Home

ବିଜେଡି ନେତାଙ୍କୁ ଦେଖି ମଞ୍ଚରୁ ପଳାଇଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ଲୋଇସିଂହା,୨୮।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସାନଟିକା ଜଳେଶ୍ୱର ପୀଠରେ ଶିବରାତ୍ରି ମେଳା ମହାସମାରୋହରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ହେଲେ ସନ୍ଧ୍ୟାରେ ଉକ୍ତ ପୀଠରେ ଆୟୋଜିତ ଜଳେଶ୍ୱର…

11 months ago

ମାସେ ପର୍ଯ୍ୟନ୍ତ ଚା’-କଫି ପିଇବା ଛାଡ଼ି ଦେଇ ଦେଖନ୍ତୁ, ଜାଣନ୍ତୁ କ’ଣ କୁହନ୍ତି ଏକ୍ସପର୍ଟ…

ଭାରତର ପ୍ରତ୍ୟେକ ଘରେ କିଛି ଲୋକ ଥାଆନ୍ତି, ଯେଉଁମାନେ ଚା’ କିମ୍ବା କଫି ପିଇବାକୁ ପସନ୍ଦ କରନ୍ତି। ବିଶେଷକରି କିଛି ଲୋକ ସକାଳୁ ଉଠିବା ମାତ୍ରେ ଚା’…

11 months ago

ଆଜିଠାରୁ ବଢ଼ିବ ତାତି: ୨ ଦିନରେ ୨ରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୨ (ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ହେଲା ପାଗ ଶୁଖିଲା ରହିଥିବାବେଳେ ଗରମ ଅନୁଭୂତ ହେଉଛି। ଗୁରୁବାର ବୌଦ୍ଧ ଓ ବଲାଙ୍ଗୀରରେ ଦିନ ତାପମାତ୍ରା ସର୍ବାଧିକ ୩୬…

11 months ago

ବିଦ୍ୟୁତ୍‌ ନେଲା ଜୀବନ, ବିଲରେ ଟଳିପଡ଼ିଲେ ଚାଷୀ

ବାଲେଶ୍ୱର,୨୮ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସିଂଲା ଥାନା କୁଣ୍ଡଳୀ ପଞ୍ଚାୟତ ଅନ୍ତର୍ଗତ ଦାଣ୍ଡିପଦାଠାରେ ଶୁକ୍ରବାର ସକାଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ…

11 months ago

ଆମେରିକାରେ ଲ୍ୟାଣ୍ଡ କଲା ୟୁକ୍ରେନ ରାଷ୍ଟ୍ରପତିଙ୍କ ବିମାନ, ଟ୍ରମ୍ପଙ୍କ ସହ ହେବ ବଡ଼ ଡିଲ!

ଓ୍ବାଶିଂଟନ,୨୮।୨: ସିଏନଏନ ରିପୋର୍ଟ ଅନୁଯାୟୀ, ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆମେରିକା ଗସ୍ତରେବାହାରିଛନ୍ତି। ତାଙ୍କର ବିମାନ ଜଏଣ୍ଟ ବେସ ଆଣ୍ଡ୍ରୁଜରେ ଅବତରଣ କରିଛି। ୟୁକ୍ରେନୀୟ ରାଷ୍ଟ୍ରପତି ଶୁକ୍ରବାର…

11 months ago

ଉତ୍ତମ ମହାନ୍ତିଙ୍କ ପରଲୋକରେ ସବୁଠି ଶୋକ: ରାଜନେତାଙ୍କଠାରୁ ଅଭିନେତାଙ୍କ ପର୍ଯ୍ୟନ୍ତ, ଜାଣନ୍ତୁ କିଏ କ’ଣ କହିଲେ

ଭୁବନେଶ୍ବର,୨୮।୨: ଭେଟରାନ ଓଲିଉଡ୍‌ ଅଭିନେତା ଉତ୍ତମ ମହାନ୍ତିଙ୍କ ପରଲୋକ ଘଟିଛି।୬୬ ବର୍ଷୀୟ ଉତ୍ତମ କିଛିଦିନ ହେଲା ଲିଭର ସିରୋସିସ୍‌ ରୋଗରେ ପୀଡ଼ିତ ହୋଇ ହରିୟାଣାର ଗୁରୁଗ୍ରାମସ୍ଥିତ ମେଦାନ୍ତା…

11 months ago

ଇକୋ ରିଟ୍ରିଟର ଶେଷ ଦିନ: ୩ ମାସ ଧରି ଲାଗିରହିଥିଲା ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି, ୨୮।୨ (ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଠାରେ ଗତ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ ଖୋଲାଯାଇଥିବା ଇକୋ ରିଟ୍ରିଟର ଶୁକ୍ରବାର ଶେଷ ଦିନ…

11 months ago

ମନେରହିବେ ମୃତ୍ୟୁଞ୍ଜୟ: ପୂର୍ବତନ ଜିଲା ପରିଷଦ ସଭ୍ୟଙ୍କ ପରଲୋକ

ରାଇକିଆ,୨୮।୨-(ପ୍ରଦୀପ ବେହେରା)- କନ୍ଧମାଳ ଜିଲା ରାଇକିଆ ବ୍ଲକର ୧୮ ନମ୍ବର ଜୋନର ପୂର୍ବତନ ଜିଲା ପରିଷଦ ସଭ୍ୟ ମୃତ୍ୟୁଞ୍ଜୟ ପାତ୍ର (୪୧)ଙ୍କ ର ଅକାଳ ବିୟୋଗ ଘଟିଛି…

11 months ago

ସତ୍ୟନଗରରେ ହେବ ଉତ୍ତମଙ୍କ ଶେଷକୃତ୍ୟ: ଦିଲ୍ଲୀରୁ ଭୁବନେଶ୍ୱର ଆସୁଛି ପାର୍ଥିବ ଶରୀର

ଭୁବନେଶ୍ବର,୨୮।୨: ଆଉ ନାହାନ୍ତି ଓଲିଉଡ୍‌ର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି। ଦିଲ୍ଲୀର ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। ସେ ଲିଭର ସିରୋସିସରେ ପୀଡ଼ିତ…

11 months ago

ପୁଞ୍ଜି ବିନିଯୋଗରେ ୭୦% ମହିଳା ଭାଗୀଦାରି ଲକ୍ଷ୍ୟ:କୃଷି, ଏମ୍‌ଏସ୍‌ଏମ୍‌ଇ, ସ୍ବାସ୍ଥ୍ୟ, ଖାଦ୍ୟ ପ୍ରକ୍ରିୟାକରଣକୁ ଗୁରୁତ୍ୱ

ଦାରିଙ୍ଗିବାଡି, ୨୮/୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗିବାଡି ଇକୋ ରିଟ୍ରିଟରେ ଦୁଇ ଦିନିଆ ପୁଞ୍ଜି ବିନିଯୋଗ କର୍ମଶାଳା ଆରମ୍ଭ ହୋଇଛି। ମୁଖ୍ୟଅତିଥି ଭାବେ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର…

11 months ago