ନୂଆଦିଲ୍ଲୀ,୧୦।୫: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଅଚଳାବସ୍ଥା ଦେଖାଦେଇଛି। ବହୁ ଦେଶରେ ଲକ୍ଡାଉନ୍ ଜାରି ହୋଇଛି। ଏପରିସ୍ଥଳେ ବିଭିନ୍ନ ଦେଶରେ ଅଟକି ରହିଥିବା ଭାରତୀୟଙ୍କୁ ସ୍ବଦେଶ…
ଧାମନଗର, ୧୦ା୫(ଡି.ଏନ.ଏ.)-ଭଦ୍ରକ ଜିଲା ଧାମନଗର ବ୍ଲକ କୋଠାର ପଞ୍ଚାୟତ ଦିନାଜପୁର ଗ୍ରାମର ମାଧବ ରାଉତ(୪୦) ନାମକ ଚାଷୀ ଧାନକଟା ମେଶିନରେ ପିଟି ହୋଇ ପ୍ରାଣ ହରାଇଛନ୍ତି। ଶନିବାର…
ବାରିପଦା ଅଫିସ, ୧୦ା୫- କରୋନା ସଂକ୍ରମଣକୁ ରୋକିବା ପାଇଁ ତୃତୀୟ ପର୍ଯ୍ୟାୟରେ ହୋଇଥିବା ଲକ୍ଡାଉନ ସମୟରେ ବିଭିନ୍ନ ସ୍ଥାନରେ ଫସି ରହିଥିବା ଶ୍ରମିକମାନେ ଏବେ ଘରମୁହଁ। ହୋଇଛନ୍ତି।…
ବନ୍ତ,୧୦।୫(ଡି.ଏନ୍.ଏ.)-କରୋନା ସଂକ୍ରମଣକୁ ରୋକିବା ଲାଗି ସମଗ୍ର ଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏନେଇ ବହୁ ଲୋକ ଅସହାୟ ହୋଇପଡ଼ିଛନ୍ତି। ଦିନକୁ ଦୁଇ ଓଳି ଖାଇବାକୁ ପାଉ ନାହାନ୍ତି।…
ନୂଆଦିଲ୍ଲୀ,୧୦।୫: ଦେଶରେ କରୋନା ସଂକ୍ରମିତଙ୍କ ସୁସ୍ଥ ହାର ୩୦ ପ୍ରତିଶତ ଟପିଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ ରବିବାର ସୂଚନା ଦିଆଯାଇଛି। ସୁସ୍ଥ ହୋଇ…
ଭୁବନେଶ୍ୱର,୧୦।୫(ବ୍ୟୁରୋ)-ରାଜ୍ୟରେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ସନ୍ଧ୍ୟାରେ ଆଉ ୧୫ କରୋନା ପଜିଟିଭ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ୩୭୭ରେ ପହଞ୍ଚିଛି। ସେମାନଙ୍କ…
ନୂଆଦିଲ୍ଲୀ,୧୦।୫: ସଂସଦର ମୌସୁମୀ ଅଧିବେଶନ ଧାର୍ଯ୍ୟ ସମୟରେ ହେବ। ଏଥିରେ କୌଣସି ପରିବର୍ତ୍ତନ ହେବ ନାହିଁ । ଏନେଇ ଲୋକସଭା ବାଚସ୍ପତି ଓମ୍ ବିର୍ଲା ରବିବାର ସୂଚନା…
ଭୁବନେଶ୍ୱର,୧୦।୫(ବ୍ୟୁରୋ)-ରାଜ୍ୟରେ ପୁଣି ରବିବାର ସାରେ ୧୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୭୭ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରେ ପୁରୀ ଓ…
ଟିଟିଲାଗଡ଼,୧୦।୫: ବଲାଙ୍ଗୀରର ଟିଟିଲାଗଡ଼ ଷ୍ଟେଶନରେ ଓଡ଼ିଶାର ୧୨୦୦ ଶ୍ରମିକ ରବିବାର ପହଞ୍ଚିଛନ୍ତି। ସେମାନେ ମହାରାଷ୍ଟ୍ରରୁ ଫେରିଛନ୍ତି। ଶ୍ରମିକମାନେ ବଲାଙ୍ଗୀର, କଳାହାଣ୍ଡି, ନୂଆପଡ଼ା, ସୁବର୍ଣ୍ଣପୁର, ବରଗଡ଼ ଆଦି ଜିଲାର…
ସୋହେଲା,୧୦ା୫(ଡି.ଏନ.ଏ.): ପେଟପାଟଣା ପାଇଁ ନିଜ ଭଟାମାଟି ଛାଡି ଗୁଜରାଟର ସୁରଟ ଯାଇଥିଲେ। ହେଲେ ଲକ୍ଡାଉନ ପରେ କର୍ମସଂସ୍ଥାନ ହରାଇ ହାହୁତାଶ ମଧ୍ୟରେ ଦିନ କାଟୁଥିବା ୮ପ୍ରବାସୀ ଓଡିଆ…