Home

ଖୁଣ୍ଟିରେ ମୋଦିଙ୍କ ବିଧାନସଭା ନିର୍ବାଚନ ପ୍ରଚାର: ୨ ବର୍ଷ ତଳେ ଭାଜପା ସରକାର ୧୦ ହଜାର ଲୋକଙ୍କ ଉପରେ ଆଣିଥିଲେ ଦେଶଦ୍ରୋହ ଅଭିଯୋଗ

ରାଞ୍ଚି,୩।୧୨: ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁଣ୍ଟିରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ସ୍ଥାନୀୟ ଅଞ୍ଚଳର ବିକାଶ ଲାଗି କେନ୍ଦ୍ର…

6 years ago

ପୁରୀ ଗଣବଳାତ୍କାର ମାମଲା: ରାଜଧାନୀରେ ବିକ୍ଷୋଭ ପ୍ରଦର୍ଶନ, ଛାତ୍ର କଂଗ୍ରେସ-ପୋଲିସ ଧସ୍ତାଧସ୍ତି

ଭୁବନେଶ୍ୱର, ୩।୧୨(ବ୍ୟୁରୋ): ପୁରୀ ଗଣବଳାତ୍କାର ମାମଲାକୁ ନେଇ ରାଜନୀତି ଜୋର ଧରିଛି। ପୁରୀର ବିଭିନ୍ନ ସ୍ଥାନରେ ଏହାକୁ ନେଇ ବିରୋଧ ପ୍ରଦର୍ଶନ କରାଯାଇଥିବାବେଳେ ରାଜଧାନୀରେ ମଧ୍ୟ ଏହାର…

6 years ago

‘ମଧୁ ଆପ୍‌’ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ଉତ୍କଳଗୌରବ ମଧୁସୂଦନ ଦାସଙ୍କ ନାମରେ ନାମିତ ‘ମଧୁ ଆପ୍‌’କୁ ମଙ୍ଗଳବାର ସଚିବାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି। ପିଲାମାନଙ୍କୁ ସହଜରେ ପାଠ…

6 years ago

ଆମରଣ ଅନଶନରେ ସ୍ବାତୀ ମାଲିଓ୍ବାଲ

ନୂଆଦିଲ୍ଲୀ,୩।୧୨: ହାଇଦ୍ରାବାଦରେ ଭେଟେରିନାରି ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିବା ବିରୋଧରେ ପୂରା ଦେଶ ସ୍ବର ଉତ୍ତୋଳନ କରିଛି। ପୀଡ଼ିତାଙ୍କୁ ନ୍ୟାୟ…

6 years ago

ନିର୍ଭୟା ମାମଲାର ଦୋଷୀଙ୍କୁ ଖୁବ୍‌ଶୀଘ୍ର ମିଳିପାରେ ଫାଶୀ: ତିହାର ଜେଲ୍‌ରେ ନାହାନ୍ତି ଘାତକ

ନୂଆଦିଲ୍ଲୀ,୩।୧୨: ବହୁଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀଙ୍କ ନିକଟରେ ଆଉ ଆଇନର ଆଶ୍ରୟ ନେବାକୁ କୌଣସି ବାଟ ନ ଥିବା ଜଣାପଡିଛି। ତେଣୁ ଏମାନଙ୍କ ଫାଶୀ ଦଣ୍ଡର…

6 years ago

ପିଆଜ ମାଳ ପିନ୍ଧି ସଂସଦରେ ପହଞ୍ଚିଲେ ୨ ଏଏପି ଏମ୍‌ପି

ନୂଆଦିଲ୍ଲୀ,୩।୧୨: ପିଆଜ ଦାମ ବଢ଼ିଚାଲିଥିବାବେଳେ ଏହାକୁ ନିୟନ୍ତ୍ରଣ କରିବାରେ କେନ୍ଦ୍ର ସରକାର ଅସଫଳ ରହିଥିବା ପ୍ରତିବାଦ କରି ୨ ଜଣ ଏଏପି ଏମ୍‌ପି ସଂସଦରେ ପିଆଜ ମାଳ…

6 years ago

ପୁରୀ ଗଣବଳାତ୍କାର ମାମଲା: ଡିଆଇଜିଙ୍କ ସୂଚନା, ୨୦ଦିନ ମଧ୍ୟରେ ମାମଲାର ଚାର୍ଜଶିଟ୍‌ ଦାଖଲ କରାଯିବ

ପୁରୀ ଅଫିସ୍‌,୩।୧୨: ପୁରୀରେ ନାବାଳିକା ଗଣବଳାତ୍କାର ମାମଲା ସାରା ରାଜ୍ୟକୁ ଦୋହଲାଇ ଦେଇଛି। ଏହି ଘଟଣାରେ ପୋଲିସ ଏପର୍ଯ୍ୟନ୍ତ ଦୁଇଜଣଙ୍କୁ ଗିରଫ କରିଛି। ୨୦ଦିନ ଭିତରେ ଏହି…

6 years ago

ଅଦରକାରୀ, ପୁରୁଣା ସାମଗ୍ରୀରେ ବାଇକ୍‌ ତିଆରି କଲେ ନବମ ଶ୍ରେଣୀ ଛାତ୍ର

ଆନନ୍ଦପୁର : ଜଣେ ନବମ ଶ୍ରେଣୀ ଛାତ୍ର ନିଜସ୍ବ ଜ୍ଞାନକୌଶଳ ବଳରେ ତିଆରି କରିଛନ୍ତି ଏକ ବାଇକ୍‌। ଏହି ବାଇକ୍‌କୁ ନେଇ ସମଗ୍ର କେନ୍ଦୁଝର ଜିଲା ଆନନ୍ଦପୁର…

6 years ago

ଅନଶନ ପାଇଁ ଅଡି ବସିଲେ ସ୍ବାତୀ: ମୋଦିଙ୍କୁ ଲେଖିଲେ ଚିଠି

ନୂଆଦିଲ୍ଲୀ,୩।୧୨: ହାଇଦ୍ରାବାଦରେ ଗଣବଳାତ୍କାର ପରେ ହତ୍ୟା କରାଯାଇଥିବା ଭେଟେରିନାରି ମହିଳା ଡାକ୍ତରଙ୍କୁ ନ୍ୟାୟ ଦେବା ପାଇଁ ଦିଲ୍ଲୀ ମହିଳା କମିଶନ ଅଧ୍ୟକ୍ଷା ସ୍ବାତୀ ମାଲିଓ୍ବାଲ ଅଣ୍ଟା ଭିଡିଛନ୍ତି।…

6 years ago

ଗୋଟିଏ ପରିବାର ସମସ୍ତ ସଦସ୍ୟଙ୍କ ଆତ୍ମହତ୍ୟା: କାନ୍ଥରେ ଲେଖାଅଛି ସୁଇସାଇଡ୍‌ ନୋଟ୍‌

ଗାଜିଆବାଦ,୩।୧୨: ଉତ୍ତର ପ୍ରଦେଶର ଗାଜିଆବାଦରେ ମଙ୍ଗଳବାର ସକାଳୁ ଗୋଟିଏ ପରିବାରର ଜଣେ ପୁରୁଷ, ଜଣେ ମହିଳା ଓ ୨ ପିଲାଙ୍କ ମୃତ ଦେହ ମିଳିବା ପରେ ଏବେ…

6 years ago