Home

ସ୍ମରଣଶକ୍ତି ପ୍ରଖରକରେ ନ୍ୟୁରୋନ୍‌

ସ୍ମରଣଶକ୍ତି ସନ୍ତୁଳିତ ଥିତ୍ଲେ ଆମେ ସବୁ କଥା ମନେରଖିିତ୍ପାରୁ। ଏଥିତ୍ରେ ଅସନ୍ତୁଳନ ପରିଲକ୍ଷିତ ହେଲେ ଆମେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥାଉ। ତେବେ ଏହାକୁ ପ୍ରଖର ରଖିିବା…

7 years ago

ଆଜିଠୁ ‘କୃଷି ଓଡ଼ିଶା-୨୦୨୦’

ଭୁବନେଶ୍ୱର,୨୦।୧(ବ୍ୟୁରୋ): କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଆଜିଠାରୁ ଜନତା ମଇଦାନରେ ଆରମ୍ଭ ହେବ ରାଜ୍ୟସ୍ତରୀୟ କୃଷି ମହୋତ୍ସବ ‘କୃଷି ଓଡ଼ିଶା-୨୦୨୦’। ଦେଶ, ବିଦେଶରେ କୃଷି…

7 years ago

୨ଟି ମାଛ ବିକି ଲକ୍ଷପତି ପାଲଟିଲେ ପାକିସ୍ତାନୀ ଧୀବର

ଇସଲାମାବାଦ୍‌,୨୦।୧: ଜଣେ ପାକିସ୍ତାନୀ ଧୀବର ୨ ଟି ମାଛ ବିକି ରାତାରାତି ଲକ୍ଷପତି ପାଲଟି ଯାଇଛନ୍ତି। କରାଚୀରେ ବାସ କରୁଥିବା ଏହି ଧୀବର ଜଣକ ଆରବ ସାଗରରେ…

7 years ago

ଖାଲି ପଡ଼ିଥିବା ଓଇଏସ୍‌ ପଦବୀ ତୁରନ୍ତ ପୂରଣ ଦାବି

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଅଧିକାଂଶ ବ୍ଲକ୍‌ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ବହୁ ପଦବୀ ଖାଲି ପଡ଼ିଛି। ଖାଲି ପଡ଼ିଥିବା ବିଇଓ, ଏବିଇଓ, ବିଆର୍‌ସିସି ପଦବୀ ପୂରଣ କରାଯାଉ ନ ଥିବାରୁ ଶିକ୍ଷା…

7 years ago

ତବଲା, ପଖଜରେ ଚଳୁଛି ୫ ଜୀବନ

ଗୋପ,୨୦।୧(ଡ଼ି.ଏନ୍‌.ଏ): ଆସ୍ତେ ଆସ୍ତେ ଗ୍ରାମାଞ୍ଚଳର ଲୋକମାନେ ଆଧୁନିକତାର ଛାପକୁ ଅଧିକ ପସନ୍ଦ କରୁଥିବାବେଳେ ଏହି ଆଧୁନିକତାରେ ହଜିଯାଉଛି ମୃଦଙ୍ଗ, ତବଲା ଓ ପଖଜର ବାଦନ। କିନ୍ତୁ ନିଜର…

7 years ago

ଦିଲ୍ଲୀ ପରିବହନ ବିଭାଗ କାର୍ଯ୍ୟାଳୟରେ ଲାଗିଲା ନିଆଁ

ନୂଆଦିଲ୍ଲୀ,୨୦।୧: ରାଜଧାନୀ ଦିଲ୍ଲୀର ସିଭିଲ ଲାଇନରେ ଥିବା ପରିବହନ ବିଭାଗ କାର୍ଯ୍ୟାଳୟରେ ସୋମବାର ସକାଳେ ଭୟଙ୍କର ନିଆଁ ଲାଗିଥିବା ଜଣାପଡିଛି। ଏଥିରେ କାର୍ଯ୍ୟାଳୟର ପ୍ରାୟ ସମସ୍ତ ସାମଗ୍ରୀ…

7 years ago

ଛୁଟିଦିନରେ ବି ନେତାଜୀ ସଂଗ୍ରହାଳୟ ଖାଁ ଖାଁ

ପୁରୀ ଅଫିସ,୨୦।୧: ଦୀର୍ଘ ୩ ବର୍ଷ ଧରି ଅଦାଲତି ବିବାଦରେ ଛନ୍ଦି ହେବା ପରେ ଗତବର୍ଷ ଜାନୁୟାରୀ ୧୫ରେ ଲୋକାର୍ପିତ ହୋଇଥିଲା ନେତାଜୀ ସଂଗ୍ରହାଳୟ। ଇତିମଧ୍ୟରେ ସଂଗ୍ରହାଳୟ…

7 years ago

ପିକ୍‌ନିକ୍‌ ବସ୍‌କୁ ଧକ୍କା ଦେଲା ଗୋରୁ ବୋଝେଇ ଟ୍ରକ୍‌: ୭ ଗୁରୁତର

ଜଳେଶ୍ବର,୨୦।୧(ଡି.ଏନ.ଏ): ବାଲେଶ୍ବର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥ ନନ୍ଦିକା ଛକ ନିକଟରେ ଏକ ପିକନିକ୍‌ ବସ୍‌କୁ ଧକ୍କା ଦେଇଛି ଗୋରୁ ବୋଝେଇ…

7 years ago

ସରକାରୀ ଜମି ବିକ୍ରି କରି ଯୁବକ ଗିରଫ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ନିଜକୁ କଟକ ଏସ୍‌ସିବି ମେଡିକାଲର ଡାକ୍ତର କହି କେତେଜଣଙ୍କୁ ସରକାରୀ ଜମି ବିିକ୍ରି କରିଥିଲେ। ସେମାନେ ଠକେଇର ଶିକାର ହୋଇଥିବା ଜାଣିବା ପରେ ଖଣ୍ଡଗିରି ଥାନାରେ…

7 years ago

ଅଷ୍ଟ୍ରେଲିଆର ପରିବେଶ ସ୍ବାଭାବିକ ହେବାକୁ ଲାଗିବ ୧୦୦ ବର୍ଷରୁ ଅଧିକ ସମୟ

ସିଡ୍‌ନୀ,୨୦।୧: ଅଷ୍ଟ୍ରେଲିଆ ଜଙ୍ଗଲରେ ଲାଗିଥିବା ନିଆଁ ଯୋଗୁ ପରିବେଶ ନଷ୍ଟ ହୋଇଯାଇଛି। ପୁଣିଥିରେ ନୂଆ ଜଙ୍ଗଲ ସୃଷ୍ଟି ହୋଇ ସ୍ଥିତି ସ୍ବାଭାବିକ ହେବାକୁ ୧୦୦ ବର୍ଷରୁ ଅଧିକ…

7 years ago