Home

ଏହି ରେଷ୍ଟୁରାଣ୍ଟରେ ୮ ଜଣ ଡିନର କରି ଭରିଲେ ୪୪ ଲକ୍ଷ ଟଙ୍କାର ବିଲ୍‌

ଆଜିକାଲି ସୋସିଆଲ ମିଡିଆରେ ବିଭିନ୍ନ ରେଷ୍ଟୁରାଣ୍ଟ ଚର୍ଚ୍ଚାରେ ରହୁଛି। କେଉଁଠି ଚା’ କପ୍‌ର ଦାମ୍‌ ଆକାଶଛୁଆଁ ତ ଆଉ କେଉଁଠି ଦୁଇଟି କଦଳୀର ଦାମ୍‌ ୧ ହଜାର…

6 years ago

ନିର୍ବାଚନ ନ ଲଢ଼ି ମୁଖ୍ୟମନ୍ତ୍ରୀ: ରାବ୍ରୀ ଦେବୀ-ମୋଦିଙ୍କ ସମକ୍ଷକ ହେବେ ଉଦ୍ଧବ

ମୁମ୍ବାଇ,୨୭।୧୧: ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେ ଗୁରୁବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ସେ ଏହା ପୂର୍ବରୁ କୌଣସି ନିର୍ବାଚନ ଲଢ଼ି ନାହାଁନ୍ତି। ତେବେ ମୁଖ୍ୟମନ୍ତ୍ରୀ…

6 years ago

ତାମିଲ ଫିଲ୍ମ ଅଭିନେତା ବାଲା ସିଂଙ୍କ ପରଲୋକ

ଚେନ୍ନାଇ,୨୭।୧୧: ତାମିଲ ଫିଲ୍ମ ଅଭିନେତା ବାଲା ସିଂ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କ ୬୭ ବର୍ଷ ବୟସ ହୋଇଥିଲା। ଗତ କିଛିଦିନ ହେବ ଜ୍ୱରରେ ପୀଡିତ…

6 years ago

କରତକଳ ଅନୁମତି ଦାବିରେ ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ଘେରାଉ

ଚାନ୍ଦବାଲି,୨୭।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲାର ବିଭିନ୍ନ ଅଞ୍ଚଳରେ କରତକଳ ସ୍ଥାପନ ନିମନ୍ତେ ସରକାରୀ ଅନୁମତି ପ୍ରଦାନ ଦାବିରେ ବୁଧବାର ଶତାଧିକ କରତକଳ ମାଲିକ, କାଠମିସ୍ତ୍ରୀ, କାଠ ବ୍ୟବସାୟୀ ଚାନ୍ଦବାଲିସ୍ଥିତ…

6 years ago

ସ୍ତ୍ରୀ ସାକ୍ଷୀଙ୍କ ସହ କେମିତି ଖୁସିରେ ଅଛନ୍ତି, ରାଜ୍‌ ଖୋଲିଲେ ଧୋନୀ

ଭାରତୀୟ କ୍ରିକେଟ ଟିମର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଗତ ପାଞ୍ଚମାସ ଧରି କ୍ରିକେଟରୁ ଦୂରରେ ଅଛନ୍ତି। ଏଭଳି ସ୍ଥିତିରେ ଧୋନୀ ପୁଣିଥରେ ଅନ୍ତର୍ଜାତୀୟ କ୍ରିକେଟକୁ କେବେ…

6 years ago

ଆରମ୍ଭ ହେବ ଠାକ୍‌ରେ ଶାସନ: ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ଜାତୀୟ ସ୍ତରୀୟ ନେତାଙ୍କୁ କରାଯିବ ନିମନ୍ତ୍ରଣ

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରରେ ଠାକ୍‌ରେ ଶାସନ ଆରମ୍ଭ ହେବାକୁ ଯାଉଛି। ଗୁରୁବାର ସନ୍ଧ୍ୟା ୬ଟା ୪୦ରେ ଶିବସେନା ପ୍ରମୁଖ ଉଦ୍ଧବ ଠାକ୍‌ରେ ସ୍ଥାନୀୟ ଶିବାଜୀ ପାର୍କରେ ଆୟୋଜିତ ଏକ…

6 years ago

ତିତ୍‌ଲି କ୍ଷତିପୂରଣ ଦାବି: ଧାରଣା ଦ୍ୱିତୀୟ ଦିନରେ

ପାତ୍ରପୁର,୨୭।୧୧(ଡି.ଏନ୍‌.ଏ.): ତିତ୍‌ଲି କ୍ଷୟକ୍ଷତି ପ୍ରଦାନ ଦାବି ନେଇ ଦ୍ୱିତୀୟ ଦିନରେ ୩ଟି ଆଦିବାସୀ ପଞ୍ଚାୟତର ଲୋକେ ପାତ୍ରପୁର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ଗତ ତିତ୍‌ଲି…

6 years ago

ଏନ୍‌ସିପିରେ ଥିଲି ଏବେ ବି ରହିଛି: ଅଜିତ୍‌ ପାଓ୍ବାର

ମୁମ୍ବାଇ,୨୭।୧୧: ଏନ୍‌ସିପିରେ ଥିଲି ଏବେ ବି ଦଳରେ ରହିଛି ବୋଲି ଘରବାହୁଡ଼ି ଥିବା ନେତା ଅଜିତ୍‌ ପାଓ୍ବାର ବୁଧବାର କହିଛନ୍ତି। ମହାରାଷ୍ଟ୍ର ବିଧାନ ଭବନରେ ସେ ବିଧାୟକ…

6 years ago

କମିଛି ଦୁର୍ନୀତିି; ଲାଞ୍ଚ କାରବାର ୧୦ ପ୍ରତିଶତ ହୋଇଛି କମ୍‌: ସର୍ଭେ

ନୂଆଦିଲ୍ଲୀ,୨୭।୧୧: ଗତ ଏକ ବର୍ଷ ମଧ୍ୟରେ ଦେଶର କେତେକ ରାଜ୍ୟରେ ଦୁର୍ନୀତି କମିଛି। ସେହିପରି ଏହି ସମୟ ମଧ୍ୟରେ ଲାଞ୍ଚ କାରବାର ୧୦ ପ୍ରତିଶତ କମ୍‌ ହୋଇଛି।…

6 years ago

ଜେଲରେ ପି. ଚିଦାମ୍ବରମ୍‌ଙ୍କୁ ଭେଟିଲେ ରାହୁଲ, ପ୍ରିୟଙ୍କା

ନୂଆଦିଲ୍ଲୀ,୨୭।୧୧: ଆଇଏନଏକ୍ସ ମିଡିଆ ଦୁର୍ନୀତି ମାମଲାରେ ଗିରଫ ହୋଇ ତିହାଡ ଜେଲ୍‌ରେ ଥିବା ପୂର୍ବତନ ଅର୍ଥମନ୍ତ୍ରୀ ତଥା କଂଗ୍ରେସ ନେତା ପି. ଚିଦାମ୍ବରମଙ୍କୁ ଭେଟିଛନ୍ତି କଂଗ୍ରେସର ପୂର୍ବତନ…

6 years ago