Home

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ ବାନାମ୍ବର…

10 months ago

ବେଆଇନ ବାଲି ଉତ୍ତୋଳନକୁ ନେଇ ତୁମୁଳକାଣ୍ଡ, ମାଫିଆଙ୍କ ଆକ୍ରମଣରେ ୨ ଆହତ

ପାଟଣା,୧୭ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ନୂଆପଡ଼ା ବୈତରଣୀ ନଦୀଘାଟରୁ ମଙ୍ଗଳବାର ରାତ୍ରି ବେଆଇନ ବାଲି ଉତ୍ତୋଲାନକୁ ନେଇ ତୁମୁଳ କାଣ୍ଡ ଘଟିଛି।…

10 months ago

ଇଥିଓପିଆରେ ମୋଦି ମ୍ୟାଜିକ, ପ୍ରଧାନମନ୍ତ୍ରୀ ଆବି ଅହମଦ ଅଲି ବ୍ୟକ୍ତିଗତ ଭାବେ କାର ଚଲାଇ ବିମାନବନ୍ଦରରେ ଛାଡିଲେ

ଆଦିସ ଅବାବା,୧୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ତିନୋଟି ଦେଶ ଗସ୍ତରେ ଅଛନ୍ତି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦି ଇଥିଓପିଆରେ ପହଞ୍ଚିଥିଲେ, ଯେଉଁଠାରେ ଇଥିଓପିଆ ପ୍ରଧାନମନ୍ତ୍ରୀ ଆବି…

10 months ago

ସାଇନ୍‌ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା

କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩ ଫୁଟ…

10 months ago

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି ମ୍ୟାଚ୍…

10 months ago

ନବଜାତ ଶିଶୁପତ୍ର, ପ୍ରସୂତିଙ୍କ ମୃତ୍ୟୁର ହେବ ତଦନ୍ତ, ଅଧିକାରୀ କହିଲେ…

କେସିଙ୍ଗା,୧୭ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ପଦାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ ପ୍ରସୂତି ମହିଳା…

10 months ago

୪ମାସ ପର୍ଯ୍ୟନ୍ତ ଦେବାକୁ ପଡିବନି ଟୋଲ ଟାକ୍ସ!

ନୂଆଦିଲ୍ଲୀ,୧୭।୧୨: ଦିଲ୍ଲୀ-ଏନସିଆରରେ ପ୍ରଦୂଷଣ ବୃଦ୍ଧି ପାଉଛି। ପ୍ରଦୂଷଣକୁ ଦୃଷ୍ଟିରେ ରଖି, ସୁପ୍ରିମକୋର୍ଟ ଭାରତୀୟ ମହାନଗର ନିଗମ (ଏମସିଡି)କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି ଯେ…

10 months ago

ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ…

ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ ବାଇମାଲା…

10 months ago

ମୋକିମ ବହିଷ୍କାର ବିବାଦ, କଥାହେଲେ କେନ୍ଦ୍ରୀୟ ନେତା

ଭୁବନେଶ୍ୱର,୧୭।୧୨:  କଂଗ୍ରେସରୁ ମୋକିମଙ୍କୁ ବହିଷ୍କାର କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି । ଅନେକ ନେତା ମୋକିମ ସପକ୍ଷରେ ବାହାରୁଥିବା ଦେଖାଯାଇଛି । ଏହାରି ଭିତରେ…

10 months ago

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି। ସେ…

10 months ago