କଟକ ଅଫିସ,୧୬।୧୨: ଦକ୍ଷିଣ ଓଡ଼ିଶାରେ କାର୍ଯ୍ୟରତ ଜଣେ ଭାରପ୍ରାପ୍ତ ଏସ୍ପିଙ୍କ ନାଁରେ ତାଙ୍କ ବୋହୂ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏନେଇ କଟକ ଚାଉଳିଆଗଞ୍ଜ ଥାନାରେ ଅଭିଯୋଗ…
କଟକରୋଡ,୧୬।୧୨(ଡି.ଏନ.ଏ.): ବଡ଼ଗଡ଼ ଥାନା ଅଞ୍ଚଳରେ ରହୁଥିବା ଜଣେ ଠିକାଦାରଙ୍କ ଘର ଉପରକୁ ରବିବାର ରାତିରେ କେହି ଦୁର୍ବୃତ୍ତ ବୋମାମାଡ଼ କରିଛନ୍ତି। ଉକ୍ତ ଠିକାଦାର ହେଲେ ଏହି ଥାନା…
ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଆଇଓସିଏଲ୍ କମ୍ପାନୀରେ ଚାକିରି କରାଇ ଦେବାକୁ କହି ୮ଲକ୍ଷ ଟଙ୍କା ଠକେଇ ହୋଇଥିବା ଖଣ୍ଡଗିରି ଥାନାରେ ରବିବାର ରାତିରେ ଅଭିଯୋଗ ହୋଇଛି। ଠକେଇର ଶିକାର ହୋଇଛନ୍ତି…
ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଆଗାମୀ ଦିନରେ ଓଡ଼ିଶା ଖଣିଜ ଉତ୍ତୋଳନ ନିଗମ ଲିମିଟେଡ(ଓଏମ୍ଇସିଏଲ୍)କୁ ୨ଟି ଖଣି ଆବଣ୍ଟିତ କରାଯାଇପାରେ। ଏହି ଖଣି ୨ଟି ହେଉଛି-ସୁକିନ୍ଦା କ୍ରୋମାଇଟ୍ ଏବଂ ଗୁହାଳୀ ଲୁହାପଥର…
ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ପଶ୍ଚିମବଙ୍ଗ, ଆସାମ ସମେତ କେତେକ ଉତ୍ତର ପୂର୍ବାଞ୍ଚଳ ରାଜ୍ୟରେ ଚାଲିଥିବା ଆନ୍ଦୋଳନ ଓ ହିଂସା ଯୋଗୁ ଟ୍ରେନ୍ ଚଳାଚଳ…
ମୁମ୍ବାଇ: ବଲିଉଡ୍ର କମେଡ଼ିଆନ୍ ଲକ୍ଷ୍ମୀକାନ୍ତ ବର୍ଡେଙ୍କ ୧୫ତମ ଶ୍ରାଦ୍ଧ ବାର୍ଷିକୀ ସୋମବାର ପାଳିତ ହେଉଛି। କିଡ଼ନୀ ଆକାମୀ ହେବା ଯୋଗୁ ତାଙ୍କର ମୃତ୍ୟୁ ୨୦୦୪ ଡିସେମ୍ବର ୧୬ରେ…
ଖୋର୍ଦ୍ଧା ଅଫିସ୍,୧୬।୧୨: ଖୋର୍ଦ୍ଧାର ଏକ କ୍ଲିନିକରେ ହୋଇଥିବା ଗୁଳିମାଡ ଘଟଣାରେ ଗୁରୁତର ଔଷଧ ଦୋକାନୀ କୃଷ୍ଣଚନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ ଏହି ଗୁଳିମାଡ ଗୁରୁତର ହୋଇଥିବା…
ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଭାଜପା ରାଜ୍ୟ ପ୍ରଭାରୀ ଅରୁଣ ସିଂ ରାଜ୍ୟ ସଭା ସଦସ୍ୟଭାବେ ନିର୍ବାଚିତ ହେବାପରେ ପ୍ରଥମ ଥର ଲାଗି ରବିବାର ଓଡିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ…
ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ମୟୂର ଓ ହରିଣ ପାଇଁ ରାଜଧାନୀରେ ସୃଷ୍ଟି ହେଉଛି ଟ୍ରାଫିକ ଜାମ୍। ଭରତପୁର-ଡମପଡ଼ା ଅଭୟାରଣ୍ୟକୁ ଲାଗି ରହିଥିବା ରେଣ୍ଟାଲ ଛକରୁ କଳିଙ୍ଗ ଷ୍ଟୁଡିଓ ଛକ ମଧ୍ୟରେ…
ରାଞ୍ଚି,୧୬।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ସୋମବାର ସକାଳ ୭ଟାଠାରୁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ୧୫ଟି ବିଧାନସଭା ଆସନ ପାଇଁ ମତଦାନ କରାଯାଉଥିବାବେଳେ…