Home

ନିର୍ଭୟା ମାମଲା: ଫେବୃୟାରୀ ୧ରେ ଦୋଷୀଙ୍କୁ ଦିଆଯିବନି ଫାଶୀ

ନୂଆଦିଲ୍ଲୀ,୩୧।୧: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାକୁ ନେଇ ଦିଲ୍ଲୀର ପଟିଆଲା ହାଉସକୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଫେବୃୟାରୀ ୧ରେ ଏହି ମାମଲାର ୪…

6 years ago

ଶନିବାର ମାଘବୁଡ଼: ଶ୍ରଦ୍ଧାଳୁଙ୍କ ଆଗମନକୁ ନେଇ ଚଳଚଞ୍ଚଳ କୋଣାର୍କ, ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି

କୋଣାର୍କ,୩୧।୧(ଡି.ଏନ୍‌.ଏ.): ପୁରୀ ଜିଲା କୋଣାର୍କ ପ୍ରସିଦ୍ଧ ମାଘବୁଡ଼ ଲାଗି ପ୍ରଶାସନିକ କ୍ଷେତ୍ରରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶନିବାର ପ୍ରାତଃରେ ଚନ୍ଦ୍ରଭାଗା ପବିତ୍ର ପୁଷ୍କରିଣୀରେ ଶ୍ରଦ୍ଧାଳୁମାନେ ବୁଡ଼…

6 years ago

ଏଥର ଅନ୍‌ଲାଇନ୍‌ରେ ହେବ ଓଜେଇଇ: ଉଭୟ ପିଜି, ୟୁଜି କୋର୍ସ ପାଇଁ ସିବିଟି ପଦ୍ଧତି ଲାଗୁ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଚଳିତ ବର୍ଷ ଓଜେଇଇ କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ ବା ସିବିଟି ମାଧ୍ୟମରେ ହେବ। ଉଭୟ ପିଜି ଓ ୟୁଜି କୋର୍ସ ପାଇଁ ଏହି ପଦ୍ଧତି ଲାଗୁ…

6 years ago

ନିର୍ଭୟା ମାମଲା: ଖାରଜ ହେଲା ପବନଙ୍କ ଆବେଦନ

ନୂଆଦିଲ୍ଲୀ,୩୧।୧: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଅଭିଯୁକ୍ତ ପବନ ଗୁପ୍ତାଙ୍କୁ ଲାଗିଛି ଆଉ ଏକ ଝଟ୍‌କା। ଘଟଣା ସମୟରେ ପବନ ନାବାଳକ ଥିବା ଦର୍ଶାଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ…

6 years ago

ସ୍ପଷ୍ଟ କଲେ ରିୟା: ‘ବୀରେ ଦି ଓ୍ବେଡିଂ’ର ଆସିବ ସିକ୍ୟୁଏଲ

ବମ୍ବେ: ୨୦୧୮ରେ ରିଲିଜ ହୋଇଥିଲା କରିନା କପୁର ଖାଁ, ସୋନମ କପୁର, ସ୍ବରା ଭାସ୍କର, ଶିଖା ତଲ୍ସିନିୟା ଅଭିନୀତ ‘ବୀରେ ଦି ଓ୍ବେଡିଂ’। ଏବେ ଏହାର ସିକ୍ୟୁଏଲ(ଉତ୍ତରବୃତ୍ତାନ୍ତ)…

6 years ago

ଘୋଷଣାପତ୍ରରେ ଭାଜପା କହିଲା ଶାସନକୁ ଆସିଲେ କମିବ ଦିଲ୍ଲୀର ବାୟୁ ପ୍ରଦୂଷଣ

ନୂଆଦିଲ୍ଲୀ,୩୧।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସବୁଦଳ ଭୋଟରଙ୍କୁ ଆକର୍ଷିତ କରିବାକୁ ବହୁ ଘୋଷଣା କରିବା ଆରମ୍ଭ କରିଛନ୍ତି। ଶୁକ୍ରବାର ଭାରତୀୟ ଜନତା ପାର୍ଟି(ଭାଜପା)…

6 years ago

ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ପ୍ଳାବିତ ହେବ ୬୦ ହଜାର ହେକ୍ଟର ଚାଷ ଜମି

ଆନନ୍ଦପୁର, ୩୧।୧(ସ୍ବ.ପ୍ର.)-ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆନନ୍ଦପୁର ଗସ୍ତକରି ବହୁ ପ୍ରତିକ୍ଷୀତ ଆନନ୍ଦପୁର ବ୍ୟାରେଜର ଶୁଭ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ…

6 years ago

ଫାଶୀ ପାଇଁ ପ୍ରସ୍ତୁତ ତିହାର ଜେଲ

ନୂଆଦିଲ୍ଲୀ,୩୧।୧: ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀଙ୍କୁ ରାତି ପାହିଲେ ଫାଶୀ ଦିଆଯିବା କଥା। ହେଲେ କେତେକ କାରଣ ପାଇଁ ଏହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇପାରି ନାହିଁ। ଗୋଟିଏ…

6 years ago

କିଛି କଥା ପ୍ରତି ଧ୍ୟାନଦେଲେ ନବଦମ୍ପତିଙ୍କ ସମ୍ପର୍କ ହୋଇଥାଏ ମଧୁର

ଏବେ ବିବାହ ଋତୁ ଚାଲିଥିବା ବେଳେ ନବଦମ୍ପତି ସେମାନଙ୍କ ସମ୍ପର୍କ କେମିତି ରହିବ ସେନେଇ ଚିନ୍ତିତ ଥା’ନ୍ତି। କିନ୍ତୁ ବାସ୍ତୁ ବିଶେଷଜ୍ଞଙ୍କ ଅନୁଯାୟୀ କେତେକ କଥା ପ୍ରତି…

6 years ago

ଏବେ କାର୍ଯ୍ୟକାଳ ସରୁଥିବା ସମବାୟ ସମିତିଗୁଡ଼ିକରେ ନିର୍ବାଚନ ହେବନାହିଁ: ମନ୍ତ୍ରୀ

ଭୁବନେଶ୍ୱର,୩୧।୧(ବ୍ୟୁରୋ): କାର୍ଯ୍ୟକାଳ ସରୁଥିବା ସମବାୟ ସମିତିଗୁଡ଼ିକରେ ଏବେ ନିର୍ବାଚନ ହେବନାହିଁ। କାର୍ଯ୍ୟକାଳ ସମାପ୍ତ ହେଉଥିବା ସମବାୟ ସମିତି ଦାୟିତ୍ୱରେ ଅଫିସର ରହିବେ ବୋଲି ଶୁକ୍ରବାର ସମବାୟ ମନ୍ତ୍ରୀ…

6 years ago