Home

ପର୍ଲ ହାର୍ବର ଗୁଳିକାଣ୍ଡରୁ ଅଳ୍ପକେ ବର୍ତ୍ତିଲେ ଭାରତୀୟ ବାୟୁସେନା ମୁଖ୍ୟ

ଓ୍ବାଶିଂଟନ,୫।୧୨: ଆମେରିକାର ହାଓ୍ବାଇ ନିକଟରେ ଗୁରୁବାର ହୋଇଥିବା ଗୁଳିକାଣ୍ଡରେ ସେଠାରେ ଉପସ୍ଥିତ ଥିବା ଭାରତୀୟ ବାୟୁସେନା ମୁଖ୍ୟ ଆର୍‌କେଏସ୍‌ ଭଦୌରିଆ ଓ ତାଙ୍କ ଟିମ୍‌ ଅଳ୍ପକେ ବର୍ତ୍ତି…

6 years ago

ରେକର୍ଡ ଭାଙ୍ଗିଲା ପିଆଜ ଦର: ଛତ୍ରବଜାରରେ ୧୪୦ ଛୁଇଁଲା

କଟକ ଅଫିସ୍‌,୫।୧୨: ପିଆଜ ଦର ବୃଦ୍ଧି ରୋକିବାକୁ ସରକାର ଯେତେ ପଦକ୍ଷେପ ନେଉଥିଲେ ମଧ୍ୟ ତାହା କମିବାର ନାଁ ନେଉନି। ଦେଶର ଅଧିକାଂଶ ସ୍ଥାନରେ ପିଆଜ ଦର…

6 years ago

ଏହି ପ୍ରସିଦ୍ଧ କ୍ରିକେଟରଙ୍କ ପରଲୋକ

ଲଣ୍ଡନ,୫।୧୨: ଇଂଲଣ୍ଡର ପ୍ରସିଦ୍ଧ କ୍ରିକେଟର ବବ୍‌ ଓ୍ବିଲ୍ସଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା। ସେ ଅନେକ ଦିନ ହେବ ଅସୁସ୍ଥ…

6 years ago

୪ଜଣଙ୍କୁ ବଞ୍ଚାଇଥିବା ଟ୍ରାଫିକ୍‌ କନ୍‌ଷ୍ଟେବଳ ପୁରସ୍କୃତ

ଭୁବନେଶ୍ୱର,୫ା୧୨(ବ୍ୟୁରୋ): ୪ଜଣଙ୍କ ଜୀବନ ବଞ୍ଚାଇଥିବା ଜଣେ ଟ୍ରାଫିକ କନ୍‌ଷ୍ଟେବଳଙ୍କୁ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ପୁରସ୍କୃତ କରିଛନ୍ତି। କନ୍‌ଷ୍ଟେବଳ ଜଣକ ହେଲେ ଲଳିତ ମୋହନ ରାଉତ। ଗତ…

6 years ago

‘କାଜି’ ପଦବୀରୁ କାଜିବଜାର

କଟକ ଅଫିସ, ୫ା୧୨: ବାଉନ ବଜାର ତେପନ ଗଳିର ସହର କଟକ। ଯଦିଓ ଏବେ ଏହି ଐତିହାସିକ ସହରରେ ଶହେ ବଜାର ହଜାରେ ଗଳି ସୃଷ୍ଟି ହେଲାଣି…

6 years ago

ଡ୍ରାଇଭରଙ୍କ ମୃତଦେହ ମିଳିବା ଘଟଣା: ହତ୍ୟା ମାମଲା ରୁଜୁକଲା ପୋଲିସ

ଭୁବନେଶ୍ୱର, ୫ା୧୨(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଶ୍ରୀବିହାରସ୍ଥିତ ଏକ ଆପାର୍ଟମେଣ୍ଟ ନିକଟ ପାଚେରୀ କଡ଼ରୁ ସନ୍ଦେହଜନକ ଅବସ୍ଥାରେ ଜଣେ କାର୍‌ ଡ୍ରାଇଭରଙ୍କ ମୃତଦେହକୁ ପୋଲିସ ସୋମବାର ଉଦ୍ଧାର କରିଥିଲା।…

6 years ago

ପ୍ରହଲ୍ଲାଦ ନାଟକର ଶାସ୍ତ୍ରୀୟ ଉପସ୍ଥାପନାରେ ଦର୍ଶକ ମନ୍ତ୍ରମୁଗ୍ଧ

କୋଣାର୍କ,୫ା୧୨(ଡି.ଏନ.ଏ.): ସୂର୍ଯ୍ୟମନ୍ଦିର ପାଦଦେଶ ମୁକ୍ତାକାଶ ରଙ୍ଗମଞ୍ଚରେ ଚାଲିଥିବା କୋଣାର୍କ ଉତ୍ସବର ଚତୁର୍ଥ ସାରେ କଳାକାରମାନେ କୁଚିପୁଡ଼ି ଓ ଓଡ଼ିଶୀରେ ଦେଶଭକ୍ତି ଓ ପୁରାଣର ପ୍ରସଙ୍ଗ ନିଖୁଣ ଉପସ୍ଥାପନ…

6 years ago

କର୍ନାଟକର ୧୫ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ

ବେଙ୍ଗାଲୁରୁ,୫।୧୨: କର୍ନାଟକର ୧୫ ବିଧାନସଭା ଆସନ ପାଇଁ ଗୁରୁବାର ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଏହାର ଫଳାଫଳ ୯ ତାରିଖରେ ପ୍ରକାଶ ପାଇବ। କଂଗ୍ରେସ…

6 years ago

ସ୍ମାର୍ଟ ସିଟିରେ ଡିଜିଟାଲ କିଓସ୍କ: ଗୋଟିଏ ସ୍ଥାନରେ ଏକାଧିକ ନାଗରିକ ସେବା

ଭୁବନେଶ୍ୱର, ୫ା୧୨ (ବ୍ୟୁରୋ): ରାଜଧାନୀରେ ନାଗରିକଙ୍କୁ ଗୋଟିଏ ସ୍ଥାନରେ ସମସ୍ତ ସେବା ଯୋଗାଇ ଦେବାକୁ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ (ବିଏସ୍‌ସିଏଲ) ପକ୍ଷରୁ ସହରର ୭୫ଟି ସ୍ଥାନରେ…

6 years ago

ବିଓଆଇର ‘ହର ଘର ଦସ୍ତକ’ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୫ା୧୨: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ) ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ହରଘର ଦସ୍ତକ ଅଭିଯାନ ଆରମ୍ଭ ହୋଇଛି। କାର୍ଯ୍ୟକ୍ରମକୁ ବ୍ୟାଙ୍କର ମହାପ୍ରବନ୍ଧକ ଅଜିତ କୁମାର ମିଶ୍ର,…

6 years ago