Home

ଦେଖିକରି ମଧ୍ୟ ଡାଇଲଗ୍‌ କହିପାରିଲେନି ସାକ୍ଷୀ-ଧୋନୀ: ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୭।୧୨: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଏବେ କ୍ରିକେଟରୁ ଦୂରେଇ ରହିଛନ୍ତି। ଶେଷଥର ଧୋନୀ ୨୦୧୯ ବିଶ୍ୱକପ୍‌ ପାଇଁ ଖେଳିଥିଲେ। କ୍ରିକେଟରୁ…

6 years ago

ଘରେ ବି ସହଜରେ କରିହେବ ଥାଇରଏଡ୍‌ ପରୀକ୍ଷା…

ଥାଇରଏଡ୍‌ ସମସ୍ୟା ଥିଲେ ମେଟାବୋଲିକ୍‌ ପ୍ରକ୍ରିୟା ଉପରେ ପ୍ରଭାବ ପଡ଼ିଥାଏ। ଏହା ସାଧାରଣତଃ ଦୁଇ ପ୍ରକାର। ହାଇପୋଥାଇରଏଡ୍‌ ଏବଂ ହାଇପର୍‌ଥାଇରଏଡ୍‌। ହାଇପୋଥାଇରଏଡ୍‌ରେ ଥାଇରଏଡ୍‌ ଗ୍ଲାଣ୍ଡ୍‌ରୁ ହରମୋନ୍‌ କ୍ଷରଣ…

6 years ago

ଯେଉଁଠି ବିବାହରେ କନ୍ୟାବରଙ୍କ ଉପରେ କରାଯାଏ ଟଙ୍କାବର୍ଷା…

ସାମାଜିକ ବ୍ୟବସ୍ଥାରେ ବିବାହ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ପୃଥିବୀର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ବିବାହ ପରମ୍ପରା ପାଳିତ ହୋଇଥାଏ। ପୋଲାଣ୍ଡରେ ବିବାହ ଉତ୍ସବରେ କନ୍ୟାବରଙ୍କୁ ଟଙ୍କାମାଳ ପିନ୍ଧିବାକୁ…

6 years ago

୮୬ ବର୍ଷ ତଳେ ଲାଲା ଅମରନାଥ ଇଂଲଣ୍ଡ ବିପକ୍ଷରେ କରିଥିଲେ ଶତକ ପୂରଣ: ଏବେ ସୁଦ୍ଧା ୮୬ ଭାରତୀୟ କ୍ରିକେଟର କରିଛନ୍ତି ୫୧୭ ଶତକ

ନୂଆଦିଲ୍ଲୀ, ୧୭।୧୨: କ୍ରିକେଟର ଲାଲା ଅମରନାଥ ୮୬ ବର୍ଷ ତଳେ ୧୯୩୩ ଡିସେମ୍ବର ୧୭ରେ ଭାରତର ପ୍ରଥମ ଖେଳାଳି ଭାବେ ଶତକ ପୂରଣ କରିଥିଲେ। ମୁମ୍ବାଇର ତତ୍‌କାଳୀନ…

6 years ago

ଜାମିଆ ପରେ ସିଲମପୁରକୁ ବ୍ୟାପିଲା ସିଏଏ ହିଂସା: ୩ ମେଟ୍ରୋ ଷ୍ଟେଶନ ବନ୍ଦ

ନୂଆଦିଲ୍ଲୀ,୧୭।୧୨: ଦିଲ୍ଲୀର ଜାମିଆ ପରେ ଏବେ ସିଲମପୁରକୁ ବ୍ୟାପିଛି ନାଗରିକତା ସଂଶୋଧନ ଆଇନ (ସିଏଏ) ହିଂସା। ମଙ୍ଗଳବାର ଜଫରାବାଦରେ ସିଏଏ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହାରି…

6 years ago

ଦିଲ୍ଲୀରେ ପିଆଜ ଦର ଆକାଶଛୁଆଁ: କିଲୋ ପ୍ରତି ଦର୧୫୦ଟଙ୍କା

ନୂଆଦିଲ୍ଲୀ,୧୭।୧୨: ନିକଟରେ ଦେଶର ବିଭିନ୍ନ ଅଞ୍ଚଳରେ ହୋଇଥିବା ବର୍ଷା ଯୋଗୁ ପିଆଜ ଦର ପୁଣି ଆକାଶଛୁଆଁ ହୋଇଛି। କାରଣ ବର୍ଷା ଯୋଗୁ ମଣ୍ଡିରେ ପର୍ଯ୍ୟାପ୍ତ ପରିମାଣର ପିଆଜ…

6 years ago

ନିର୍ଭୟା ମାମଲା: ବ୍ୟକ୍ତିଗତ କାରଣରୁ ଖଣ୍ଡପୀଠରୁ ଦୂରେଇଲେ ପ୍ରଧାନ ବିଚାରପତି; ବୁଧବାର ପୂର୍ବାହ୍ନ ୧୦ଟା ୩୦ରେ ଶୁଣାଣି

ନୂଆଦିଲ୍ଲୀ,୧୭।୧୨: ନିର୍ଭୟା ମାମଲାରେ ୪ ଦୋଷୀଙ୍କ ମଧ୍ୟରୁ ଅକ୍ଷୟ ସୁପ୍ରିମ୍‌କୋର୍ଟରେ ପୁନର୍ବିଚାର ଆବେଦନ କରିଥିଲେ। ମଙ୍ଗଳବାର ଏହାର ଶୁଣାଣି ହେବାର ଥିଲା। ତେବେ ପ୍ରଧାନ ବିଚାରପତି ଶରଦ…

6 years ago

ଜାମିଆ ଛାତ୍ରଙ୍କୁ ‘ଯୁବ ବମ୍‌’ କହିଲେ ଉଦ୍ଧବ

ମୁମ୍ବାଇ,୧୭।୧୨: ନାଗରିକତ୍ୱ ସଂଶୋଧନ ଆଇନକୁ ନେଇ ସାରା ଦେଶରେ ହିଂସା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଏହାକୁ ନେଇ ରାଜନୀତି ମଧ୍ୟ ଆରମ୍ଭ ହେଇଛି। ଏବେ ମହାରାଷ୍ଟ୍ର…

6 years ago

ରାଗିଲେ ପରିଣିତି

ମୁମ୍ବାଇ,୧୭।୧୨: ସାରା ଦେଶରେ ଏବେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଆଲୋଚନା ଚାଲିଥିବା ବେଳେ ଅନେକ ଭାଗରେ ହିଂସା ସୃଷ୍ଟି ହୋଇଛି। ଏହି ଆଇନକୁ ଅନେକ ଲୋକ…

6 years ago

ତୈଳ ଟ୍ୟାଙ୍କର ଉପରେ ଜଳଦସ୍ୟୁଙ୍କ ଆକ୍ରମଣ: ୨୦ ଭାରତୀୟଙ୍କୁ କଲେ ଅପହରଣ

ଅବୁଜା,୧୭।୧୨: ପଶ୍ଚିମ ଆଫ୍ରିକାର ଗିନି ଉପକୂଳ ଅଞ୍ଚଳରେ ଏକ ତୈଳ ଟ୍ୟାଙ୍କର ଉପରେ ଜଳଦସ୍ୟୁମାନେ ଆକ୍ରମଣ କରିଛନ୍ତି। ଏଥିରେ ଥିବା ୨୦ ଭାରତୀୟଙ୍କୁ ଜଳଦସ୍ୟୁ ଅପହରଣ କରିନେଇଛନ୍ତି।…

6 years ago