ଲଇକେରା, ୨୮।୪ (ଡି.ଏନ.ଏ.): ଝାରସୁଗୁଡା ଜିଲା ଲଇକେରା ପୂର୍ତ୍ତ ବିଭାଗ ଡାକବଙ୍ଗଳାରେ ସୋମବାର ସ୍ବାବ୍ ସଂଗ୍ରହ କେନ୍ଦ୍ର ଆରମ୍ଭ କରାଯାଇଛି । ପ୍ରଥମ ଦିନରେ ଲଇକେରା, କୋଲାବିରା…
ନୂଆଦିଲ୍ଲୀ,୨୮।୪: ଦେଶରେ କରୋନା ସ୍ଥିତି ବେଳକୁ ବେଳ ଉଦ୍ବେଗଜନକ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧,୫୪୩ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ…
ସମ୍ବଲପୁର, ୨୮।୪ (ବ୍ୟୁରୋ)- କରୋନା ଭୂତାଣୁକୁ ନେଇ କଟକଣା ଯୋଗୁ ସମ୍ବଲପୁରର ଇଷ୍ଟଦେବୀ ସମଲେଇଙ୍କ ଦର୍ଶନ ମାର୍ଚ୍ଚ ୧୯ ତାରିଖରୁ ବନ୍ଦ ରହିଛି। ହେଲେ ଦେବୀଙ୍କ ପୂଜାର୍ଚ୍ଚନା…
ଭୁବନେଶ୍ୱର, ୨୮।୪(ବ୍ୟୁରୋ): କରୋନା ଲକ୍ଡାଉନ ଯୋଗୁ ରାଜ୍ୟ ବାହାରେ ଫସିଥିବା ପ୍ରବାସୀ ଓଡ଼ିଆଙ୍କୁ ଆଣିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଇଛି । ଏନେଇ ମୁଖ୍ୟମନ୍ତ୍ରୀ…
ବରଗଡ଼ ଅଫିସ୍,୨୮।୪: ନିଆଁରେ ପୋଡ଼ିହୋଇ ଗୁରୁତର ଅସୁସ୍ଥ ହୋଇ ପଡ଼ିଥିବା ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଜାଲପାଲି ଗ୍ରାମର ସୁଶୀଳ ଖମାରୀଙ୍କ ଶିଶୁକନ୍ୟା ରୁନି(୧୦)ଙ୍କୁ ମଙ୍ଗଳବାର…
ଲାଞ୍ଜିଗଡ,୨୮।୪(ଡି.ଏନ୍.ଏ)-କଳାହାଣ୍ଡି ଜିଲା ଲାଞ୍ଜିଗଡ ଡମ୍ବବିଶିପଡାର ଜଣେ ବ୍ୟକ୍ତି ଅନ୍ ଲାଇନ୍ ଠକେଇର ଶିକାର ହୋଇଛନ୍ତି। ସେ ହେଲେ ଗଜେନ୍ଦ୍ର ପରାଭୋଇ। ଦିନ ମଜୁରିଆ ଭାବେ କାମ କରି…
ନୂଆଦିଲ୍ଲୀ,୨୮।୪: ଭାରତରେ କରୋନା ସଂକ୍ରମଣ ନେଇ ସଙ୍କଟ ଦେଖାଦେଇଛି। ଦେଶରେ ବ୍ୟାପକ ଟେଷ୍ଟ୍ କରାଇବା ପାଇଁ ଚାଇନାରୁ ୫ ଲକ୍ଷ ର଼୍ୟାପିଡ୍ ଆଣ୍ଟିବଡ଼ି ଟେଷ୍ଟ୍ କିଟ୍ ଅଣାଯିବା…
ହାଇଦ୍ରାବାଦ୍,୨୮।୪: ଭାରତରେ କରୋନା ସଂକ୍ରମିତ ତଥା ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସରକାରଙ୍କ ପକ୍ଷରୁ ସୁରକ୍ଷାକୁ ଦୃଷ୍ଟିରେ ରଖି ଲକ୍ଡାଉନ୍ ଜାରି ରହିଛି। ଏପରିସ୍ଥଳେ କରୋନା ସଂକ୍ରମଣକୁ…
ରତ୍ନଗିରି, ୨୮।୪(ଡି.ଏନ୍.ଏ): କରୋନା ସଂକ୍ରମଣକୁ ରୋକିବା କ୍ଷେତ୍ରରେ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରୁଛନ୍ତି ସ୍ବାସ୍ଥ୍ୟକର୍ମୀ। ତେଣୁ ଚିକିତ୍ସା ଦାୟିତ୍ୱରେ ଥିବା ଡାକ୍ତରଙ୍କୁ ଦୁର୍ବ୍ୟବହାର କରିବା କିମ୍ବା…
ବୈପାରିଗୁଡ଼ା, ୨୭।୪(ଡି.ଏନ୍.ଏ.): ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଘଟଣାରେ କୋରାପୁଟ ଜିଲା ବୈପାରିଗୁଡା ପୋଲିସ ମଙ୍ଗଳବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ବୈପାରିଗୁଡା…