ମନମୁଣ୍ଡା, ୧୯।୪ (ଡି.ଏନ.ଏ.)- ଲାଭ ମିଳୁ ନ ମିଳୁ, କାମ ଛୋଟ ହେଉକି ବଡ କେହି ନିଜର କୌଳିକ ବୃତ୍ତିରୁ ବିଚ୍ୟୁତ ହେବାକୁ ଚାହାନ୍ତି ନାହିଁ ।…
ବରଗଡ଼ ଅଫିସ୍,୧୯।୪: ଲକ୍ ଡାଉନ ସମୟରେ ଘରେ ବସି ନିଜର ଇଚ୍ଛାଶକ୍ତି, ପ୍ରୟାସରେ ଏକ ସାନିଟାଇଜର୍ ମେଶିନ ତିଆରି କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ବରଗଡ଼…
ନୂଆଦିଲ୍ଲୀ: ଦେଶ ସାରା ଲକ୍ଡାଉନ୍ ହୋଇଥିବା ବେଳେ କନର୍ର୍ାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍ଡି କୁମାରସ୍ବାମୀଙ୍କ ପୁଅ ନିଖିଲ ଗୌଡା ବିବାହ କରିଛନ୍ତି। ଏହି ବିଷୟ ବର୍ତ୍ତମାନ ବଡ଼…
ଲଖନପୁର,୧୯।୪(ଡି.ଏନ୍.ଏ.): ଝାରସୁଗୁଡ଼ା ଜିଲା ପ୍ରଶାସନ ନିର୍ଦ୍ଦେଶକ୍ରମେ ସମନ୍ବିତ ଶିଶୁ ବିକାଶ ଯୋଜନା (ଆଇସିଡିଏସ୍) ତରଫରୁ ଲଖନପୁର ବ୍ଲକ୍ରେ ମାସ୍କ ବଣ୍ଟନ କରାଯାଉଛି। ଅଙ୍ଗନଓ୍ବାଡି କର୍ମୀ ଓ ଆଶାକର୍ମୀମାନେ…
ମୁମ୍ବାଇ: କୃତି ଖରବନ୍ଦା ଏବଂ ପୁଲକିତ ସମ୍ରାଟ ଦୁହେଁ ଦୀର୍ଘ ଦିନ ହେବ ଲିଭ୍ ଇନ୍ ରିଲେଶନସିପ୍ରେ ରହୁଛନ୍ତି। କରୋନା ପାଇଁ ସାରା ଦେଶରେ ଲକ୍ଡାଉନ୍ ଘୋଷଣା…
ମୁମ୍ବାଇ: ସାରା ଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଥିବା ବେଳେ ସମସ୍ତେ ଘରେ ବନ୍ଦହୋଇ ରହିଛନ୍ତି। ଏଥିରୁ ବାଦ୍ ପଡ଼ିନାହାନ୍ତି ବଲିଉଡ ତାରକା। ଅଭିନେତା, ଅଭିନେତ୍ରୀମାନେ ଘରେ ରହି…
ଗୁଡଭେଲା,୧୯।୪ଡି.ଏନ.ଏ.): ସମଗ୍ର ଦେଶରେ ବର୍ତ୍ତମାନ କରୋନା ବିରୋଧରେ ଲଢେଇ ଚାଲିଛି। ଏହି ସମୟରେ ଡାକ୍ତର, ନର୍ସ, ପୋଲିସ, ପରାମେଡିକାଲ, ସଫେଇ କର୍ମଚାରୀ, ପ୍ରଶାସନିକ ଅଧିକାରୀ ଓ ବିଭିନ୍ନ…
ପ୍ୟୋଙ୍ଗ୍ୟାଙ୍ଗ୍,୧୯।୪: ବିଶ୍ୱରେ ଅନେକ ଦେଶ ରହିଛି। ଯେଉଁଠାରେ ନୀତି, ନିୟମ ମଧ୍ୟ ଭିନ୍ନ ରହିଥାଏ। କିନ୍ତୁ ଏପରି ଏକ ଦେଶ ଅଛି, ଯେଉଁଠି କିଛି ଅଜବ ନିୟମ…
ରେଢାଖୋଲ, ୧୯।୪(ଡି.ଏନ.ଏ.): ସ୍ତ୍ରୀଙ୍କୁ ଯୌତୁକଜନିତ ନିର୍ଯାତନା ଦେବା ଅଭିଯୋଗରେ ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକରେ କାର୍ଯ୍ୟରତ ଗ୍ରାମ ଉନ୍ନୟନ ବିଭାଗ କନିଷ୍ଠ ଯନ୍ତ୍ରୀ ବିଭୁପ୍ରସାଦ ବେହେରା ଶନିବାର…
ଲୋଇସିଂହା,୧୯ା୪(ଡି.ଏନ୍.ଏ.): ମାସ୍କ ପିନ୍ଧିବାକୁ ସରକାର ବାଧ୍ୟତାମୂଳକ କରିଛନ୍ତି। ହେଲେ ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅନ୍ତର୍ବିଭାଗରେ ଭର୍ତ୍ତି ହୋଇଥିବା ରୋଗୀ ଓ ତାଙ୍କ ସମ୍ପର୍କୀୟ ବିନା…