Home

ଲୋକସଭା ଓ ରାଜ୍ୟ ବିଧାନସଭାରେ ଏସ୍‌ସି/ଏସ୍‌ଟି ସଂରକ୍ଷଣ: ବଢ଼ିଲା ୧୦ ବର୍ଷ

ନୂଆଦିଲ୍ଲୀ,୪।୧୨: ଲୋକସଭା ଓ ରାଜ୍ୟ ବିଧାନସଭାରେ ଏସ୍‌ସି/ଏସ୍‌ଟି ସଂରକ୍ଷଣକୁ ଆସନ୍ତା ୧୦ ବର୍ଷ ପର୍ଯ୍ୟନ୍ତ ବଢ଼ାଇବା ପ୍ରସ୍ତାବକୁ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ର ମଞ୍ଜୁରୀ ମିଳିଛି।…

6 years ago

ବେଲଘର ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବ: ତୁରନ୍ତ ନିଯୁକ୍ତି ଦାବିରେ ୨୬ କିମି ଚାଲିଲେ ଛାତ୍ର

ତୁମୁଡ଼ିବନ୍ଧ,୪।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ବେଲଘର ସରକାରୀ ଉଚ୍ଚ ବିଦ୍ୟାଳୟର ଅଷ୍ଟମ ଓ ନବମ ଶ୍ରେଣୀର ୫୪ଜଣ ଛାତ୍ର ଶିକ୍ଷକ ଦାବିରେ ୨୬ କିମି…

6 years ago

ପିଆଜ କିଲୋ ୧୩୦ ଟଙ୍କା

ନୂଆଦିଲ୍ଲୀ, ୪।୧୨: ପିଆଜ ଦର ବୃଦ୍ଧି ରୋକିବାକୁ ସରକାର ଯେତେ ପଦକ୍ଷେପ ନେଉଥିଲେ ମଧ୍ୟ ତାହା କମିବାର ନାଁ ନେଉନି। ବୁଧବାର ଦେଶର ଅଧିକାଂଶ ସ୍ଥାନରେ ପିଆଜ…

6 years ago

ନାଗରିକତା ସଂଶୋଧନ ବିଲ୍‌: ରାଜ୍ୟସଭାରେ ଭାଜପା ପାଇଁ ଅଡୁଆ ସ୍ଥିତି

ନୂଆଦିଲ୍ଲୀ,୪।୧୨: ନାଗରିକତା ସଂଶୋଧନ ବିଲ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। ଏବେ ବିଲ୍‌କୁ ଲୋକ ସଭା ଏବଂ ରାଜ୍ୟ ସଭାରେ ଆଗତ କରାଯିବ। ଲୋକ…

6 years ago

ଦିନେ ବିମାନ ଟିକେଟ ପାଇଁ ନେଇଥିଲେ ଉଧାର: ଏବେ ଗୁଗଲ, ଆଲ୍ଫାବେଟ୍‌ର ସିଇଓ

ଓ୍ବାଶିଂଟନ,୪।୧୨: ବିଶ୍ୱର ସବୁଠାରୁ ବଡ ସର୍ଚ୍ଚ ଇଞ୍ଜିନ ଭାବରେ ଜଣାଶୁଣା ‘ଗୁଗଲ’ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ସୁନ୍ଦର ପିଚାଇଙ୍କୁ ଆଉ ଏକ ଦାୟିତ୍ୱ ମିଳିଛି। ତାଙ୍କୁ…

6 years ago

ହାଇଦ୍ରାବାଦ୍‌ ଗଣବଳାତ୍କାର ମାମଲା: ଜଣେ ଅଭିଯୁକ୍ତଙ୍କ ସ୍ତ୍ରୀ ଏବେ ୭ ମାସର ଗର୍ଭବତୀ, ୮ ମାସ ପୂର୍ବରୁ କରିଥିଲେ ବିବାହ

ହାଇଦ୍ରାବାଦ,୪।୧୨: ହାଇଦ୍ରାବାଦରେ ଡାକ୍ତରାଣୀଙ୍କୁ ଗଣବଳାତ୍କାର ଓ ହତ୍ୟା ଘଟଣାର ବହ୍ନି ଏବେ ସାରା ଦେଶରେ ଦେଖିବାକୁ ମିଳିଛି। ଗିରଫ ୪ ଅଭିଯୁକ୍ତଙ୍କୁ ଫାଶୀ ଖୁଣ୍ଟରେ ଝୁଲାଇବା ଓ…

6 years ago

ନାଗରିକତା ସଂଶୋଧନ ବିଲ୍‌: ମୋଦିଙ୍କ କ୍ୟାବିନେଟ୍‌ରେ ମିଳିଲା ମଞ୍ଜୁରୀ; ସଂସଦରେ ହେବ ଉପସ୍ଥାପିତ

ନୂଆଦିଲ୍ଲୀ,୪।୧୨: ନାଗରିକତା ସଂଶୋଧନ ବିଲ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ ବୁଧବାର ମଞ୍ଜୁରୀ ଦେଇଛି। ଏବେ ଏହା ସଂସଦର ଉଭୟ ଗୃହରେ ଉପସ୍ଥାପିତ ହେବ। ସଂସଦ ଭବନରେ…

6 years ago

ମ୍ୟାଚ୍‌ ଚାଲିଥିବାବେଳେ ଭାରତୀୟ କ୍ରିକେଟରଙ୍କୁ ଆସିଲା ହୃଦ୍‌ଘାତ, ଡାକ୍ତରଖାନା ନେବା ବାଟରେ ଚାଲିଗଲା ଜୀବନ

ଅଗରତାଲା,୪।୧୨: କ୍ରିକେଟ ପଡିଆରେ ଅଘଟଣ ଘଟିବା ନୂଆ କଥା ନୁହେଁ। ପୂର୍ବରୁ ମଧ୍ୟ ଅନେକ ଖେଳାଳିଙ୍କ ଶରୀରରେ ବଲ୍‌ ବାଜି ମୃତ୍ୟୁ ଘଟିଛି। ତ୍ରିପୁରାର ରାଜଧାନୀ ଅଗରତାଲାରେ…

6 years ago

ଦାରିଙ୍ଗବାଡିରେ ଚଳିତମାସର ପହିଲି ଶୀତ, ଖସିଲା ପାରଦ

ଦାରିଙ୍ଗବାଡି,(ଡି.ଏନ.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଳକ ଅଞ୍ଚଳରେ ପୁଣି ଶୀତ ଫେରିଛି। ଚଳିତ ମାସର ଏହା ପ୍ରଥମ ଶୀତ ହୋଇଥିବାବେଳେ ତାପମାତ୍ରା ୧୨ଡିଗ୍ରୀରୁ ଖସି ଆସି ବୁଧବାର ସକାଳ…

6 years ago

ଆଇଏନ୍‌ଏକ୍ସ୍‌ ମିଡ଼ିଆ ମାମଲା: ଚିଦାମ୍ବରମଙ୍କୁ ମିଳିଲା ଜାମିନ୍‌

ନୂଆଦିଲ୍ଲୀ,୪।୧୨: ଆଇଏନ୍‌ଏକ୍ସ୍‌ ମିଡ଼ିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍‌ଙ୍କୁ ବୁଧବାର ସର୍ତ୍ତ ମୂଳକ ଜାମିନ୍‌ ମିଳିଛି। ସୁପ୍ରିମ୍‌କୋର୍ଟ ଜାମିନ୍‌ ଆବେଦନର ବିଚାର କରି ଏହାକୁ ମଞ୍ଜୁର କରିଛନ୍ତି।…

6 years ago