କାକଟପୁର,୭ା୩(ଡି.ଏନ.ଏ.): କାକଟପୁର ବ୍ଲକ ବିଡିଓ ଓ କର୍ମଚାରୀମାନଙ୍କ ପାଇଁ ଉଦ୍ଦିଷ୍ଟ ଥିବା କ୍ୱାର୍ଟର୍ସଗୁଡିକ ଭୂତକୋଠି ପାଲଟିଯାଇଛି। ଦୀର୍ଘବର୍ଷ ଧରି ଏହି କ୍ୱାର୍ଟର୍ସଗୁଡିକ ଅବହେଳିତ ଅବସ୍ଥାରେ ପଡ଼ିରହିଛି। ମରାମତି…
କରାଚୀ,୭ା୩(ପି.ଟି.): ପାକିସ୍ତାନର କରାଚୀରେ ଶୁକ୍ରବାର ଏକ ୩ ମହଲା କୋଠା ଭୁଶୁଡ଼ି ୧୮ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଅଧିକାଂଶ ମହିଳା ଓ ଶିଶୁ। ଗୁଲ୍ବହାର…
ପୁରୁଣା ଭୁବନେଶ୍ୱର,୭ା୩(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ହେବା ପରେ ଦିଅଁଙ୍କ ନୀତିକାନ୍ତି ସୁବ୍ୟବସ୍ଥିତ କରିବାକୁ ଖଞ୍ଜାରେ ବିଭିନ୍ନ ସେବାୟତଙ୍କୁ ଜମି ରାଜାରାଜୁଡା ଅମଳରୁ ଯୋଗାଇ ଦିଆଯାଇଥିଲା। ଏଥିମଧ୍ୟରୁ କୁମ୍ଭକାର…
କାବୁଲ,୭ା୩(ଏ.ଏଫ୍.ପି.): ଆଫଗାନିସ୍ତାନ ରାଜଧାନୀ କାବୁଲରେ ଏକ ରାଜନୈତିକ ସଭା ଚାଲିଥିବାବେଳେ ଆକ୍ରମଣ ହୋଇଛି। ଏଥିରେ ଅନୂ୍ୟନ ୨୯ ଜଣ ନିହତ ଓ ୩୦ ଆହତ ହୋଇଛନ୍ତି। ଦେଶର…
ନୂଆଦିଲ୍ଲୀ,୭ା୩(ପି.ଟି.): କରୋନା ସଂକ୍ରମଣ ଭୟରେ ଅଟ୍ଟାରୀ-ଓ୍ବାଘା ସୀମାରେ ପ୍ରତିଦିନ ସନ୍ଧ୍ୟାରେ ହେଉଥିବା ଧ୍ୱଜାବତରଣ ଉତ୍ସବରେ ଦର୍ଶକମାନଙ୍କୁ ଭାଗନେବାକୁ ଅନୁମତି ଦିଆଯିବନି। ଶନିବାରଠାରୁ ଏହି ପ୍ରତିକାର ବ୍ୟବସ୍ଥା ଗ୍ରହଣ…
ଭୁବନେଶ୍ୱର, ୭ା୩(ବ୍ୟୁରୋ): ଶହୀଦନଗର ଅଞ୍ଚଳରେ ଶୁକ୍ରବାର ପୂର୍ବାହ୍ନରେ ଏକ ଅଟୋ ହଠାତ ଜଳିଯାଇଛି। ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ି ନ ଥିଲେ ମଧ୍ୟ ଶର୍ଟସର୍କିଟ ଯୋଗୁ ଇଞ୍ଜିନରେ…
ନୂଆଦିଲ୍ଲୀ,୭ା୩(ପି.ଟି.): କରୋନା ସଂକ୍ରମଣ ଭୟରେ ଆନୁଷ୍ଠାନିକ ଭାବେ ହୋଲି ନ ପାଳିବା ପାଇଁ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ (ସିଏପିଏଫ୍) ନିଷ୍ପତ୍ତି ନେଇଛି। ଆଭ୍ୟନ୍ତରୀଣ ସୁରକ୍ଷା ଓ…
ପୁରୀ ଅଫିସ,୭ା୩: ଆଧ୍ୟାତ୍ମିକ ଗୁରୁ ତଥା ଆର୍ଟ ଅଫ୍ ଲିଭିଙ୍ଗ୍ର ପ୍ରତିଷ୍ଠାତା ଶ୍ରୀ ଶ୍ରୀ ରବିଶଙ୍କର ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟାରେ ରବିଶଙ୍କର…
ବ୍ୟାଙ୍କକ୍,୭ା୩: ନୋଭେଲ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ରୋଗୀସଂଖ୍ୟା ଶୁକ୍ରବାର ଲକ୍ଷେ ଟପିଛି। ଏହାକୁ ନେଇ ସାରା ବିଶ୍ୱରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ…
ଭୁବନେଶ୍ୱର, ୭ା୩(ବ୍ୟୁରୋ): ଅନ୍ତର୍ଜାତୀୟ ମହିଳା ଦିବସ ଅବ୍ୟବହିତ ପୂର୍ବରୁ ଶୁକ୍ରବାର ବ୍ରାଇଟ୍ ଓଡ଼ିଆ ଫାଉଣ୍ଡେଶନ ପକ୍ଷରୁ ସୂଚନାଭବନରେ ଓଡ଼ିଶା ୱିମେନ୍ ଏକ୍ସଲେନ୍ସି ଆୱାର୍ଡ ପ୍ରଦାନ କରାଯାଇଛି। ଏଥିରେ…