Home

ମୋଦିଙ୍କୁ ପ୍ରଶଂସା କଲା ଶିବସେନା: ଏବେ ଠାକ୍‌ରେ-ମୋଦି ଭାଇଭାଇ

ମୁମ୍ବାଇ,୨୯।୧୧: ଶେଷରେ ମହାରାଷ୍ଟ୍ରରେ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱରେ ସରକାର ଗଠନ ହୋଇଛି। ଶିବସେନା-ଏନସିପି ଏବଂ କଂଗ୍ରେସ ମିଶି ରାଜ୍ୟକୁ ଏକ ମଜଭୁତ ସରକାର ଦେବା ପାଇଁ ଶପଥ…

6 years ago

ନୂଆ ମୋଟର ଯାନ ଆଇନ କଡ଼ାକଡ଼ି ଲାଗୁ ପ୍ରସଙ୍ଗ: ପୁଣି କୋହଳ, ବଦଳିଲାନି ବ୍ୟବସ୍ଥା

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ୩ ମାସର ଡେଡ୍‌ଲାଇନ୍‌ ସରିବା ପୂର୍ବରୁ ସ୍ଥିତିକୁ ଦେଖି ରାଜ୍ୟ ସରକାର ନୂଆ ମୋଟର ଯାନ ଆଇନକୁ କଡାକଡି ଲାଗୁ କରିବାକୁ ଆଉ ୩ ମାସ…

6 years ago

ମଧ୍ୟାହ୍ନ ଭୋଜନ: ୮୧ ଜଣ ଛାତ୍ରୀଛାତ୍ରଙ୍କ ମଧ୍ୟରେ ବଣ୍ଟାଗଲା ମାତ୍ର ୧ ଲିଟର କ୍ଷୀର

ସୋନଭଦ୍ର,୨୯।୧୧: ଉତ୍ତର ପ୍ରଦେଶ ସୋନଭଦ୍ରର ଏକ ପ୍ରାଇମେରୀ ସ୍କୁଲରେ ମଧ୍ୟାହ୍ନ ଭୋଜନ ସମୟରେ ଏକ ଚକିତ ଘଟଣା ଘଟିଛି। ସ୍କୁଲରେ ୮୧ ଜଣ ଛାତ୍ରୀଛାତ୍ରଙ୍କ ମଧ୍ୟରେ ବଣ୍ଟାଯାଇଛି…

6 years ago

ଉଦ୍ଧବଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ମୁମ୍ବାଇ,୨୯।୧୧: ‘ଠାକ୍‌ରେ’ ପରିବାରର ପ୍ରଥମ ସଦସ୍ୟ ଭାବେ ମୁଖ୍ୟମନ୍ତ୍ରୀ ପଦର ଶପଥ ନେଇଛନ୍ତି ଉଦ୍ଧବ ଠାକ୍‌ରେ। ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ ବିଶାଳ ଜନସମୁଦ୍ରର ଉପସ୍ଥିତିରେ ଶିବାଜୀ…

6 years ago

ପରିବର୍ତ୍ତିତ ମାର୍ଗରେ ଚାଲିବ ପୁରୁଷୋତ୍ତମ ଏକ୍ସପ୍ରେସ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ପୁରୀ-ନୂଆଦିଲ୍ଲୀ-ପୁରୀ ପୁରୁଷୋତ୍ତମ ଏକ୍ସପ୍ରେସ୍‌ (୧୨୮୦୧-୧୨୮୦୨) ଆସନ୍ତା ଡିସେମ୍ବର ୫ ଓ ୬ରେ ପରିବର୍ତ୍ତିତ ମାର୍ଗରେ ଚଳାଚଳ କରିବ। ମୋଗଲସରାଇ ରେଳ ମଣ୍ଡଳର ବାବୁଆ ଷ୍ଟେଶନରେ ସୁରକ୍ଷା…

