୀମା ଆଲୋଚନା

ନୂଆଦିଲ୍ଲୀ,୮।୧୨: ଭାରତ-ଚାଇନା ସୀମା ସମସ୍ୟା ସମ୍ପର୍କିତ ଆଲୋଚନା ଡିସେମ୍ବର ୨୧ରେ ସମ୍ପନ୍ନ ହେବ ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଆୟୋଜିତ ଆଲୋଚନାରେ ଭାରତୀୟ ଜାତୀୟ…

6 years ago

ଆଫଗାନିସ୍ତାନ ବିସ୍ଫୋରଣ: ୩ ଆହତ

କାବୁଲ,୮।୧୨: ଆଫନିସ୍ତାନର ଉତ୍ତରରେ ଥିବା କୁଣ୍ଡୁଜ ଅଞ୍ଚଳରେ ରବିବାର ରାସ୍ତା କଡରେ ଲଗାଯାଇଥିବା ଏକ ବୋମା ବିସ୍ଫୋରଣରେ ଅତି କମ୍‌ରେ ୩ ଜଣ ଆହତ ହୋଇଥିବା ଜଣାପଡିଛି।…

6 years ago

ସୋମବାର ୭୩ ବର୍ଷରେ ପଦାର୍ପଣ କରିବେ ସୋନିଆ ଗାନ୍ଧୀ: ମହିଳାଙ୍କ ଉପରେ ହେଉଥିବା ନିର୍ଯାତନା ଯୋଗୁ ପାଳିବେ ନାହିଁ ଜନ୍ମଦିନ

ନୂଆଦିଲ୍ଲୀ,୮।୧୨: ସୋମବାର କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ୭୩ ବର୍ଷରେ ପଦାର୍ପଣ କରିବେ। ତେବେ ଦେଶରେ ମହିଳାଙ୍କ ଉପରେ ହେଉଥିବା ନିର୍ଯାତନା ଯୋଗୁ ଜନ୍ମଦିନ ପାଳିବେ ନାହିଁ…

6 years ago

ରାତି ୧୦ଟା ପରେ ମହିଳାଙ୍କୁ ଘରେ ପହଞ୍ଚାଇବ ପୋଲିସ

ବେଙ୍ଗାଲୁରୁ,୮।୧୨: କର୍ନାଟକର ଗଦାଗ ପୋଲିସ ଏବେ ମହିଳାମାନଙ୍କୁ ମାଗଣାରେ ଘରେ ପହଞ୍ଚାଇବାର ଯୋଜନା କରିଛି। ରାତି ୧୦ଟାରୁ ଭୋର ୬ଟା ମଧ୍ୟରେ ଯେଉଁ ମହିଳାମାନେ ବାହାରେ ଥିବେ…

6 years ago

ଭୋର୍‌ ସମୟରେ ପୁଣି ଥରିଲା ଉତ୍ତରାଖଣ୍ଡ: ଲୋକେ ଆତଙ୍କିତ

ଚାମୋଲି,୮।୧୨: ଉତ୍ତରାଖଣ୍ଡରେ ରବିବାର ଭୋର୍‌ ୪ଟା ୨୬ ମିନିଟ୍‌ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୨ ଥିଲା ବୋଲି ଭାରତୀୟ ପାଣିପାଗ ବିଭାଗ…

6 years ago