ସାକ୍ଷୀଗୋପାଳ, ୨୩।୧୧(ଡି.ଏନ୍.ଏ.): ସତ୍ୟବାଦୀ ବନବିଦ୍ୟାଳୟ ବିନ୍ଧାଣୀ ପୁଣ୍ୟାତ୍ମା ପଞ୍ଚସଖାଙ୍କ ସ୍ମୃତି ସମାଧି ପୀଠ ଅବହେଳିତ ଅବସ୍ଥାରେ ରହିଛି। ବକୁଳବନ ସନ୍ନିକଟ ପଞ୍ଚସଖା ଖେଳପଡିଆକୁ ଲାଗିରହିଥିବା ଏହି ପୀଠ…
ସାକ୍ଷୀଗୋପାଳ, ୨୩।୧୧(ଡି.ଏନ୍.ଏ.): ସତ୍ୟବାଦୀ ବ୍ଲକ ବୀରରାମଚନ୍ଦ୍ରପୁର ପଞ୍ଚାୟତ ସରପଞ୍ଚ ଉପନିର୍ବାଚନକୁ ଆଉ ୫ ଦିନ ବାକିରହିଲା। ନିର୍ବାଚନ ପ୍ରଚାର ଅପେକ୍ଷା ଭୋଟର ମାନଙ୍କ ନିକଟତର ହେବାକୁ ପ୍ରାର୍ଥୀମାନେ…
ଗୋପ, ୨୩।୧୧(ଡ.ଏନ୍.ଏ.): ପୁରୀ ଜିଲା ଷ୍ଟାଣ୍ଡିଂ କମିଟି ଗୋପ ବ୍ଲକ୍ର କେତେକ ସ୍କୁଲର ଗତ ୧୮ ତାରିଖରେ ଭିିତ୍ତିଭୂମି ଓ ମଧ୍ୟାହ୍ନ ଭୋଜନ ଯାଞ୍ଚ କରୁଥିବାବେଳେ ଗଣେଶ୍ୱରପୁର…
ବେଗୁନିଆପଡ଼ା,୨୩ା୧୧(ଡି.ଏନ.ଏ.): ବେଗୁନିଆପଡ଼ା ବ୍ଲକ କୁମ୍ଭାରଗାଁ ପଞ୍ଚାୟତର ତାଳଗାଁରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ୪ ପରିବାରର ୪ ବଖରା ସମ୍ପୂର୍ଣ୍ଣ ପୋଡ଼ିଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ମୂଲ୍ୟବାନ…
ଜଗନ୍ନାଥପ୍ରସାଦ,୨୩ା୧୧(ଡି.ଏନ.ଏ.): ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ପଟାଧର ଗ୍ରାମରେ ନିଜ ଶ୍ୱଶୁର ଘରେ ବୁଧବାର ରାତିରେ ଟୁଲୁ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ଟୁଲୁଙ୍କ ସ୍ତ୍ରୀ ବିବି…
କଙ୍ଗନା ରଣାଓ୍ବତ୍ ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଅଭିନେତ୍ରୀ ଜୟଲଳିଥାଙ୍କ ବାୟୋପିକ୍ରେ ନଜର ଆସିବେ। ଶନିବାର ଏହାର ପ୍ରଥମ ପୋଷ୍ଟର ରିଲିଜ୍ ହୋଇଛି। ପୋଷ୍ଟର ରିଲିଜ୍ ପରେ…
ବଲିଉଡ୍ର ଅଭିନେତ୍ରୀମାନେ ସଲମାନ ଖାଁଙ୍କ ଫିଲ୍ମରେ ଅଭିନୟ କରିବା ପାଇଁ ଚାହିଁ ରହୁଥିବାବେଳେ ଜଣେ ଅଭିନେତ୍ରୀ ତାଙ୍କର ଦୁଇ ଦୁଇଟି ଫିଲ୍ମ ଅଫର ରିଜେକ୍ଟ କରିସାରିଛନ୍ତି। ସେ…
ସ୍ମାର୍ଟଫୋନ୍ ସମସ୍ତ ବର୍ଗଙ୍କ ପାଇଁ ଯେପରି ଅତ୍ୟାବଶ୍ୟକ ପାଲଟିଯାଇଛି। ଏଥିରୁ ବାଦ୍ ବି ପଡୁନାହାନ୍ତି କୁନିକୁନି ପିଲା। ଅଧିକାଂଶ ସମୟ ସେମାନେ ଟିଭି କିମ୍ବା ଫୋନ୍ରେ ବିତାଉଛନ୍ତି।…
* ବିଶ୍ୱ ସୁନ୍ଦରୀ ପ୍ରିୟଙ୍କା ଚୋପ୍ରା ନିଜ ହାତରେ ଟାଟୁ ବନେଇ ଲେଖିଛନ୍ତି ‘ଡାଡିସ୍ ଲିଲ୍ ଗର୍ଲ’। ନିଜ ବାପାଙ୍କ ଉଦ୍ଦେଶ୍ୟରେ ସେ ଏହି ଟାଟୁ ବନେଇଛନ୍ତି।…
ଦାରିଙ୍ଗବାଡ଼ି,୨୩।୧୧(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କଡ଼ମ୍ବା ଛକରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦୁଇ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି।…