6 years ago

ବିଭାଗୀୟ ଉଦାସୀନତାରୁ ଯବାନ ମୃତ୍ୟୁସହ ସଂଗ୍ରାମ କରିବା ଘଟଣା: ତଦନ୍ତ ପାଇଁ ଡିଜିପିଙ୍କୁ ନିର୍ଦ୍ଦେଶ ଦେଲା ଗୃହ ବିଭାଗ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): କାର୍ଯ୍ୟ କରୁଥିବାବେଳେ ବ୍ରେନ୍‌ଷ୍ଟ୍ରୋକ୍‌ର ଶିକାର ହୋଇ ଗୁରୁତର ଥିବା ଯବାନ କୃଷ୍ଣଚନ୍ଦ୍ର ମଲ୍ଲିକଙ୍କ ପ୍ରତି ଗୁରୁତର ବିଭାଗୀୟ ଅବହେଳା କରାଯାଇଥିବା ଅଭିଯୋଗ ହୋଇ ଆସୁଛି। ସେ…

6 years ago

ପୁରୁଣା ଲିଙ୍ଗରାଜ ମାର୍କେଟ କମ୍ପ୍ଲେକ୍ସ ଭାଙ୍ଗିବ ପ୍ରଶାସନ

ପୁରୁଣା ଭୁବନେଶ୍ୱର,୨୯।୧୧(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉନ୍ନତୀକରଣ ତଥା ମନ୍ଦିର ଆୟ ବୃଦ୍ଧି ନେଇ ପର୍ଯ୍ୟଟନ ବିଭାଗ, ବିଏମସି ଓ ଦେବୋତ୍ତର ବିଭାଗ ମିଳିତ ପ୍ରୟାସରେ ନିର୍ମାଣାଧୀନ…

6 years ago

ସ୍କୁଲ ଯାଉଛି ରୋବୋ

ଟୋକିଓ: ପ୍ରାୟତଃ ପିଲାମାନେ ରୋଗରେ ପଡ଼ିଲେ ସ୍କୁଲ ଯିବାକୁ ପସନ୍ଦ କରି ନ ଥାନ୍ତି। ଏହି ସମୟରେ ସ୍କୁଲରେ ପାଠ ପଢ଼ା ଆଗେଇ ଯାଉଥିବା ବେଳେ ପିଲା…

6 years ago

ରାଜଧାନୀରେ ଜମି ମାଫିଆଙ୍କ ଗୁଣ୍ଡାରାଜ: ବନ୍ଧୁକ ଦେଖାଇ ମାଡ଼ମାରି ନେଲେ ଦସ୍ତଖତ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ରାଜଧାନୀରେ ଜମି ମାଫିଆ ଓ ଦଲାଲଙ୍କ ଗୁଣ୍ଡାଗିରି ଦିନକୁ ଦିନ ବଢ଼ି ଚାଲିଛି। ବନ୍ଧୁକ ଓ ବିଭିନ୍ନ ମାରଣାସ୍ତ୍ର ଦେଖାଇ ଲୋକଙ୍କ ଜମି କବ୍‌ଜା କରୁଛନ୍ତି।…

6 years ago

ରାଜ୍ୟରେ ୨୩ ଶହ କି.ମି. କେନାଲ ରାସ୍ତା ନିର୍ମାଣ ହେବ: ଖର୍ଚ୍ଚ ହେବ ୯ଶହ କୋଟି

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ଆର୍‌ସିଆର୍‌ ପ୍ରୋଜେକ୍ଟ ଅଧୀନରେ ରାଜ୍ୟରେ ୨୩ଶହ କିମି କେନାଲ ରାସ୍ତା ନିର୍ମାଣ ହେବ। ଏଥିପାଇଁ ୯ଶହ କୋଟି ଟଙ୍କା ଖର୍ଚ୍ଚ ହେବ। କ୍ୟାବିନେଟ ଅନୁମୋଦନ ପରେ…

6 years ago