Home

ହାତ ମିଳାଅନି, ଆଲିଙ୍ଗନ କରନି

ଭୁବନେଶ୍ୱର,୪।୩(ବ୍ୟୁରୋ): କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟାଳୟ ପକ୍ଷରୁ ସମୀକ୍ଷା କରାଯାଇଛି। ଏନେଇ ସୂଚନା ଦେଇ ସ୍ବାସ୍ଥ୍ୟ ସଚିବ କହିଛନ୍ତି, ରାଜ୍ୟରେ କରୋନା ରକ୍ତ…

7 years ago

ମଧୁସୂଦନ ପାଢ଼ୀ ହେଲେ ପରିବହନ ସଚିବ

ଭୁବନେଶ୍ୱର,୪।୩(ବ୍ୟୁରୋ): ବରିଷ୍ଠ ଆଇଏଏସ୍‌ ଅଫିସର ମଧୁସୂଦନ ପାଢ଼ୀଙ୍କୁ ପରିବହନ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଏଥିସହ ତାଙ୍କୁ ଚକବନ୍ଦୀ କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ପୂର୍ବରୁ…

7 years ago

ଏପ୍ରିଲ ୧ରୁ ଶ୍ରୀମନ୍ଦିରରେ ପ୍ଲାଷ୍ଟିକ୍‌ ମନା, ପାନ ଖାଇ ଗଲେ ୫୦୦ ଜରିମାନା

ପୁରୀ ଅଫିସ,୪।୩: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବୁଧବାର ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆସନ୍ତା…

7 years ago

ଚିଟ୍‌ଫଣ୍ଡ ତଦନ୍ତ କମିଶନଙ୍କ ଶୁଣାଣି ବନ୍ଦ ନେଇ ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ: ସୁର

ଭୁବନେଶ୍ୱର,୪।୩(ବ୍ୟୁରୋ): ଚିଟ୍‌ଫଣ୍ଡ ତଦନ୍ତ କମିଶନଙ୍କ ଶୁଣାଣି ବନ୍ଦ ନେଇ ନୋଟିସ ଜାରି କରାଯିବା ପରେ କଂଗ୍ରେସ ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏ ନେଇ ଦଳ…

7 years ago

ବିଜ୍ଞାପନ ଲାଗି ଗୋଟିଏ ଦିନରେ ସଲ୍‌ମାନଙ୍କୁ ମିଳେ…

ଯେକୌଣସି ଉତ୍ପାଦର ବିଜ୍ଞାପନ ପାଇଁ ବଲିଉଡ୍‌ ଷ୍ଟାର୍‌ମାନେ ମୋଟା ଅଙ୍କର ଅର୍ଥ ରୋଜଗାର କରିଥାନ୍ତି। ଏହି ତାଲିକାରେ ଅକ୍ଷୟ କୁମାରଙ୍କ ନାମ ସବୁଠୁ ଆଗରେ ଥିବା ବେଳେ…

7 years ago

କରୋନା ମୁକାବିଲା ଲାଗି ପ୍ରସ୍ତୁତ କି ଭାରତୀୟ ସ୍ବାସ୍ଥ୍ୟ ସେବା: ୧୦,୭୦୦ ଲୋକଙ୍କ ପାଇଁ ଜଣେ ଡାକ୍ତର

ନୂଆଦିଲ୍ଲୀ,୪।୩: ଭାରତରେ କରୋନା ସଂକ୍ରମଣ ନେଇ ସତର୍କତା ଜାରି ହୋଇଛି। ଏପରିସ୍ଥଳେ ଭାରତୀୟ ସ୍ବାସ୍ଥ୍ୟ ସେବା ନେଇ ଆରମ୍ଭ ହୋଇଛି ଚର୍ଚ୍ଚା। ଜାତୀୟ ସ୍ବାସ୍ଥ୍ୟ ପ୍ରୋଫାଇଲ୍‌ ୨୦୧୯…

7 years ago

ଚୋରା ଲୁହାପଥର ବୋଝେଇ ଟ୍ରକ୍‌ ଜବତ

ଯୋଡ଼ା,୪।୩(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ ବେହେରା ହାଟିଂ ନିକଟରେ ଚୋରା ଲୁହାପଥର ବୋଝେଇ କରୁଥିବା ବେଳେ ପୋଲିସ ଚଢାଉ କରି ଏକ ଟ୍ରକକୁ ଜବତ…

7 years ago

କରୋନା ଭାଇରସକୁ ନେଇ ପ୍ରତିକ୍ରିୟା ରଖିଲେ ସ୍ବାସ୍ଥ୍ୟମନ୍ତ୍ରୀ: ଭାରତରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮ ଟପିଲା, ସୁସ୍ଥ ହେଲେଣି ୩

ନୂଆଦିଲ୍ଲୀ,୪।୩: ସାରା ବିଶ୍ୱରେ କାୟା ବିସ୍ତାର କରିଥିବା କରୋନା ଭାଇରସ୍‌ ଏବେ ଭାରତରେ ଆତଙ୍କ ସୃଷ୍ଟି କରିଛି। ଧିରେ ଧିରେ ଭାରତରେ କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା…

7 years ago

୫ ଲକ୍ଷ ୭୦ ହଜାର ବର୍ଷ ପୁରୁଣା ହ୍ରଦର ରହସ୍ୟ ଏବେ ବି ଅଜଣା !

ମୁମ୍ବାଇ,୪।୩: ଭାରତର କେତେକ ସ୍ଥାନରେ ଏଭଳି ରହସ୍ୟ ରହିଛି ଯାହା ଏବେ ବି ବୈଜ୍ଞାନିକଙ୍କୁ ଅଜଣା। ଏପରି ଏକ ହ୍ରଦ ମହାରାଷ୍ଟ୍ରରେ ରହିଛି। ଏହାର ଉତ୍ପତ୍ତି ୫…

7 years ago

ଜାପାନରେ ବନ୍ଦହେଲା ଏକ ସିନେମା ହଲ୍‌, ଶେଷଥର ଲାଗି ଏଠାରେ ପ୍ରଦର୍ଶିତ ହୋଇଥିଲା ଅମୀରଙ୍କ ଏହି ସୁପରହିଟ୍‌ ଫିଲ୍ମ

ମୁମ୍ବାଇ: ଜାପାନର ଓସାକା ସହରରେ ଥିବା ଏକ ସିନେମା ହଲ୍‌ ବନ୍ଦ ହୋଇଯାଇଛି। ୨୯ ଫେବୃୟାରୀରେ ଏନେଇ ଏକ ଟୁଇଟ୍‌ କରାଯାଇଥିଲା। ଏଥିରେ ଲେଖାଥିଲା ‘ଫ୍ୟୁଜ୍‌ ଲାଇନ୍‌…

7 years ago