Home

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଇଶ୍ୱର ଦୟାଲ୍‌ ସ୍ବାମୀଙ୍କ ପରଲୋକ

ଫରିଦାବାଦ,୧୫।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସରକାରରେ ରାଜ୍ୟମନ୍ତ୍ରୀ ଥିବା ଇଶ୍ୱର ଦୟାଲ ସ୍ବାମୀଙ୍କ ପରଲୋକ ଘଟିଛି। ରବିବାର ଫରିଦାବାଦର ମେଟ୍ରୋ ହାର୍ଟ ଇନଷ୍ଟିଚ୍ୟୁଟ୍‌ରେ ଚିକିତ୍ସାଧୀନ…

6 years ago

ସିଏଏକୁ ବିରୋଧ: ଜାମିଆରେ ବସ୍‌ ଜାଳିଦେଲେ ପ୍ରଦର୍ଶନକାରୀ

ନୂଆଦିଲ୍ଲୀ, ୧୫।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ଦିଲ୍ଲୀର ଜାମିଆ ଅଞ୍ଚଳରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ରବିବାର ଏହି ବିକ୍ଷୋଭ ଉଗ୍ର ରୂପ ଧାରଣ…

6 years ago

ଡାକ୍ତରଙ୍କ ଉପରକୁ ଗୁଳିମାଡ

ଖୋର୍ଦ୍ଧା ଅଫିସ୍‌, ୧୫।୧୨: ରବିବାର ଏକ ଘରୋଇ କ୍ଲିନିକର ଶିଶୁରୋଗ ବିଶେଷଜ୍ଞ ଡାକ୍ତର ମାନସ ଦାସଙ୍କ ଉପରକୁ ଗୁଳିମାଡ ହୋଇଥିବା ସୂଚନା ମିଳିଛି। ଖୋର୍ଦ୍ଧା ଜିଲା ମୁଖ୍ୟ…

6 years ago

ମ୍ୟାଚ ଚାଲିଥିବାବେଳେ ପଡିଆରେ ପଶିଲା କୁକୁର, ଡରିଗଲେ ଖେଳାଳି

ଚେନ୍ନାଇ, ୧୫।୧୨: ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଚେନ୍ନାଇରେ ପ୍ରଥମ ଏକଦିବସୀୟ ମ୍ୟାଚ୍‌ ଖେଲାଯାଉଛି। ଏହି ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମେ ଟସ୍‌ ଜିଣି ପ୍ରଥମେ ବୋଲିଂ ନିଷ୍ପତ୍ତି…

6 years ago

ପୋଖରୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ରାଜନଗର,୧୫।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ସାନବଡ଼ ଗୋପାଳପୁର ପଞ୍ଚାୟତ ଅନ୍ତର୍ଗତ କୁଶାଇଲୋ ଗ୍ରାମର ନରହରି ଦାସଙ୍କ ଝିଅ ନମିତା (୧୪)ଙ୍କ ରବିବାର ପୋଖରୀରେ ବୁଡ଼ି ମୃତ୍ୟୁ…

6 years ago

ବାଲି ବୋଝେଇ ଭାରୀଯାନ ଚଳାଚଳକୁ ବିରୋଧ: ପୋଲିସ-ଜନତା ମୁହାଁମୁହିଁ

ଆନନ୍ଦପୁର,୧୫।୧୨(ସ୍ବ.ପ୍ର.) : କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ସିଂଡୋଭ ଗ୍ରାମବାସୀ ବଞ୍ଚୋ ବାଲିଘାଟରୁ ଗ୍ରାମରାସ୍ତାରେ ବେଆଇନ ଭାବେ ବାଲି ବୋଝେଇ ଭାରୀଯାନ ଚଳାଚଳକୁ ବିରୋଧ କରି…

6 years ago

ଆଦିବାସୀ ମହାସଂଘ ପକ୍ଷରୁ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ରାୟଗଡ଼ା ଅଫିସ,୧୫।୧୨: ଆଦିବାସୀ ନେତା ଭାଗୀରଥି ମାଣ୍ଡାଙ୍ଗୀଙ୍କ ହତ୍ୟାକାଣ୍ଡ ଘଟଣାର ସିବିଆଇ ତଦନ୍ତ ଦାବିରେ ରବିବାର ଆଦିବାସୀ ମହାସଂଘ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।…

6 years ago

ମାଇନସ୍‌ ୧୪ ଡିଗ୍ରୀ ତାପମାତ୍ରାରେ ଶୁଟିଂ କରୁଛନ୍ତି ମହାନାୟକ

ବଲିଉଡ୍‌ ଅଭିନେତା ଅମିତାଭ ବଚ୍ଚନଙ୍କୁ ଦଶନ୍ଧିର ମହାନାୟକ କୁହାଯାଏ। ଅଭିନୟ ପ୍ରତି ତାଙ୍କ ପ୍ରତିଶ୍ରୁତିବଦ୍ଧତା ଦେଖି ତାଙ୍କୁ ଏହି ଆଖ୍ୟା ଦିଆଯାଇଛି। ଅମିତାଭଙ୍କୁ ୭୭ ବର୍ଷ ହୋଇଗଲାଣି।…

6 years ago

ଚାଇନା ମହାକାଶକୁ ପଠାଇବ କୃତ୍ରିମ ଚନ୍ଦ୍ର: ଷ୍ଟ୍ରିଟ୍‌ ଲାଇଟ୍‌ ଆଉ ହେବନି ଆବଶ୍ୟକ

ବେଜିଂ,୧୫।୧୨: ଚାଇନା ମହାକାଶକୁ କୃତ୍ରିମ ଚନ୍ଦ୍ର ପଠାଇବ। ଏନେଇ ୨୦୧୮ରେ ଚାଇନା ଘୋଷଣା କରି ସମସ୍ତଙ୍କୁ ଚକିତ କରିଦେଇଥିଲା। ତେବେ ଏହି ଯୋଜନା ଅନ୍ତଗର୍ର୍ତ ପ୍ରଥମ ଉପଗ୍ରହ…

6 years ago

ଆକ୍ଟିଭାକୁ ଧକ୍କାଦେଲା ଟ୍ରଲର: ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ଗୁରୁତର

ଅନୁଗୋଳ ଅଫିସ,୧୫।୧୨: ଅନୁଗୋଳ ଟ୍ରାଫିକ ଛକଠାରେ ଟ୍ରଲର ଓ ଆକ୍ଟିଭା ମଧ୍ୟରେ ଦୁର୍ଘଟଣା ଘଟି ଜଣଙ୍କ ଜୀବନ ଚାଲିଯାଇଛି। ରବିବାର ସମ୍ବଲପୁରରୁ କଟକ ଅଭିମୁଖେ ଏକ ଟ୍ରଲର…

6 years ago