ଶ୍ରୀନଗର,୨୨ା୨(ପି.ଟି.): କଶ୍ମୀରରେ ଏବେ ବି ଆଙ୍କବାଦୀମାନେ ସକ୍ରିୟ ଅଛନ୍ତି। ତାଲିକାଭୁକ୍ତ ଆତଙ୍କବାଦୀଙ୍କ ସଂଖ୍ୟା କମି ୨୫୦ରେ ପହଞ୍ଚିଛି। ୨୦୨୦ରେ ଅର୍ଥାତ ଗତ ୨ ମାସ ମଧ୍ୟରେ ସୁରକ୍ଷାକର୍ମୀଙ୍କ…
ଶ୍ରୀନଗର, ୨୨ା୨(ପି.ଟି.): ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲାରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୨ ଲଶ୍କର-ଇ-ତୋଇବା ଆତଙ୍କବାଦୀ ନିହତ ହୋଇଛନ୍ତି। ମୃତ ଆତଙ୍କବାଦୀ ଦ୍ୱୟ ହେଲେ କୁଲଗାମ୍ ନିବାସୀ ନଭିଦ୍ ଅହମଦ…
କଟକ,୨୨।୨(ସ୍ପୋଟର୍ସ ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ପ୍ରଥମ ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଉଦ୍ଘାଟନ କରିଛନ୍ତି। ସ୍ଥାନୀୟ ଜବାହରଲାଲ ନେହରୁ ଇନ୍ଡୋର ଷ୍ଟାଡିୟମରେ ଆୟୋଜିତ ଏକ…
ତୁଳସୀ ରସରେ ବହୁ ଔଷଧୀୟ ଗୁଣ ରହିଛି। ନିୟମିତ ତୁଳସୀ ପତ୍ର ଚୋବାଇ ଖାଇଲେ ଶରୀର ରୋଗ ପ୍ରତିରୋଧକ ଶକ୍ତି ବଢ଼ିବା ସହ ଥଣ୍ଡାକାଶରୁ ମଧ୍ୟ ମୁକ୍ତି…
ଦାରିଙ୍ଗବାଡ଼ି,୨୨।୨(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ପୁଇଗୁଡ଼ା ଘାଟିରେ ଶନିବାର ଅପରାହ୍ନରେ ଏକ ଅଟୋ ଓଲଟି ୮ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ…
କୋଲକାତା,୨୨ା୨ (ପି.ଟି.): ପୂର୍ବତନ ଭାରତୀୟ ଫୁଟ୍ବଲର ଅଶୋକ ଚାଟାର୍ଜୀଙ୍କ ପରାଲୋକ ହୋଇଯାଇଛି। ତାଙ୍କୁ ୭୮ବର୍ଷ ହୋଇଥିଲା। ୧୯୬୫ ଏବଂ ୧୯୬୬ରେ ମର୍ଡେକା କପ୍ ଜିତିଥିବା ଭାରତୀୟ ଫୁଟ୍ବଲ…
କରାଚୀ,୨୨ା୨ (ପି.ଟି.): ଡାରେନ ସାମିଙ୍କୁ ସମ୍ମାନ ସୂଚକ ନାଗରିକତ୍ୱ ପ୍ରଦାନ କରିବା ଲାଗି ପାକିସ୍ତାନ ସରକାର ନିଷ୍ପତ୍ତି ନେଇଛନ୍ତି। ସାମିଙ୍କ ଯୋଗୁ ପାକିସ୍ତାନକୁ ଅନ୍ତର୍ଜାତୀୟ କ୍ରିକେଟ ପ୍ରତ୍ୟାବର୍ତ୍ତନ…
ଭଦ୍ରକ ଅଫିସ, ୨୨।୨: କଂଗ୍ରେସର ୩ ଜଣିଆ ଶୃଙ୍ଖଳା କମିଟି ଶନିବାର ଭଦ୍ରକ ଗସ୍ତ କରି ଗତ ୧୯ ତାରିଖରେ ଦଳର ଦୁଇଗୋଷ୍ଠୀ ବିବାଦ ଘଟଣାର ତଦନ୍ତ…
ନୂଆଦିଲ୍ଲୀ, ୨୨ା୨(ପି.ଟି.): ଚାଇନାରେ କରୋନା ଭାଇରସ୍ ଆତଙ୍କ ସୃଷ୍ଟି କରିଥିବା ବେଳେ ପଡ଼ୋଶୀ ଭାରତ ଏନେଇ ସତର୍କ ରହିଛି। କରୋନା ସଂକ୍ରମଣ ରୋକିବା ଲାଗି ଭାରତ ଏକାଧିକ…
ଉହାନ,୨୨ା୨:ଚାଇନାରେ କରୋନା ଭାଇରସ୍ ଗୋଟାଏ ପରେ ଗୋଟାଏ ମୁଣ୍ଡ ଗଡ଼ାଇ ଚାଲିଥିବା ବେଳେ ପରିସ୍ଥିତି ଅଣାୟତ ହୋଇପଡ଼ିଛି। ଏବେସୁଦ୍ଧା ଚାଇନାରେ କରୋନା ମୃତ୍ୟୁସଂଖ୍ୟା ୨,୩୪୫ରେ ପହଞ୍ଚିଥିବାବେଳେ ପ୍ରାୟ…