ଢେଙ୍କାନାଳ,୯।୧:: ଚଳଚ୍ଚିତ୍ରକୁ ନେଇ ଚର୍ଚ୍ଚା । ଚଳଚ୍ଚିତ୍ର ଉପରେ ଆଲୋଚନା । ପୁଣି ଚଳଚ୍ଚିତ୍ରର ବିଭିନ୍ନ ବିଭବକୁ ନେଇ କର୍ମଶାଳା । ଏସବୁର ସୁଯୋଗ ଆଣିଦେଇଛି ଭାରତୀୟ…
ବାଲେଶ୍ୱର ଅଫିସ,୯।୧-ବାଲେଶ୍ୱର ସଦର ତହସିଲ ଅଧୀନ ଅଙ୍ଗାରଗଡ଼ିଆ ମୌଜାର ୨୭ ଡିସିମିଲ ସରକାରୀ ଜମିରୁ ଗୁରୁବାର ଜବରଦଖଲ ଉଚ୍ଛେଦ କରାଯାଇଛି। ୪୦ ବର୍ଷ ଧରି ଏହି ଜମି…
ସିମୁଳିଆ, ୯ା୧(ଡି.ଏନ୍.ଏ.)-ବାଲେଶ୍ୱର ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଗୁରୁବାର ସିମୁଳିଆ ବ୍ଲକର ବିଭିନ୍ନ ସ୍ଥାନ ଅଚାନକ ପରିଦର୍ଶନ କରିଥିଲେ । ସେଥିମଧ୍ୟରେ ମୁରୁଣା…
ତିହିଡି,୯।୧(ଡି.ଏନ.ଏ.)- ଭଦ୍ରକ ଜିଲା ତିହିଡ଼ି ବଜାରରୁ ୧୨୦ କୁଇଣ୍ଟାଲ ସରକାରୀ ଚାଉଳ ଜବତ ଘଟଣାର ତଦନ୍ତ ପରେ ଯାଞ୍ଚ କମିଟି କ୍ଲିନଚିଟ୍ ଦେଇଛି। ଗୁରୁବାର ପୂର୍ବାହ୍ନ ୧୧ଟାଠାରୁ…
ଛତ୍ରପୁର,୯ା୧(ଡି.ଏନ.ଏ)-ଗଞ୍ଜାମ ଜିଲାରେ ବାହ୍ୟ ମଳମୁକ୍ତ ଘୋଷଣା ହୋଇଥିଲେ ମଧ୍ୟ ଏବେ ଲୋକେ ଖୋଲାରେ ଶୌଚ ହେଉଛନ୍ତି। ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି।…
କୋଣାର୍କ,୯।୧(ଡି.ଏନ୍.ଏ.)- ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିରର ପାରିପାଶର୍ବିକ ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ ଗୁରୁବାର…
ରାୟଗଡ଼ା ଅଫିସ,୯।୧: ରାୟଗଡ଼ାର ମଝିଘରିଆଣୀ ମନ୍ଦିର ନିକଟରେ ଗୁରୁବାର ଭୋର୍ ସମୟରେ ଏକ ଦୁର୍ଘଟଣା ଘଟିଛି। ଟ୍ୟାଙ୍କର ଏବଂ ଟ୍ରକ ମଧ୍ୟରେ ଧକ୍କା ହେବାରୁ ରାସ୍ତା ଉପରେ…
ନରାଜ,୯।୧(ଡି.ଏନ୍.ଏ.): ବାରଙ୍ଗ ବ୍ଲକ ଅନ୍ତର୍ଗତ ଷଣ୍ଢପୁର ଉପ୍ରା ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଗୁରୁବାର ମଧ୍ୟାହ୍ନଭୋଜନ ଖାଇ ଅସୁସ୍ଥ ହୋଇପଡ଼ିଛନ୍ତି। ଅସୁସ୍ଥ ଅନୁଭବ କରୁଥିବା ୨୫ଜଣ ପିଲାଙ୍କୁ କଟକ ବଡ଼…
ସାଧାରଣତଃ ନିଜ ପ୍ରଦର୍ଶନ ଜରିଆରେ ଖେଳାଳିମାନେ ଚର୍ଚ୍ଚାର ପରିସରକୁ ଆସିଥାନ୍ତି। କିନ୍ତୁ ଭାରତର ବାମହାତୀ ସ୍ପିନ୍ ବୋଲର ଇକବାଲ୍ ଅବଦୁଲ୍ଲା ଏକ ମହତ କାମ କରି ଚର୍ଚ୍ଚାକୁ…
ଭୁବନେଶ୍ୱର,୯।୧(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ଲାଗି ଭାଜପା ପକ୍ଷରୁ ବିଭିନ୍ନ ସ୍ଥାନରେ ରାଲିର ଆୟୋଜନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର କେନ୍ଦ୍ରମନ୍ତ୍ରୀ…