Home

ଅସଦାଚରଣ ଅଭିଯୋଗରେ ଛତିଶଗଡରୁ ଗିରଫ

ଭବାନୀପାଟଣା/ଜୟପାଟଣା୧୨।୪(ସ୍ବ.ପ୍ର/ଡି.ଏନ୍‌.ଏ): ଓଡିଶା ଭିଜିଲାନ୍ସ ବିଭାଗକୁ ଚକମା ଦେଇ ଦୀର୍ଘ ୨ବର୍ଷ ଧରି ଫେରାର ଥିବା ଅଭିଯୁକ୍ତ ଶେଷରେ ଜଣେ ମହିଳାଙ୍କୁ ଅସଦାଚରଣ କରିବା ଘଟଣାରେ ଛତିଶଗଡ ରାଜ୍ୟ…

7 years ago

୨ ଶିକାରୀ ଗିରଫ,ବନ୍ଧୁକ ଜବତ

କେନ୍ଦୁଝର,୧୨।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଦେଓଗାଁ ରେଞ୍ଜ ହରିଚନ୍ଦନପୁର ସେକ୍ସନ ଅଧୀନସ୍ଥ ରେବଣା ସଂରକ୍ଷିତ ପିଠାଗୋଳା-ମରାଗୋଳା ମଧ୍ୟବର୍ତ୍ତୀ ଜଙ୍ଗଲରେ ଚଢ଼ାଉ କରି ବନ ବିଭାଗ ୨ ଶିକାରୀଙ୍କୁ ଗିରଫ…

7 years ago

କରୋନା ମାଡ, ସ୍ଥାଣୁ ପାଲଟିଛି ରଙ୍ଗତୁଳୀ

ଜୁନାଗଡ,୧୨।୪(ଡି.ଏନ୍‌.ଏ.)-ମହାମାରୀ କରୋନା ଭୁତାଣୁ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ସରକାର ଲକ୍‌ଡାଉନ ଜାରି କରିଛନ୍ତି। ଏହାର ପ୍ରଭାବରେ ଅନେକ ଲୋକ ନିଜ ଜୀବିକା ହରାଇ ବସିଛନ୍ତି। ଫଳରେ…

7 years ago

ଗିଲ୍‌ଗିଟ୍‌-ବଲ୍ଟିସ୍ତାନ-ପିଓକେରେ ବଢୁଛି କରୋନା ସଂକ୍ରମଣ: ପାକିସ୍ତାନ ସରକାରଙ୍କ ନାହିଁ ନିଘା

ଇସଲାମାବାଦ,୧୨।୪: କରୋନା ସଂକ୍ରମଣ ଯୋଗୁ ପାକିସ୍ତାନରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶର ଗିଲ୍‌ଗିଟ୍‌, ବଲ୍ଟିସ୍ତାନ ଏବଂ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ସଂକ୍ରମିତଙ୍କ ସଂଖ୍ୟାରେ ଅଧିକ…

7 years ago

ପଡ଼ା, ପୋଲିସକୁ ନାକେଦମ କଲେ ଯୁବକ: ଭୟରେ ଘର ଛାଡ଼ି ପଳାଇଲେ ପରିବାର ଲୋକେ

ସମ୍ବଲପୁର, ୧୨।୪ (ବ୍ୟୁରୋ) ସମ୍ବଲପୁର ଜିଲା କ୍ଷେତରାଜପୁର ଥାନା ଅଞ୍ଚଳକୁ ଜଣେ ୩୫ ବର୍ଷିୟ ଯୁବକ ହାଇଦ୍ରାବାଦରୁ ଫେରିଛନ୍ତି । ଏହାକୁ ନେଇ ପଡାବାସୀଙ୍କ ସହ ପୋଲିସ…

7 years ago

ଚିନ୍ତା ବଢ଼ାଇଛି ବିଳମ୍ବ ରିପୋର୍ଟ

ସମ୍ବଲପୁର, ୧୨।୪ (ବ୍ୟୁରୋ): ସମଗ୍ର ରାଜ୍ୟର ବିଭିନ୍ନ ଜିଲାରେ କରୋନା ଭୂତାଣୁ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ପଶ୍ଚିମ ଓଡିଶାର କଳାହାଣ୍ଡି ଓ ସୁନ୍ଦରଗଡ…

7 years ago

ଅନ୍‌ଲାଇନ୍‌ ଚେସ୍‌ରୁ ସାଢ଼େ ୪ ଲକ୍ଷ ଟଙ୍କା ସଂଗ୍ରହ

ଚେନ୍ନାଇ,୧୨।୪(ପି.ଟି.)-ପୂର୍ବତନ ବିଶ୍ୱଚାମ୍ପିୟନ ବିଶ୍ୱନାଥନ ଆନନ୍ଦଙ୍କୁ ନେଇ ଆୟୋଜିତ ହୋଇଥିବା ଅନ୍‌ଲାଇନ୍‌ ଚେସ୍‌ ପ୍ରଦର୍ଶନୀରୁ ୪.୫ଲକ୍ଷ ଟଙ୍କାର ପାଣ୍ଠି ସଂଗ୍ରହ କରାଯାଇଛି। କୋଭିଡ୍‌-୧୯ ମୁକାବିଲା ପାଇଁ ଏହି ଅର୍ଥ…

7 years ago

ମୋଟରସ୍ପୋଟର୍‌ସ କିମ୍ବଦନ୍ତୀ ମୋସ୍‌ଙ୍କ ପରଲୋକ

ଲଣ୍ଡନ,୧୨।୪ (ଏଏଫ୍‌ପି)-ମୋଟରସ୍ପୋଟର୍‌ସର କିମ୍ବଦନ୍ତୀ ଷ୍ଟର୍ଲିଂ ମୋସ୍‌ ୯୦ ବର୍ଷ ବୟସରେ ମୃତ୍ୟୁବରଣ କରିଛନ୍ତି। ଦୀର୍ଘ ଦିନର ଅସୁସ୍ଥତା ପରେ ଏହି ବ୍ରିଟିଶ ଡ୍ରାଇଭରଙ୍କ ଦେହାନ୍ତ ହୋଇଛି ବୋଲି…

7 years ago

ରିଲିଫ ପାଣ୍ଠିକୁ ଶୀତଳଷଷ୍ଠୀ ମିଳିତ କ୍ରିୟାନୁଷ୍ଠାନ କମିଟିର ଦାନ

ସମ୍ବଲପୁର,୧୨।୪(ବ୍ୟୁରୋ): ସମ୍ବଲପୁର ଶୀତଳଷଷ୍ଠୀ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି। ରବିବାର ମିଳିତ…

7 years ago

କରୋନାକୁ ହରାଇ ଘରକୁ ଫେରିଲେ ବୋରିସ୍‌ ଜନସନ୍‌: କିଛି ଦିନ ବିଶ୍ରାମ ପରେ କାର୍ଯ୍ୟରେ ଦେବେ ଯୋଗ

ଲଣ୍ଡନ,୧୨।୪: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ କରୋନାକୁ ପରାଜିତ କରି ସୁସ୍ଥ ହୋଇ ରବିବାର ଘରକୁ ଫେରିଛନ୍ତି। କିଛି ଦିନ ବିଶ୍ରାମ ପରେ ସେ କାର୍ଯ୍ୟରେ ଯୋଗଦେବେ…

7 years ago