ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ଫିଲ୍ମ ଓ ଧାରାବାହିକ ଶୁଟିଂକୁ ବନ୍ଦ କରିବାକୁ ନିଷ୍ପତ୍ତି ହୋଇଛି। ଏଥିଲାଗି ହାତ ମିଳାଇଛନ୍ତି ଇଣ୍ଡିଆନ୍ ମୋଶନ ପିକ୍ଚର ପ୍ରଡ୍ୟୁସର୍ସ…
ଅମରାବତୀ,୧୬।୩: କରୋନା ଭୟରେ ଆନ୍ଧ୍ରପ୍ରଦେଶ ରାଜ୍ୟ ନିର୍ବାଚନ କମିଶନ ଚଳିତ ମାସରେ ହେବାକୁ ଥିବା ମଣ୍ଡଳ ଓ ଜିଲା ପରିଷଦ ନିର୍ବାଚନ ସମେତ ପୌର ନିର୍ବାଚନକୁ ୬…
କୋଚି,୧୬।୩: କୋଚି ବିମାନବନ୍ଦରରେ ଜଣେ ବ୍ରିଟେନ ନାଗରିକଙ୍କଠାରେ କରୋନା ପଜିଟିଭ୍ ଜଣାପଡିବା ପରେ ଦୁବାଇ ଯିବାକୁ ଥିବା ୨୦ ଜଣ ଯାତ୍ରୀଙ୍କୁ ବିମାନରୁ ଓହ୍ଲାଇଦିଆଯାଇଛି। ଏମାନେ କେରଳର…
ଲଣ୍ଡନ,୧୬।୩: ବ୍ରିଟେନରେ କରୋନା ସଂକ୍ରମଣ ଜନିତ ମୃତ୍ୟୁସଂଖ୍ୟା ୨୧ରେ ପହଞ୍ଚତ୍ଥିବାବେଳେ ୧୧୪୦ ଜଣ ସଂକ୍ରମିତ ହୋଇଛନ୍ତି। ରାଣୀ ଏଲିଜାବେଥ୍ ଦ୍ୱିତୀୟ ଓ ପ୍ରିନ୍ସ ଫିଲିପଙ୍କୁ କ୍ୱାରାଣ୍ଟାଇନରେ ରଖିବା…
ନୂଆଦିଲ୍ଲୀ,୧୬।୩(ପି.ଟି.): ମହାରାଷ୍ଟ୍ରରେ ୧୨ ଜଣ ନୂଆ କରୋନା ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦୮ରେ ପହଞ୍ଚତ୍ଛି। ମହାରାଷ୍ଟ୍ରରେ ସର୍ବାଧିକ ୩୨ କରୋନା ରୋଗୀ…
ମାଡ୍ରିଡ୍,୧୬।୩ : ଚାଇନାରେ କରୋନା ଭୂତାଣୁ ସଂକ୍ରମଣ ହାର କମିଥିବାବେଳେ ୟୁରୋପୀୟ ଦେଶଗୁଡ଼ିକରେ ଏହା ଦ୍ରୁତବେଗରେ ମାଡିଚାଲିଛି। ସ୍ପେନ୍ରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୦୦ ନୂଆ…
ଦୋହା,୧୬।୩: ଜମ୍ମୁ-କଶ୍ମୀରରୁ ଭାରତୀୟ ସେନା ହଟିଯାଉ ବୋଲି ସେଠାକାର ଯୁବପିଢ଼ି ଚାହାନ୍ତି। କଶ୍ମୀରର ୯୦%ରୁ ଊର୍ଦ୍ଧ୍ୱ କଲେଜ ଓ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ର ଉପତ୍ୟକାରୁ ସମ୍ପୂର୍ଣ୍ଣ ସେନା ପ୍ରତ୍ୟାହାର…
ନୂଆଦିଲ୍ଲୀ,୧୬।୩: ଅନୁଚ୍ଛେଦ ୩୭୦କୁ ହଟାଇବା ଅପେକ୍ଷା ଜମ୍ମୁ-କଶ୍ମୀରବାସୀଙ୍କ ପାଇଁ ସବୁଠୁ ଚିନ୍ତାର କାରଣ ପାଲଟିଛି ରାଜ୍ୟ ମାନ୍ୟତା ହରାଇବା। ଏବେ ଉପତ୍ୟକାରେ ସ୍ବାଭାବିକ ସ୍ଥିତି ଫେରାଇଆଣିବା ସହ…
ନୂଆଦିଲ୍ଲୀ,୧୬।୩: ଖୁବଶୀଘ୍ର ରାଜ୍ୟ ମାନ୍ୟତା ଫେରିପାଇବ ଜମ୍ମୁ-କଶ୍ମୀର। ଉପତ୍ୟକାରେ ହେବ ନାହିଁ ଜନସଂଖ୍ୟାଗତ ପରିବର୍ତ୍ତନ। ମୁକ୍ତ ହେବେ ସମସ୍ତ ରାଜନୈତିକ ବନ୍ଦୀ। ନୂଆଦିଲ୍ଲୀରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହାଙ୍କଠାରୁ…
କଟକ ଅଫିସ,୧୬।୩: କରୋନା ଭୂତାଣୁକୁ ନେଇ ସାରା ବିଶ୍ୱରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଦ୍ରୁତଗତିରେ ଏହା ବ୍ୟାପୁଥିବା ଯୋଗୁ ସରକାରଙ୍କ ପକ୍ଷରୁ ନାଗରିକମାନଙ୍କୁ ସତର୍କ ରହିବାକୁ…