Home

ନୟାଗଡ଼ ଜିଲା ଯୋଗାଣ ଅଧିକାରୀ ନିଲମ୍ବିତ

ନୟାଗଡ଼ ଅଫିସ,୧୫।୧୧:  ନୟାଗଡ଼ ଜିଲା ଯୋଗାଣ ଅଧିକାରୀ ବିକ୍ରମ କୁମାର ମାଝିଙ୍କୁ ରାଜ୍ୟ ଖାଦ୍ୟ କମିଶନର ନିଲମ୍ବିତ କରିଛନ୍ତି। ଏଥିସହ ସହକାରୀ ଜିଲା ଯୋଗାଣ ଅଧିକାରୀ ଶ୍ରୀନିବାସ…

6 years ago

ଅଲିଭ୍‌ ରିଡ୍‌ଲେ ସୁରକ୍ଷା ଚିନ୍ତା: ମେ’୩୧ ପର୍ଯ୍ୟନ୍ତ ମାଛଧରା ଉପରେ କଟକଣା

ଭୁବନେଶ୍ୱର, ୧୫-୧୧(ବ୍ୟୁରୋ):ବିରଳ ଅଲିଭ୍‌ ରିଡ୍‌ଲେ କଇଁଛ ସୁରକ୍ଷା ପାଇଁ ସମୁଦ୍ରରୁ ମାଛଧରା ଉପରେ ସରକାର କଟକଣା ଜାରି କରିଛନ୍ତି। ଉପକୂଳଠାରୁ ସମୁଦ୍ର ଭିତରକୁ ୨୦ କିଲୋମିଟର ପର୍ଯ୍ୟନ୍ତ…

6 years ago

ଠକେଇ ଅଭିଯୋଗରେ ଶିକ୍ଷୟିତ୍ରୀଙ୍କୁ ୬ ମାସ ଜେଲ

ନୟାଗଡ଼ ଅଫିସ,୧୫।୧୧: ନୟାଗଡ଼ ଏସ୍‌ଡିଜେଏମ୍‌ (ଉପଖଣ୍ଡ ନ୍ୟାୟାଧିକାରୀ) ସଦ୍ୟସ୍ନାତା ପତି ୨୨ ଲକ୍ଷ ୬୦ ହଜାର ଟଙ୍କା ଠକେଇ ଅଭିଯୋଗରେ ଜଣେ ଶିକ୍ଷୟିତ୍ରୀଙ୍କୁ ୬ ମାସ କାରାଦଣ୍ଡାଦେଶ…

6 years ago

ବ୍ରାଜିଲ ରାଷ୍ଟ୍ରପତି ହେବେ ସାଧାରଣତନ୍ତ୍ର ଦିବସର ମୁଖ୍ୟ ଅତିଥି

ବ୍ରାସିଲିଆ, ୧୫-୧୧(ପି.ଟି.): ୨୦୨୦ ସାଧାରଣତନ୍ତ୍ର ଦିବସରେ ବ୍ରାଜିଲ ରାଷ୍ଟ୍ରପତି ଜୈର୍‌ ବୋଲ୍‌ସୋନାରୋ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅନୁରୋଧକୁ ସେ ଗ୍ରହଣ କରିଥିବା…

6 years ago

ଡାଇବେଟିସ୍‌ ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳୁ ପିଅନ୍ତୁ ଏଥିରୁ ଅଧାକପ୍‌…

ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ଅନୁଯାୟୀ ସକାଳେ ଖାଲିପେଟରେ ଅଧାକପ୍‌ ଜିରା ପାଣି ପିଇବା ଦ୍ୱାରା ଓଜନ ହ୍ରାସ ପାଇଥାଏ। ପେଟରେ ଅଧିକ ଚର୍ବି ଜମି ଯାଇଥିଲେ ଜିରାପାଣି ପିଇବା…

6 years ago

ମଧୁମେହ ରୋଗୀଙ୍କ ପାଇଁ ଉପକାରୀ ବ୍ରୋକଲି

ବ୍ରୋକଲି ଏକ ଲୋକପ୍ରିୟ ପରିବା ହୋଇ ନ ଥିଲେ ମଧ୍ୟ ଶୀତଦିନେ ଏହା ବହୁଳ ମାତ୍ରାରେ ମିଳିଥାଏ। ବ୍ରୋକଲି ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ।…

6 years ago

ବିରାଟ କୋହଲିଙ୍କ ଶରୀରରେ ଏହିସବୁ ନାଁରେ ରହିଛି ଟାଟୁ

ଆଜିକାଲି ଶରୀରରେ ଟାଟୁ କରିବା ଏକ ଫ୍ୟାଶନ୍‌ରେ ପରିଣତ ହୋଇଗଲାଣି। ଏଥିରେ ସାମିଲ ହୋଇଛନ୍ତି ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି। ସେ ଶରୀରରେ ଅନେକ…

6 years ago

ରାଜ୍ୟରେ ଖୋଲିବ ୬ ନୂଆ କୋର୍ଟ: କଟକରେ ୪, ଭଦ୍ରକରେ ୨ରେ ପହଞ୍ଚିବ କୋର୍ଟ ସଂଖ୍ୟା

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ରାଜ୍ୟରେ ଆଉ ୬ଟି ନୂଆ କୋର୍ଟ ଖୋଲିବ। ହାଇକୋର୍ଟଙ୍କ ସୁପାରିସ ଆଧାରରେ ରାଜ୍ୟ ସରକାର ଚଳିତବର୍ଷଠାରୁ ଏହି କୋର୍ଟ ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଆଇନ…

6 years ago

ଦାଦାବଟି ମାଗିବା ଅଭିଯୋଗରେ ୬ ଗିରଫ: କାର, ବନ୍ଧୁକ, ଗୁଳି ଜବତ

କଟକ ଅଫିସ, ୧୪।୧୧- ଜଗତ୍‌ପୁର ଥାନା ଅଞ୍ଚଳର ଜନୈକ ବ୍ୟକ୍ତିଙ୍କୁ ମାରଣାସ୍ତ୍ର ଦେଖାଇ ଧମକ ଦେବା ଓ ଦାଦାବଟି ମାଗିବା ଅଭିଯୋଗରେ ପୋଲିସ ଏକ ଗ୍ୟାଙ୍ଗର ୬…

6 years ago

ପ୍ରସଙ୍ଗ ଏକ, ବିରୋଧୀ ଦୁଇଫାଳ: ସିବିଆଇ ତଦନ୍ତ ଦାବି ନେଇ ଭାଜପା ସଦସ୍ୟଙ୍କ ହଟ୍ଟଗୋଳ, ଦୁଇଥର ଗୃହ ମୁଲତବୀ

ଭୁବନେଶ୍ୱର, ୧୪।୧୧(ବ୍ୟୁରୋ)- ଇସ୍ୟୁ ଗୋଟିଏ। ମାତ୍ର ବିରୋଧୀ ଦୁଇଫାଳ। ଗତ ଅଧିବେଶନ ଭଳି ଚଳିତ ଅଧିବେଶନରେ ମଧ୍ୟ ମୁଖ୍ୟ ବିରୋଧୀ ଭାଜପା ଓ କଂଗ୍ରେସ ପୃଥକ୍‌ ଢଙ୍ଗରେ…

6 years ago