Home

୭ ଦିନ ବନ୍ଦ ରହିବ ସୂର୍ଯ୍ୟମନ୍ଦିର: ଭୟରେ ପର୍ଯ୍ୟଟକ ଶୂନ୍ୟ

କୋଣାର୍କ,୧୬।୩(ଡି.ଏନ.ଏ): କରୋନା ଭାଇରସ ପ୍ରଭାବରେ ସମଗ୍ର ବିଶ୍ୱ ଆତଙ୍କିତ ଅବସ୍ଥାରେ ଥିବାବେଳେ ସରକାର ପ୍ରତି ଜନସମାଗମକୁ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ବିଶ୍ୱ…

6 years ago

ଅଗ୍ନିଶମ ସେବା ରେଞ୍ଜ୍‌ କାର୍ଯ୍ୟାଳୟ ପାଇଁ ଅର୍ଥ ଦାବି

ଭୁବନେଶ୍ୱର,୧୬।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ସମେତ ଅନୁଗୋଳ, ବାଲେଶ୍ୱର, କୋରାପୁଟ ଏବଂ ଶିଳ୍ପନଗରୀ ରାଉରକେଲାରେ ନୂତନ ଅଗ୍ନିଶମ ସେବା ରେଞ୍ଜ୍‌ କାର୍ଯ୍ୟାଳୟ ଖୋଲାଯିବ। ଏଥିପାଇଁ ୨୦୨୦-୨୧ ଆର୍ଥିକ ବର୍ଷ…

6 years ago

ହ୍ୟାଣ୍ଡଶେକ୍‌ ନୁହେଁ, କେବଳ ହସଟିଏ

ପୁରୀ ଅଫିସ,୧୬।୩: କରୋନା ଭାଇରସର ଭୟାବହତା ସାରା ବିଶ୍ୱକୁ ଘୋଟିଛି। ଲକ୍ଷାଧିକ ଲୋକେ ଏହି ଭୂତାଣୁ ଦ୍ୱାରା ଆକ୍ରାନ୍ତ ହୋଇଥିବାବେଳେ ୫,୯୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଗଲାଣି।…

6 years ago

ଆଦିବାସୀ ଅଞ୍ଚଳରୁ ଇଣ୍ଟରନ୍ୟାଶନାଲ ଫ୍ୟାଶନ ଶୋ: ‘ହୋ’ ସମ୍ପ୍ରଦାୟର ବିଉଟି କୁଇନ୍‌ ରେହା ରେଶମ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ଜାତୀୟ ଓ ଅନ୍ତର୍ଜାତୀୟସ୍ତରର ବିଭିନ୍ନ ବିଉଟି ପାଜେଣ୍ଟରେ ଓଡ଼ିଶାର ପ୍ରତିଯୋଗୀମାନେ ବାଜି ମାରିଛନ୍ତି। ମିସ୍‌ରୁ ମିସେସ୍‌ ପର୍ଯ୍ୟନ୍ତ, ସବୁକ୍ଷେତ୍ରରେ ଓଡ଼ିଆ ପ୍ରତିଭାଙ୍କ ଲମ୍ବା ତାଲିକା ରହିଛି।…

6 years ago

ଇଟାଲି ଫେରନ୍ତାଙ୍କ ରିପୋର୍ଟ ନେଗେଟିଭ୍‌

କଟକ ଅଫିସ,୧୬।୩: କରୋନା ସନ୍ଦେହରେ କଟକ ଏସ୍‌ସିବି ମେଡିକାଲରେ ଭର୍ତ୍ତି ହୋଇଥିବା ଯୁବକଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। ତାଙ୍କ ଘର କଟକରେ ହୋଇଥିବା ବେଳେ ସେ ଇଟାଲିରେ…

6 years ago

କରୋନାକୁ ନେଇ ସାର୍କ ରାଷ୍ଟ୍ରଙ୍କୁ ଭାରତର ବାର୍ତ୍ତା: ପ୍ରସ୍ତୁତ ରୁହ, ଭୟ କରନାହିଁ

ନୂଆଦିଲ୍ଲୀ,୧୬।୩(ପି.ଟି.): ମହାମାରୀ କରୋନାକୁ ନେଇ ସାରା ବିଶ୍ୱରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏହାର ମୁକାବିଲା ଲାଗି ମିଳିତ ଜରୁରୀ ପାଣ୍ଠି ଗଠନ ନିମନ୍ତେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

6 years ago

୧୯ ପର୍ଯ୍ୟନ୍ତ ସ୍ବଳ୍ପ ବର୍ଷା, ୩୫ ଡିଗ୍ରୀ ଟପିଲା ତାତି

ଭୁବନେଶ୍ୱର,୧୬।୩(ବ୍ୟୁରୋ): ରାଜ୍ୟରେ ଏବେ ବିଭିନ୍ନ ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ହେଉଛି। ଏହିଭଳି ବର୍ଷା ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଲାଗି ରହିବ। ସୋମବାର କନ୍ଧମାଳ, ନୟାଗଡ଼,…

6 years ago

ଆଜି କମଲନାଥଙ୍କ ଶକ୍ତି ପରୀକ୍ଷା

ନୂଆଦିଲ୍ଲୀ/ଭୋପାଳ,୧୬।୩(ଆଇଏଏନ୍‌ଏସ୍‌): ମଧ୍ୟପ୍ରଦେଶ ବିଧାନସଭାରେ ସୋମବାର କମଲନାଥ ସରକାର ଆସ୍ଥାଭୋଟର ସମ୍ମୁଖୀନ ହେବେ। ଏହା ପୂର୍ବରୁ ଭୋପାଳରେ ରାଜନୈତିକ ତତ୍ପରତା ବୃଦ୍ଧି ପାଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ…

6 years ago

କରୋନା ଭୟ: ଫିଲ୍ମ, ଧାରାବାହିକ ଶୁଟିଂ ବନ୍ଦ

ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ଫିଲ୍ମ ଓ ଧାରାବାହିକ ଶୁଟିଂକୁ ବନ୍ଦ କରିବାକୁ ନିଷ୍ପତ୍ତି ହୋଇଛି। ଏଥିଲାଗି ହାତ ମିଳାଇଛନ୍ତି ଇଣ୍ଡିଆନ୍‌ ମୋଶନ ପିକ୍‌ଚର ପ୍ରଡ୍ୟୁସର୍ସ…

6 years ago

ଆନ୍ଧ୍ରରେ ପୌର ନିର୍ବାଚନ ସ୍ଥଗିତ

ଅମରାବତୀ,୧୬।୩: କରୋନା ଭୟରେ ଆନ୍ଧ୍ରପ୍ରଦେଶ ରାଜ୍ୟ ନିର୍ବାଚନ କମିଶନ ଚଳିତ ମାସରେ ହେବାକୁ ଥିବା ମଣ୍ଡଳ ଓ ଜିଲା ପରିଷଦ ନିର୍ବାଚନ ସମେତ ପୌର ନିର୍ବାଚନକୁ ୬…

6 years ago