Home

ଗରିବ ଦେଶରେ ୧୦୦ କୋଟିଙ୍କୁ କରୋନା ସଂକ୍ରମଣ ଆଶଙ୍କା,ମୃତକଙ୍କ ସଂଖ୍ୟା ଛୁଇଁବ ୩୦ ଲକ୍ଷ: ତାଲିକାରେ ପାକିସ୍ତାନ-ବାଂଲାଦେଶ-ମ୍ୟାନ୍‌ମାର୍‌

ଓ୍ବାଶିଂଟନ,୨୮।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ବହୁ ଦେଶରେ ସୁରକ୍ଷା ଦୃଷ୍ଟିରୁ ଲକ୍‌ ଡାଉନ୍‌ ଜାରି ହୋଇଛି। ତେବେ କରୋନା…

6 years ago

ଲକ୍‌ଡାଉନ୍‌ ଊଲ୍ଲଂଘନ: ୪ ଦୋକାନୀ ଗିରଫ

ଭଣ୍ଡାରିପୋଖରୀ, ୨୮।୪ (ଡି.ଏନ.ଏ.)-ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଖ୍ୟା ବଢ଼ିବାରେ ଲାଗିଛି। ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି। ସେଥିଲାଗି ପ୍ରଶାସନ ଆଇନକୁ କଡ଼ାକଡି କରିଛନ୍ତି। ହେଲେ…

6 years ago

ମଣ୍ଡିରେ ଗଜା ହେଉଛି ଧାନ

ମୋହନଗିରି,୨୮।୪(ଡି.ଏନ.ଏ.): କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ଅଧୀନ ମୋହନଗିରି ଅଞ୍ଚଳର ୧୧ ଜଣ ଚାଷୀ ୪୫୦ କୁଇଣ୍ଟାଲ ଧାନ ବିକିବାକୁ ଜାନୁୟାରୀରୁ ମୋହନଗିରି ସେବା ସମବାୟ ସମିତି…

6 years ago

ଭୟ-ଆତଙ୍କ ସ୍ଥିତିରେ ‘ଆଶାର ଗୀତ’ ଗାଇ କରୋନା ସହିତ ଲଢ଼େଇ ପାଇଁ ଲୋକଙ୍କୁ ଉତ୍ସାହିତ କରୁଛନ୍ତି ଡାକ୍ତର: ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୨୮।୪: ଦେଶରେ କରୋନା ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ସହିତ ମାର୍ଗଦର୍ଶିକା ଜାରି କରାଯାଇଛି। ତେବେ ବି ଲୋକେ…

6 years ago

ହାଟଡିହୀରେ ଅସ୍ଥାୟୀ କୋଭିଡ-୧୯ କ୍ୟାମ୍ପ ଖୋଲିବ

ହାଟଡିହୀ, ୨୮।୪(ଡି.ଏନ.ଏ.)-ବାହାର ରାଜ୍ୟ ଫେରନ୍ତାଙ୍କୁ ନେଇ ଜିଲା ପ୍ରଶାସନର ତତ୍ପରତା ପ୍ରକାଶ ପାଇଛି। ତେଣୁ ସେମାନଙ୍କୁ ଥଇଥାନ ପାଇଁ ପ୍ରୟାସ ଆରମ୍ଭ ହୋଇଛି। କେନ୍ଦୁଝର ଜିଲା ହାଟଡିହୀ…

6 years ago

୪ଟି ବସ୍‌ ଯୋଗେ ସୁରତରୁ ଗଞ୍ଜାମ ଫେରୁଛନ୍ତି ୨୨୮ ଶ୍ରମିକ: ନିଜ ପଞ୍ଚାୟତ ଆଇସୋଲଶନ ସେଣ୍ଟରରେ ରହିବେ ୧୪ ଦିନ

ଛତ୍ରପୁର, ୨୮।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ୨୨୮ ଶ୍ରମିକ ନିଜ ଖର୍ଚ୍ଚରେ ୪ଟି ବସ୍‌ ଯୋଗେ ସୁରତରୁ ଗଞ୍ଜାମ ଫେରୁଥିବା ନେଇ ଗଞ୍ଜାମ ଜ଼ିଲା ପ୍ରଶାସନକୁ ଖବର ମିଳିଛି।…

6 years ago

କରୋନା ମୁକାବିଲା ନେଇ ଗ୍ରାମସଭାରେ କମିଟି ଗଠନ

ବନ୍ତ,୨୮।୪(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ବଡବର୍ଚ୍ଚିକୟାଁ ପଞ୍ଚାୟତରେ କରୋନା ମୁକାବିଲା ନେଇ ଗ୍ରାମସଭାରେ କମିଟି ଗଠନ କରାଯାଇଛି। ଆପ୍ତିରା ସରକାରୀ ଉପ୍ରା ବିଦ୍ୟାଳୟ ପରିସରରେ ସରପଞ୍ଚ ବିଷ୍ଣୁ…

6 years ago

ଇଟାଲିରେ କରୋନା ମୁକାବିଲା: ୮୦୦୦ ମେୟର ଫେସ୍‌ବୁକ୍‌ ସହିତ ଡ୍ରୋନ୍‌ ଦ୍ୱାରା ଲୋକଙ୍କୁ କରୁଥିଲେ ସଚେତନ

ରୋମ୍‌,୨୮।୪: ଇଟାଲିରେ କରୋନା ସଂକ୍ରମଣ କମିବାରେ ଳାଗିଛି। ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ଲକ୍‌ଡାଉନ୍‌ ଏବେ କେତେକାଶଂରେ ବି ଜାରି ରହିଛି। ଦିନେ କରୋନା ମହାମାରୀର ହଟ୍‌ସ୍ପଟ୍‌…

6 years ago

କଣ୍ଟେନମେଣ୍ଟ ଜୋନ୍‌ରେ ମାସ୍କ ବଣ୍ଟନ ସହ ରୋଗୀଙ୍କ ଲାଗି ସ୍ବତନ୍ତ୍ର ଯାନ ବ୍ୟବସ୍ଥା

ଭଣ୍ଡାରିପୋଖରୀ, ୨୮।୪ (ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକର ଦୁଇ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ପାଇଁ କଣ୍ଟେନମେଣ୍ଟ ଜୋନ ଘୋଷଣା ହୋଇଥିବା ରହଣିଆ ଓ ତେସିଙ୍ଗା ପଞ୍ଚାୟତକୁ ବିଧାୟକ ପ୍ରଫୁଲ ସାମଲ…

6 years ago

ହରିଣ ମାଂସ ଭୋଜି କରି ଧରାପଡ଼ିଲେ ବାପା, ପୁଅ

ଜମନକିରା,୨୮।୪ (ଡି.ଏନ.ଏ): ସମ୍ବଲପୁର ଜିଲା ବଡରମା ରେଞ୍ଜ ଅଧୀନ ଆମ୍ବଲାଙ୍ଗ ନିକଟସ୍ଥ ପେଟ୍ରୋଲ ପମ୍ପ ପଛ ପାଖରେ ଥିବା ଏକ ଘରେ ମଙ୍ଗଳବାର ପୂର୍ବାହ୍ନ ସାଢ଼େ ୧୧ଟାରେ…

6 years ago