Home

ଛୋଟ ସୁନା ଦୋକାନୀଙ୍କ ଉପରେ ଚଢ଼ାଉ, ବଡ଼ ବଡ଼ିଆଙ୍କୁ ମାଫ୍‌

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କଟକ ଓ ଭୁବନେଶ୍ୱରରେ ଥିବା ବଡ଼ ବଡ଼ ସୁନାଦୋକାନ ଉପରେ ଯୋଗାଣ ବିଭାଗ ଅଧିକାରୀ ଚଢ଼ାଉ କରିବାକୁ ସାହସ ଜୁଟାଉନାହାନ୍ତି। କେତେକ ହାତଗଣତି ଛୋଟ ସୁନାଦୋକାନ…

6 years ago

ରାଜ୍ୟରେ ରହିଛି ୬୩ କୃଷି, ୮୫ ଉଦ୍ୟାନ କୃଷି ଫାର୍ମ: ଆଧୁନିକୀକରଣ ପାଇଁ ଖର୍ଚ୍ଚ ହୋଇଛି ୧୨୬୨ଲକ୍ଷ ଟଙ୍କା

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟରେ ୬୩ଟି କୃଷି ଫାର୍ମ ଏବଂ ୮୫ଟି ଉଦ୍ୟାନ କୃଷି ଫାର୍ମ ରହିଛି। ସେଥିରୁ ୪ଟି କୃଷି ଫାର୍ମ ଓ ୫ଟି ଉଦ୍ୟାନ କୃଷି ଫାର୍ମ…

6 years ago

ପୁଣି ଚଳଚଞ୍ଚଳ ହେଲା ଆର୍‌ଟିଓ କାର୍ଯ୍ୟାଳୟ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କିଛିଦିନର ବ୍ୟବଧାନ ପରେ ପୁଣି ରାଜଧାନୀର ୨ଟି ଆରଟିଓ କାଯର୍ର୍‌ୟାଳୟ ଚଳଚଞ୍ଚଳ ହୋଇଉଠିଛି। ଡିସେମ୍ବର ୧ରୁ ଆର୍‌ଟିଓ ନିୟମ କଡ଼ାକଡ଼ି କରାଯିବ ବୋଲି ଖବର ପ୍ରକାଶ…

6 years ago

ରାଜ୍ୟସଭାରେ ସିଟ୍‌ ପରିବର୍ତ୍ତନକୁ ନେଇ କ୍ରୋଧିତ ହେଲେ ସଞ୍ଜୟ: ଭେଙ୍କିୟାଙ୍କୁ ଲେଖିଲେ ଚିଠି

ନୂଆଦିଲ୍ଲୀ,୨୦।୧୧: ସଂସଦରେ ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ବୁଧବାର ଅଧିବେଶନର ତୃତୀୟ ଦିନ ହୋଇଥିବା ବେଳେ ଗୃହରେ ଏନ୍‌ଆରସି, ପ୍ରଦୂଷଣ ଓ ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ଭଳି…

6 years ago

ଯେଉଁ ଗାଁରେ ପ୍ରତି ଘରେ ପାଳନ କରାଯାଏ ସାପ

ଆମ ଭିତରୁ ଅନେକ ଏପରି ଲୋକ ଅଛନ୍ତି ଯେଉଁମାନେ ଜୀବଜନ୍ତୁପାଳନ କରିବାକୁ ପସନ୍ଦ କରିଥାନ୍ତି। କିନ୍ତୁ ଘରେ ସାପ ପାଳନ କରିବା କଥା ଶୁଣିଛନ୍ତି କି? ଏହା…

6 years ago

ମୋଦିଙ୍କୁ ଭେଟିଲେ ପାଓ୍ବାର: ମହାରାଷ୍ଟ୍ର ରାଜନୀତିରେ ଆଲୋଡ଼ନ

ନୂଆଦିଲ୍ଲୀ,୨୦।୧୧: ମହାରାଷ୍ଟ୍ରରେ ସରକାର ଗଠନ ନେଇ ଅନିଶ୍ଚତତା ଜାରି ରହିଥିବାବେଳେ ବୁଧବାର ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଦୁଇ ନେତାଙ୍କ ମଧ୍ୟରେ…

6 years ago

ବାଲ୍ୟବିବାହକୁ ରୋକିବା ପାଇଁ ଆସାମ ସରକାରଙ୍କ ନୂଆ ଯୋଜନା: ବିବାହରେ କନ୍ୟାଙ୍କୁ ଦେବେ ୧ ତୋଳା ସୁନା

ଗୁଆହାଟୀ,୨୦।୧୧: ରାଜ୍ୟରେ ବାଲ୍ୟବିବାହ ରୋକିବା ପାଇଁ ଆସାମ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଅରୁନ୍ଧତୀ ସ୍କିମ୍‌ରେ ବିବାହ ସମୟରେ କନ୍ୟାଙ୍କୁ ମାଗଣାରେ ୧ ତୋଳା ସୁନା…

6 years ago

ବେଙ୍ଗାଲୁରୁରେ ପ୍ରତିଦିନ ଘଣ୍ଟେ ପାଇଁ ମିଳିବ ମାଗଣା ଓ୍ବାଇଫାଇ

ବେଙ୍ଗାଲୁରୁ,୨୦।୧୧: କର୍ନାଟକ ଉପନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ବେଙ୍ଗାଲୁରୁରେ ପ୍ରତିଦିନ ଘଣ୍ଟେ ପାଇଁ ମାଗଣା ଓ୍ବାଇଫାଇ ସୁବିଧା ଯୋଗାଇ ଦେବାକୁ ଘୋଷଣା କରିଛନ୍ତି। ଏଥିଲାଗି ସରକାରଙ୍କୁ ଶହେ…

6 years ago

ଦେଶବ୍ୟାପି ଏନ୍‌ଆର୍‌ସିକୁ ନେଇ ଶାହ-ମମତା ମୁହାଁମୁହିଁ

ନୂଆଦିଲ୍ଲୀ,୨୦।୧୧: ଦେଶବ୍ୟାପି ଏନ୍‌ଆର୍‌ସି ଲାଗୁହେବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ବୁଧବାର ରାଜ୍ୟସଭାରେ ପ୍ରଶ୍ନକାଳରେ ନିଜର ଉତ୍ତର ରଖିଛନ୍ତି। ଧର୍ମ ବର୍ଣ୍ଣ ନିର୍ବିଶେଷରେ ସଭିଏଁ ଏନ୍‌ଆର୍‌ସି…

6 years ago

ରାଷ୍ଟ୍ରପତି ହେବାପରେ ପ୍ରଥମ ବିଦେଶ ଗସ୍ତରେ ଭାରତ ଆସିବେ ଗୋଟବାୟା ରାଜପାକ୍‌ସେ

କଲମ୍ବୋ,୨୦।୧୧: ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି ଗୋଟବାୟା ରାଜପାକ୍‌ସେ ତାଙ୍କର ପ୍ରଥମ ବିଦେଶ ଗସ୍ତରେ ଭାରତକୁ ଆସିବେ ବୋଲି ଜଣାପଡିଛି। ଭାରତର ବର୍ହିିର୍ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର ଶ୍ରୀଲଙ୍କା…

6 years ago