Home

ସୁସମ୍ପର୍କ ବଢ଼ାଇବ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌

ନୂଆଦିଲ୍ଲୀ,୧୮ା୪: କରୋନା ଭୂତାଣୁ ସଂକ୍ରମଣ ମୁକାବିଲା କ୍ଷେତ୍ରରେ ମ୍ୟାଲେରିଆ ନିରୋଧୀ ଔଷଧ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ଉପାଦେୟ ହେଉଥିବା ଆମେରିକା ସମେତ ଅନେକ ଦେଶ ବିବେଚନା କରୁଛନ୍ତି। ତେଣୁ ସେମାନେ…

6 years ago

ଶ୍ରମିକଙ୍କ ସମସ୍ୟା ବୁଝିବାକୁ ନୋଡାଲ ଅଫିସର ନିଯୁକ୍ତି କର

ଭୁବନେଶ୍ୱର,୧୮ା୪(ବ୍ୟୁରୋ): କୋଭିଡ-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନକୁ ମେ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି। ଏଥିଯୋଗୁ ବିଭିନ୍ନ ରାଜ୍ୟର ରିଲିଫ…

6 years ago

ଜୀବନର ମୂଲ୍ୟ ୩୦ ଟଙ୍କା

ନୂଆଦିଲ୍ଲୀ,୧୮ା୪: ଭାରତରେ ପ୍ରାୟ ୯୦,୦୦୦ ମହିଳା ଗୋଷ୍ଠୀ ସ୍ବାସ୍ଥ୍ୟକର୍ମୀ କରୋନା ବିରୋଧୀ ଲଢ଼େଇରେ ଅଗ୍ରଣୀ ଭୂମିକା ନେଉଛନ୍ତି। କିନ୍ତୁ ସେମାନଙ୍କୁ ଖୁବ୍‌ କମ୍‌ ପାରିଶ୍ରମିକ ମିଳୁଛି। ଘାତକ…

6 years ago

ଗ୍ରାମାଞ୍ଚଳରେ ନିର୍ମାଣ କାର୍ଯ୍ୟକୁ ଅନୁମତି

ନୂଆଦିଲ୍ଲୀ,୧୮ା୪(ପି.ଟି.): କରୋନା ସଂକ୍ରମଣକୁ ପ୍ରତିହତ କରିବା ଲାଗି ପ୍ରଧାନମନ୍ତ୍ରୀ ଦ୍ୱିତୀୟ ପର୍ଯ୍ୟାୟରେ ମେ’ ୩ ପର୍ଯ୍ୟନ୍ତ ଲକ୍‌ଡାଉନ ବଢ଼ାଇଥିବାବେଳେ ୨୦ ତାରିଖରୁ ଗ୍ରାମାଞ୍ଚଳରେ ବିଭିନ୍ନ ଅର୍ଥନୈତିକ କାର୍ଯ୍ୟ…

6 years ago

ମାନ୍ଦାବସ୍ଥାକୁ ଆର୍‌ବିଆଇ ବୁଷ୍ଟର

ମୁମ୍ବାଇ,୧୮।୪: କୋଭିଡ୍‌-୧୯ ଯୋଗୁ ବଜାରରେ ଉପୁଜିଥିବା ମାନ୍ଦାବସ୍ଥା ଲଢ଼େଇ ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆଗେଇ ଆସିଛି। ଏଥିଲାଗି କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ଅତିରିକ୍ତ ପଦକ୍ଷେପ ଗ୍ରହଣ…

6 years ago

ସବୁଠୁ ତତଲା ସହର ସୋନପୁର

ଭୁବନେଶ୍ୱର, ୧୮ା୪(ବ୍ୟୁରୋ): ସାରା ରାଜ୍ୟରେ ଏବେ ତାତି ଅସମ୍ଭାଳ ହୋଇପଡ଼ିଲାଣି। ଶୁକ୍ରବାର ୭ ସହରରେ ପାରଦ ୪୦ ଡିଗ୍ରୀ ଟପିଥିଲା। ସୋନପୁର ସର୍ବାଧିକ ୪୨.୨ ଡିଗ୍ରୀ ତାପମାତ୍ରା…

6 years ago

ଉହାନରେ କରୋନା ମୃତ୍ୟୁସଂଖ୍ୟା ୫୦% ବଢ଼ିଲା

ବେଜିଂ/ଉହାନ,୧୮ା୪(ପି.ଟି.): ଚାଇନା ସରକାର ପୂର୍ବରୁ ପ୍ରକାଶିତ କରୋନାଜନିତ ମୃତ୍ୟୁସଂଖ୍ୟାରେ ଶୁକ୍ରବାର ସଂଶୋଧନ କରିଛନ୍ତି। ଦେଶରେ କରୋନା ସଂକ୍ରମଣରେ ୪,୬୩୨ ଜଣଙ୍କ ମୃତ୍ୟୁ ଘଟିଥିବା ଏହି ରିପୋର୍ଟରେ କୁହାଯାଇଛି।…

6 years ago

ବ୍ରିଟେନ ଆକାଶରେ ରହସ୍ୟମୟ ଧୂଆଁ

ଲଣ୍ଡନ,୧୮ା୪: ବ୍ରିଟେନ ଆକାଶରେ ଗୁରୁବାର ରାତି ୮ଟାରେ ଏକ ରହସ୍ୟଜନକ ବସ୍ତୁ ଜଳି ଜଳି ଯାଉଥିବାବେଳେ ତା’ ପଛପଟରୁ ଧୂଆ ବାହାରୁଥିବା ଦେଖିବାକୁ ମିଳିଥିଲା। ତାହା ୨୦…

6 years ago

ଯୌତୁକ ପାଇଁ ନିର୍ଯାତନା : ୪ ଗିରଫ

ନିମାପଡ଼ା,୧୮ା୪(ଡି.ଏନ.ଏ): ଚାରିଛକ ଫାଣ୍ଡି ଅନ୍ତର୍ଗତ ଦାଣ୍ଡିଆପଡ଼ା ଗ୍ରାମର ମଲ୍ଳିକା ଭୋଇ ନାମ୍ନୀ ବଧୂଙ୍କୁ ଯୌତୁକ ଦାବିରେ ନିର୍ଯାତନା ଦେବା ସହ ଆକ୍ରମଣ କରିବା ଅଭିଯୋଗରେ ୪ଜଣଙ୍କୁ ପୋଲିସ…

6 years ago

ଉପବାସରେ କୁଟୀରଶିଳ୍ପ କାରିଗର

କୃଷ୍ଣପ୍ରସାଦ,୧୮ା୪(ଡି.ଏନ.ଏ.): କୁଟୀରଶିଳ୍ପ ପାଇଁ ଓଡ଼ିଶା ସାରା ବିଶ୍ୱରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି। ଲକ୍‌ଡାଉନ ଯୋଗୁ ଶିଳ୍ପୀ ପରିବାର ଆଜି ଭୋକ ଉପବାସରେ ଦିନ କାଟୁଛନ୍ତି।…

6 years ago