ବାସୁଦେବପୁର,୩୦।୧(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଲବଗାସ୍ଥିତ ଝାଡ଼େଶ୍ୱର ମହାଦେବଙ୍କ ପୋଖରୀ ଗାର୍ଡଓ୍ବାଲ ଭୁଶୁଡ଼ି ପଡ଼ିଛି। ଏହି ପୋଖରୀରେ ଗତ କିଛିମାସ ତଳେ ନିର୍ମାଣ ହୋଇଥିବା ଗାର୍ଡଓ୍ବାଲ ହଠାତ୍…
ଲିସବନ୍,୩୦।୧: ଇନ୍ଷ୍ଟାଗ୍ରାମ୍ରେ ପର୍ତ୍ତୁଗାଲର ଫୁଟବଲ ତାରକା କ୍ରିଷ୍ଟିୟାନୋ ରୋନାଲ୍ଡୋଙ୍କ ଫଲୋଅର୍ସ ସଂଖ୍ୟା ୨୦ କୋଟି ଟପିଛି। ଏଭଳି ଉପଲବ୍ଧି ହାସଲ କରିଥିବା ସେ ପ୍ରଥମ ବ୍ୟକ୍ତି ବୋଲି…
ଫୁଲବାଣୀ ଅଫିସ, ୩୦ା୧-କନ୍ଧମାଳ ଜିଲା କଂଗ୍ରେସ ପକ୍ଷରୁ ଫୁଲବାଣୀରେ ଗୁରୁବାର ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ ପାଳିତ ହୋଇଯାଇଛି । ପ୍ରଥମେ ଗାନ୍ଧି ଛକରେ ଥିବା ଗାନ୍ଧୀଙ୍କ…
ଭଞ୍ଜନଗର,୩୦।୧(ଡି.ଏନ.ଏ.)-କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଜଣେ ବିଶ୍ୱ ପ୍ରସିଦ୍ଧ କବି। ତାଙ୍କ ସମ୍ପର୍କରେ ଯେଉଁଭଳି ପ୍ରଚାର ଓ ପ୍ରସାର ହେବା କଥା ତାହା ଆଜି ପର୍ଯ୍ୟନ୍ତ ହୋଇପାରିନାହିଁ ।…
ହଓ୍ବାଇ,୩୦।୧: ସୂର୍ଯ୍ୟର ସ୍ପଷ୍ଟ ଫଟୋକୁ ଆମେରିକା ଜାରି କରିଛି। ଏହାକୁ ହାଓ୍ବାଇର ନ୍ୟାସନାଲ୍ ସାଇନ୍ସ୍ ଫାଉଣ୍ଡେଶନ ପକ୍ଷରୁ ଡେନିୟଲ କେ ଇନୋୟ ଟେଲିସ୍କୋପ୍ ଦ୍ୱାରା ଉତ୍ତୋଳନ କରାଯାଇଛି।…
ନୂଆଦିଲ୍ଲୀ,୩୦।୧: ଜାମିଆ ଗୁଳିକାଣ୍ଡ ଭଳି ଘଟଣାକୁ କେବେ ବି ସହ୍ୟ କରାଯିବନି। ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ କହିଛନ୍ତି।…
ଶୀତଦିନେ ଅନେକ ଲୋକ ଡ୍ରାଏଫ୍ରୁଟ୍ସକୁ ଖାଦ୍ୟପେୟରେ ସାମିଲ କରିଥାଆନ୍ତି। ସେଥିମଧ୍ୟରୁ ଅଲମଣ୍ଡ (ବାଦାମ) ଅନ୍ୟତମ। ଏହା ଉପାଦେୟ ପୋଷକ ତତ୍ତ୍ୱରେ ଭରପୂର। ବିଶେଷକରି ତ୍ୱଚା ଓ କେଶ…
ନୂଆଦିଲ୍ଲୀ/ଇସଲାମାବାଦ୍,୩୦।୧: ପାକିସ୍ତାନରେ ବାସ କରୁଥିବା ହିନ୍ଦୁମାନେ ଗଙ୍ଗାରେ ଅସ୍ଥି ବିସର୍ଜନ ଲାଗି ଭାରତ ସରକାରଙ୍କ ଭିଜା ନୀତିକୁ କୋହଳ କରିବାକୁ ଦାବି କରିଛନ୍ତି। ଭାରତ ସରକାର ପାକିସ୍ତାନୀ…
ମୁମ୍ବାଇ: ଦର୍ଶକଙ୍କ ଭରପୂର ମନୋରଞ୍ଜନ କରୁଛି ବରୁଣ ଧାଓ୍ବନ-ଶ୍ରଦ୍ଧା କପୁର ଅଭିନୀତ ‘ଷ୍ଟ୍ରିଟ୍ ଡ୍ୟାନ୍ସର ଥ୍ରୀଡି’। ଛ’ ଦିନ ରିଲିଜ୍ ପରେ ଫିଲ୍ମ ୫୦ କୋଟି କ୍ଲବ୍ରେ…
କାନପୁର,୩୦।୧: ଉତ୍ତରପ୍ରଦେଶ ଭାଜପାରେ ଫାଟ ସୃଷ୍ଟି ହୋଇଛି। ଏମ୍ପି ସତ୍ୟଦେବ ପଚୌରି ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ କ୍ୟାବିନେଟ୍ ମନ୍ତ୍ରୀ ସତିଶ ମହାନାଙ୍କ ମଧ୍ୟରେ ଲାଗି ରହିଥିବା…