Home

ରାଜ୍ୟରେ ୨୩ ଶହ କି.ମି. କେନାଲ ରାସ୍ତା ନିର୍ମାଣ ହେବ: ଖର୍ଚ୍ଚ ହେବ ୯ଶହ କୋଟି

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ଆର୍‌ସିଆର୍‌ ପ୍ରୋଜେକ୍ଟ ଅଧୀନରେ ରାଜ୍ୟରେ ୨୩ଶହ କିମି କେନାଲ ରାସ୍ତା ନିର୍ମାଣ ହେବ। ଏଥିପାଇଁ ୯ଶହ କୋଟି ଟଙ୍କା ଖର୍ଚ୍ଚ ହେବ। କ୍ୟାବିନେଟ ଅନୁମୋଦନ ପରେ…

6 years ago

୧ରୁ କୋଣାର୍କ ମହୋତ୍ସବ ଆରମ୍ଭ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ବର୍ଷକର ପ୍ରତୀକ୍ଷା ପରେ କୋଣାର୍କ ମୁକ୍ତାକାଶ ରଙ୍ଗମଞ୍ଚରେ ଡିସେମ୍ବର ୧ରୁ ଆରମ୍ଭ ହେବ କୋଣାର୍କ ମହୋତ୍ସବ। ୫ଦିନ ଧରି ଚାଲିବାକୁ ଥିବା ଏହି ମହୋତ୍ସବରେ ଚଳିତବର୍ଷ…

6 years ago

ସିଏଜିି ରିପୋର୍ଟ: ୧୬,୩୯୧ କୋଟିର ୟୁସି ଦେଇ ନାହାନ୍ତି ସରକାରୀ ବିଭାଗ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ରାଜ୍ୟର ଆର୍ଥିକ ସ୍ଥିତି ଭଲ ରହିଛି। ବିତ୍ତୀୟ ପରିଚାଳନା ଠିକ ଢଙ୍ଗରେ କରାଯାଉଛି। ଟିକସ ଆଦାୟ ବଢ଼ିଛି। ରାଜସ୍ବ ପୂର୍ବ ବର୍ଷ ତୁଳନାରେ ସନ୍ତୋଷଜନକ ରହିଛି।…

6 years ago

ବଲାଙ୍ଗୀର ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ଗତ ଅଗଷ୍ଟ ୧୩ ଏବଂ ୧୪ ତାରିଖରେ ବଲାଙ୍ଗୀର ଜିଲାର ସମସ୍ତ ବ୍ଲକରେ ପ୍ରବଳ ବୃଷ୍ଟିପାତ ହୋଇଥିଲା। ବଲାଙ୍ଗୀର ବ୍ଲକରେ ୧୪ ତାରିଖରେ ୫୫୦ମି.ମି. ବର୍ଷା…

6 years ago

ହକି ସମ୍ପର୍କିତ ସଂକଳ୍ପକୁ ସମର୍ଥନ: ମୁଖ୍ୟମନ୍ତ୍ରୀଙ୍କୁ ସବୁ ଦଳ ସଦସ୍ୟଙ୍କ ପ୍ରଶଂସା

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ୨୦୨୩ରେ ରାଜ୍ୟରେ ଦ୍ୱିତୀୟ ଥର ଲାଗି ହକି ବିଶ୍ୱକପ୍‌ ଅନୁଷ୍ଠିତ ହେବ। ଏହାର ସଫଳତା କାମନା କରି ବିଧାନସଭାରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ…

6 years ago

ମାଲେସିଆରେ ୫ ଶ୍ରମିକ ଫସିଥିବା ଘଟଣା: ଉଦ୍ଧାର ପାଇଁ ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ପରିବାର

ନୟାଗଡ଼ ଅଫିସ,୨୯।୧୧: ନୟାଗଡ଼ ଜିଲା ରଣପୁର ଓ ଶରଣକୁଳ ଥାନା ଅଞ୍ଚଳର ୫ ଶ୍ରମିକ ମାଲେସିଆରେ ଫସିଥିବା ବେଳେ ସେମାନଙ୍କୁ ଉଦ୍ଧାର କରିବା ପାଇଁ ଗୁରୁବାର ପରିବାର…

6 years ago

ମହାରାଷ୍ଟ୍ର କ୍ୟାବିନେଟ୍‌ର ପ୍ରଥମ ବୈଠକ:ରାୟଗଡ଼ ଲାଗି ୨୦କୋଟି ମଞ୍ଜୁର

ମୁମ୍ବାଇ, ୨୯।୧୧:ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଉଦ୍ଧବ ଠାକ୍‌ରେ ଦାୟିତ୍ୱଗ୍ରହଣ କରିବା ପରେ ଗୁରୁବାର ରାତି ୮ରେ ପ୍ରଥମ କ୍ୟାବିନେଟ ବୈଠକ ବସିବା ସହ ଛତ୍ରପତି ଶିବାଜୀ ମହାରାଜଙ୍କ…

6 years ago

ମେଣ୍ଟ ସରକାରର ସିଏମ୍‌ପି:କୃଷି ଋଣଛାଡ଼କୁ ଗୁରୁତ୍ୱ

ମୁମ୍ବାଇ, ୨୯।୧୧:ମହାରାଷ୍ଟ୍ରରେ ନବଗଠିତ ଶିବସେନା-ଏନ୍‌ସିପି-କଂଗ୍ରେସ ମେଣ୍ଟ ସରକାର ରାଜ୍ୟରେ କୃଷକ ସମସ୍ୟାର ସମାଧାନ ଓ ସେମାନଙ୍କ ଋଣଛାଡ଼ ଉପରେ ଗୁରୁତ୍ୱ ଦେଇଛନ୍ତି। ଏଥିସହ ସ୍ଥାନୀୟ ଯୁବତୀଯୁବକଙ୍କ ଲାଗି…

6 years ago

ଝାଡ଼ଖଣ୍ଡ: ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଶେଷ

ରାଞ୍ଚତ୍,୨୯।୧୧: ପ୍ରଥମ ପର୍ଯ୍ୟାୟ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ପାଲାମୌ, ଗୁମ୍‌ଲା, ଗରଓ୍ବା ଏବଂ ଲାଟେହାର ସମେତ…

6 years ago

ପଶ୍ଚିମବଙ୍ଗ ଉପନିର୍ବାଚନ:ଟିଏମ୍‌ସି ୩ ଆସନ ପୋଛିନେଲା

କୋଲକାତା, ୨୯।୧୧:ପଶ୍ଚିମବଙ୍ଗର ୩ ବିଧାନସଭା ଆସନ ଲାଗି ହୋଇଥିବା ଉପନିର୍ବାଚନରେ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ବାଜିମାରିଛି। ସମସ୍ତ ୩ ଆସନରେ ଟିଏମ୍‌ସିର ପ୍ରାର୍ଥୀ ବିଜୟୀ ହୋଇଛନ୍ତି। କାଳିଆଗଞ୍ଜରେ ଟିଏମ୍‌ସି…

6 years ago