ପଦ୍ମପୁର,୨୧।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଲକ୍ଷ୍ମୀଦାସପୁର ପଞ୍ଚାୟତ ଶ୍ରୀବତ୍ସପୁର ଗ୍ରାମର କାର୍ତ୍ତିକ ଚନ୍ଦ୍ର ନାୟକଙ୍କ ଘରେ ଶନିବାର ଅପରାହ୍ନରେ ଗ୍ୟାସ୍ ଟାଙ୍କି ଫାଟି ଅଗ୍ନିକାଣ୍ଡ…
ଜାପାନ: ବିଶ୍ୱରେ ଏମିତି କିଛି ସ୍ଥାନ ଅଛି, ଯାହା କିଛି ନା କିଛି କାରଣ ପାଇଁ ବେଶ୍ ପ୍ରସିଦ୍ଧ। ସେହିପରି ଏକ ସ୍ଥାନ ରହିଛି ଜାପାନରେ। ଏହା…
ନୂଆଦିଲ୍ଲୀ,୨୧।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ କରାଯାଇଥିବା ବେଳେ ଶନିବାର ଏହାକୁ ନେଇ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି…
ମୁମ୍ବାଇ,୨୧।୧୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଶନିବାର ବିଧାନସଭାରେ କୃଷକଙ୍କ ଋଣଛାଡ ପାଇଁ ଘୋଷଣା କରିଛନ୍ତି। ଏଥିରେ ୨ଲକ୍ଷ ପର୍ଯ୍ୟନ୍ତ ଟଙ୍କା ଋଣ ଛାଡ କରାଯିବ। ଏଥିପାଇଁ…
ଦିଗପହଣ୍ଡି,୨୧।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକେଇ ଗାଁର ଟୁନା ପ୍ରଧାନଙ୍କୁ ହତ୍ୟା ଉଦ୍ୟମ ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ଘଟଣାର ୪ ମାସ ପରେ ଶନିବାର ଅପରାହ୍ନରେ…
କେନ୍ଦୁଝର,୨୧।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଜାମଜୋଡି ପଞ୍ଚାୟତ ଅନ୍ତର୍ଗତ ମାନପୁର ଗ୍ରାମର ଏକ କୂଅରୁ ଶନିବାର ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃ୍ତକ ଜଣକ…
ସୁନ୍ଦରଗଡ଼,୨୧।୧୨(ଡି.ଏନ୍.ଏ.) : ପଶ୍ଚିମ ଓଡ଼ିଶାର ସମ୍ବଲପୁରଠାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ସୁନ୍ଦରଗଡ଼ ଜିଲା ଓକିଲ ସଂଘ ପକ୍ଷରୁ ଶନିବାର ପିକେଟିଂ କରାଯାଇ ସମସ୍ତ କାର୍ଯ୍ୟାଳୟ ବନ୍ଦ…
ରାୟଗଡ଼ା ଅଫିସ,୨୧।୧୨: ରାୟଗଡ଼ା ଜିଲାରେ ପୁଣି ଜନନୀ ଯନ୍ତ୍ରଣା ଦେଖିବାକୁ ମିଳିଛି। ଗ୍ରାମରେ ରାସ୍ତା ନ ଥିବାରୁ ଜଣେ ଗର୍ଭବତୀଙ୍କୁ ଶନିବାର ଚଲାଇ ଚଲାଇ ୩ କିଲୋମିଟର…
ରାୟଗଡ଼ା ଅଫିସ,୨୧।୧୨: ରାୟଗଡ଼ାର ସାଇପ୍ରିୟା ନଗରରେ ଥବା ଅନ୍ବେଷା ଛାତ୍ରୀଛାତ୍ର ହଷ୍ଟେଲରେ ଶର୍ଟସର୍କିଟ୍ରୁ ନିଆଁ ଲାଗିଯାଇଛି। ଉକ୍ତ ହଷ୍ଟେଲର ଏକ ଗୋଦାମ ଘରେ ଥିବା ଗଦି, ପିଲାଙ୍କ…
ଦିଗପହଣ୍ଡି,୨୧।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅଞ୍ଚଳର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ଛାତ୍ରୀଙ୍କ ମାଆ ଏନେଇ କେ. ନୂଆଗାଁ ଥାନାରେ…