Home

ପଞ୍ଜାବକୁ ଲକ୍‌ଡାଉନ୍‌ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୨।୩: କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢିବାରୁ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ରବିବାର ସମ୍ପୂର୍ଣ୍ଣ ରାଜ୍ୟକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ପ୍ରଥମେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ…

7 years ago

ଭଦ୍ରକରେ ଜନତା କର୍ଫ୍ୟୁକୁ ପାଳନ କରିଛନ୍ତି ଜନସାଧାରଣ: ରାସ୍ତାଘାଟ ଶୂନ୍‌ଶାନ

ଭଦ୍ରକ ଅଫିସ,୨୨।୩: ମହାମାରୀ କରୋନା ଦାଉରୁ ରକ୍ଷା ପାଇବା ପାଇଁ ସତର୍କ, ସ୍ବଚ୍ଛତା ଓ ସାମାଜିକ ଦୂରତା ନିହାତି ଜରୁରୀ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର…

7 years ago

ମୋଦିଙ୍କ ନିବେଦନ ସହର ଛାଡି ଗାଁକୁ ଯାଆନ୍ତୁ ନାହିଁ

ନୂଆଦିଲ୍ଲୀ,୨୨।୩: କରୋନା ଭାଇରସର ଭୟାବହତାକୁ ଦେଖି ଦେଶର ଅଧିକାଂଶ ସହରକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ଲୋକଙ୍କ ପେଟପାଟଣା ଉପରେ ଏହାର ପ୍ରଭାବ ପଡିଛି। ଏହାକୁ ଦେଖି…

7 years ago

ଜନତା କର୍ଫ୍ୟୁକୁ ସମର୍ଥନ : ପାଟଣାରେ ଦୋକାନ ବଜାର ବନ୍ଦ

ପାଟଣା,୨୨।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସମସ୍ତ ଦୋକାନ ବଜାର ଜନତା କର୍ଫ୍ୟୁକୁ ସମର୍ଥନ କରି ରବିବାର ବନ୍ଦ ରହିଥିବା ଦେଖିବାକୁ ମିଳିଛି। ଏଥିସହ ପାଟଣା…

7 years ago

କରୋନା ନେଲା ଆଉ ଏକ ମୁଣ୍ଡ

ମୁମ୍ବାଇ,୨୨।୩: କରୋନା ଭାଇରସ ଏବେ ଆଉ ଏକ ମୁଣ୍ଡ ନେଇଛି। ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସର୍ବାଧିକ ଥିବା ବେଳେ ରବିବାର ସକାଳେ ସେଠାରେ ୬୩ ବର୍ଷ…

7 years ago

ଜନତା କର୍ଫ୍ୟୁ ପ୍ରଭାବ: ଦେବଗଡ଼ ଜନଶୂନ୍ୟ

ଦେବଗଡ଼,୨୨।୩(ଡି.ଏନ୍‌.ଏ.): ବିଶ୍ୱ ବ୍ୟାପୀ କରୋନା ଭୂତାଣୁ ସଂକ୍ରମଣ ରୋକିବା ନେଇ ପ୍ରଧାନମନ୍ତ୍ରୀଙ୍କ ‘ଜନତା କର୍ଫ୍ୟୁ’ ଆହ୍ବାନ ପରେ ରବିବାର ଦେବଗଡ଼ ଜିଲାରେ ଏହାର ପ୍ରଭାବ ପ୍ରତିଫଳିତ ହୋଇଛି।…

7 years ago

ରୋମରେ ଥିବା ୨୬୩ ଭାରତୀୟଙ୍କୁ ନେଇ ଦିଲ୍ଲୀ ପହଞ୍ଚିଲା ସ୍ବତନ୍ତ୍ର ବିମାନ

ନୂଆଦିଲ୍ଲୀ,୨୨।୩: କରୋନା ଭାଇରସ ଏବେ ଇଟାଲିରେ କାୟା ବିସ୍ତାର କରି ଚାଲିଛି। ଚାଇନାର ମୃତ୍ୟୁହାରକୁ ଟପି ଗଲାଣି ଇଟାଲିର କରୋନା ସଂକ୍ରମିତଙ୍କ ମୃତ୍ୟୁ ହାର। ଏବେ ଇଟାଲିରେ…

7 years ago

ଋଷିକୂଲ୍ୟା ବେଳାଭୂମିରେ ଅଲିଭ୍‌ ରିଡ୍‌ଲେଙ୍କ ଗଣଅଣ୍ଡାଦାନ: ୭ ବର୍ଷ ପରେ ଦିନରେ ଅଣ୍ଡାଦାନ ପ୍ରକ୍ରିୟା

ଗଞ୍ଜାମ,୨୨।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମ ନିକଟସ୍ଥ ଋଷିକୂଲ୍ୟା ବେଳାଭୂମିରେ ଅଲିଭ୍‌ ରିଡ୍‌ଲେଙ୍କ ଗଣଅଣ୍ଡାଦାନ ପ୍ରକ୍ରିୟା ଜାରିରହିଛି l ଦୀର୍ଘ ୭ ବର୍ଷ ପରେ ଚଳିତ ବର୍ଷ…

7 years ago

ପୁରୁଷୋତ୍ତମପୁରରେ ଜନତା କର୍ଫ୍ୟୁ: ରାସ୍ତାଘାଟ ଶୂନ୍‌ଶାନ୍‌

ପୁରୁଷୋତ୍ତମପୁର,୨୨ା୩(ଡି.ଏନ୍‌.ଏ.): କରୋନା ଭାଇରସ୍‌ ସଂକ୍ରମଣ ରୋକିବାକୁ ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ନିବେଦନ କରାଯାଇ ଜନତା କର୍ଫ୍ୟୁ ପାଳନ ଲାଗି ନିର୍ଦ୍ଦେଶ ଦିଆଯାଇଥିଲା। ଏହାକୁ ନେଇ ରବିବାର ଗଞ୍ଜାମ ଜିଲା…

7 years ago

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୩୨୪

ନୂଆଦିଲ୍ଲୀ,୨୨।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ସାରା ବିଶ୍ୱକୁ ତା କବଳକୁ ନେଇ ସାରିଲାଣି। ସବୁ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସମୟ କ୍ରମେ…

7 years ago