Home

ପରଲୋକରେ ପାରଳା ମହାରାଜା

ଭୁବନେଶ୍ୱର/ପାରଳାଖେମୁଣ୍ଡି,୧୦।୧(ବ୍ୟୁରୋ/ସ୍ବ.ପ୍ର.): ପାରଳାଖେମୁଣ୍ଡି ରାଜା ଗୋପୀନାଥ ଗଜପତି ନାରାୟଣ ଦେବଙ୍କ ଶୁକ୍ରବାର ସକାଳେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୬ବର୍ଷ ହୋଇଥିଲା।  ୨୦୧୬ରୁ…

6 years ago

ଟ୍ରମ୍ପ୍‌ଙ୍କ ପକ୍ଷଚ୍ଛେଦନ ପାଇଁ ଆମେରିକା କଂଗ୍ରେସର ଉଦ୍ୟମ

ଓ୍ବାଶିଂଟନ,୧୦।୧: ଆମେରିକା ଓ ଇରାନ ପ୍ରତ୍ୟକ୍ଷ ଯୁଦ୍ଧରୁ ଛଘୁଞ୍ଚା ଦେଇଛନ୍ତି। ଅନ୍ୟପକ୍ଷରେ ଟ୍ରମ୍ପ୍‌ ନିଜ ଦେଶରେ ବିରୋଧର ସମ୍ମୁଖୀନ ହୋଇଛନ୍ତି। ତାଙ୍କ ଯୁଦ୍ଧ କ୍ଷମତାକୁ ନେଇ ବିତର୍କ…

6 years ago

ପଦୋନ୍ନତି ଅଦାଲତ ଗଠନ କଲେ ସରକାର: ଠିକ୍‌ ସମୟରେ ପ୍ରକ୍ରିୟା ସାରିବାକୁ ଗୁରୁ

ଭୁବନେଶ୍ୱର,୧୦ା୧(ବ୍ୟୁରୋ)- ରାଜ୍ୟ ସରକାର କର୍ମଚାରୀଙ୍କ ପଦୋନ୍ନତି ସମସ୍ୟା ସମାଧାନ ପାଇଁ ‘ପଦୋନ୍ନତି ଅଦାଲତ’ ଗଠନ କରିବାର ନିଷ୍ପତ୍ତି ନେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ଗୁରୁବାର ଗଣମାଧ୍ୟମକୁ…

6 years ago

ବହିର୍ବ୍ୟାପାର ବିଭାଗୀୟ ପରାମର୍ଶ କମିଟିରେ ସସ୍ମିତ

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ରଙ୍କୁ ବହିର୍ବ୍ୟାପାର ମନ୍ତ୍ରଣାଳୟର ବିଭାଗୀୟ ପରାମର୍ଶ କମିଟି ସଦସ୍ୟ ଭାବେ ମନୋନୀତ କରାଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ କମିଟିରେ ବହିର୍ବ୍ୟାପାର…

6 years ago

ବର୍ଷା, କୁହୁଡ଼ି: ୟେଲୋଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ଶୀତର ପ୍ରକୋପ ନାହିଁ। ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡିଗ୍ରୀ ବୃଦ୍ଧି ହୋଇଛି। ଆକାଶ ମେଘାଚ୍ଛନ୍ନ ରହୁଥିବାରୁ ଶୀତ କମି ଯାଇଛି। ଆସନ୍ତା ୨୪ ଘଣ୍ଟା…

6 years ago

ବିଦ୍ୟୁତ୍‌ କାଟ ପାଇଁ ସେସୁ ପ୍ରସ୍ତୁତ

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି (ସେସୁ) ଜାନୁୟାରୀ ୧୬ ତାରିଖ ପରଠାରୁ ବିଦ୍ୟୁତ୍‌ ବକେୟା ଦେଇ ନ ଥିବା ଉପଭୋକ୍ତାଙ୍କର ବିଦ୍ୟୁତ୍‌ ବିଚ୍ଛିନ୍ନ କରିବାକୁ ନିଷ୍ପତ୍ତି…

6 years ago

ଆଜି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ: ଉପଚ୍ଛାୟାଜନିତ ହେତୁ ପାଳନୀୟ ନୁହେଁ

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ ଶୁକ୍ରବାର ରାତିରେ ଦେଖିବାକୁ ମିଳିବ। ଏହି ମହାଜାଗତିକ ଘଟଣା ଓଡିଶା ସମେତ ସମଗ୍ର ଭାରତ ଏବଂ ବିଶ୍ୱର ଅନେକ ରାଷ୍ଟ୍ରରେ ଦେଖାଯିବ।…

6 years ago

ନିର୍ବାଚନ ବେଳେ ପ୍ଲାଷ୍ଟିକ୍‌ ବ୍ୟବହାର ବିରୋଧରେ ପିଟିଶନ: କେନ୍ଦ୍ର, ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ

ନୂଆଦିଲ୍ଲୀ,୧୦ା୧(ପି.ଟି.): ନିର୍ବାଚନ ବେଳେ ପ୍ଲାଷ୍ଟିକ୍‌ ବ୍ୟାନର, ହୋର୍ଡିଂ ଇତ୍ୟାଦିର ବ୍ୟବହାରକୁ ବିରୋଧ କରି ଦାଏର ଏକ ପିଟିଶନ ଉପରେ ସୁପ୍ରିମକୋର୍ଟ ଗୁରୁବାର କେନ୍ଦ୍ର ସରକାର ଓ ନିର୍ବାଚନ…

6 years ago

ଏସବୁ ରୋଗରୁ ମୁକ୍ତି ଲାଗି ଖାଦ୍ୟରେ ସାମିଲ କରନ୍ତୁ ମାଛ

ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଏକ ଗବେଷଣା କରି କହିଛନ୍ତି, ପ୍ରତିଦିନ ଖାଦ୍ୟରେ ମାଛ ସାମିଲ କଲେ ଅନେକ ରୋଗରୁ ମୁକ୍ତି ମିଳିଥାଏ। ଏଥିରେ ଅନେକ ପୌଷ୍ଟିକ ତତ୍ତ୍ୱ ଭରି…

6 years ago

ହ୍ରିତିକ ରୋଶନଙ୍କୁ ପୂରିଲା ୪୬: ଦାମ୍ପତ୍ୟ ଜୀବନରେ ଝଡ଼ ଆଣିଥିଲା ଅନ୍ୟ ଅଭିନେତ୍ରୀଙ୍କ ସହ ପ୍ରେମ ସମ୍ପର୍କ…

ମୁମ୍ବାଇ: ବଲିଉଡ୍‌ ସୁପର ଷ୍ଟାର ହ୍ରିତିକ ରୋଶନ ଶୁକ୍ରବାର ୪୬ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୭୪ ଜାନୁୟାରୀ ୧୦ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ସଞ୍ଜୟ ଖାଁଙ୍କ…

6 years ago