ଭୁବନେଶ୍ୱର,୧୦।୨(ବ୍ୟୁରୋ): ଶହୀଦନଗର ଥାନାଞ୍ଚଳରେ କେତେଜଣ ମହିଳା ଆତଙ୍କରାଜ ଚଳାଇଛନ୍ତି। ରବିବାର ୩୦ରୁ ଊର୍ଦ୍ଧ୍ୱ ମହିଳା ଜିଏ ପ୍ଲଟ୍ ନଂ.୧୩୩ରେ ରହୁଥିବା ଜଣେ ବ୍ୟକ୍ତିଙ୍କ ଘରେ ପଶି ଭଙ୍ଗାରୁଜା…
ଶିଲଂ,୧୦।୨: ଅସୁବିଧା ନୂଆନୂଆ ଉଦ୍ଭାବନ ପାଇଁ ବାଟ କଢ଼ାଇଥାଏ। ମେଘାଳୟର ଜଣେ ଛାତ୍ରୀ କ୍ଷେତ୍ରରେ ଏହା ସତ୍ୟରେ ପରିଣତ ହୋଇଛି। ୯ବର୍ଷ ବୟସ୍କା ୪ର୍ଥ ଶ୍ରେଣୀ ଛାତ୍ରୀ…
ପୁରୁଣା ଭୁବନେଶ୍ୱର,୧୦।୨(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ସୌନ୍ଦର୍ଯ୍ୟକରଣ ଓ ବିକାଶ ନେଇ ମୁଖ୍ୟମନ୍ତ୍ରୀଙ୍କ ବିରାଟ ଯୋଜନା କାର୍ଯ୍ୟ କରିବାକୁ ସମସ୍ତ ବିଭାଗ ମିଳିତ ଭାବେ କାମ କରୁଛନ୍ତି।…
ନୂଆଦିଲ୍ଲୀ,୧୦।୨: ଚାଇନାରେ କରୋନା ଭାଇରସ ସଂକ୍ରମଣଜନିତ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ମୃତ୍ୟୁସଂଖ୍ୟା ୯୦୦ ଟପିଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ୩୪,୮୦୦କୁ ବୃଦ୍ଧି ପାଇଛି। କରୋନା…
ପୁରୁଣା ଭୁବନେଶ୍ୱର,୧୦।୨(ଡି.ଏନ.ଏ.): ଶ୍ରୀକ୍ଷେତ୍ର ଭଳି ଏକାମ୍ର କ୍ଷେତ୍ରରେ ପର୍ଯ୍ୟଟନର ବିକାଶ ଓ ସୌନ୍ଦର୍ଯ୍ୟକରଣ ନେଇ ମୁଖ୍ୟମନ୍ତ୍ରୀଙ୍କ ଯୋଜନାକୁ ବିଭିନ୍ନ ଅଧିକାରୀ ଏକ ପ୍ରହସନରେ ପରିଣତ କରିଛନ୍ତି। ସରକାରୀ,…
ଲଣ୍ଡନ,୧୦।୨: ବ୍ରିଟିଶ୍ କାଉଣ୍ଟି ଡର୍ବିଶେୟାରର ବୋଲସୋଓ୍ବରରେ ଜଣେ ଶ୍ରମିକ ବିଲ୍ଡିଂ ରଙ୍ଗ ଦେବା ପରେ ପାରିଶ୍ରମିକ ନପାଇ ଏକ ଅଜବ ଉପାୟରେ ମାଲିକ ଉପରେ ପ୍ରତିଶୋଧ ନେଇଛନ୍ତି।…
ଭୁବନେଶ୍ୱର,୧୦।୨(ବ୍ୟୁରୋ)- କୃଷି ବିଭାଗରେ କାର୍ଯ୍ୟରତ ଓଭରସିୟରମାନଙ୍କୁ ସହକାରୀ କୃଷି ଅଧିକାରୀ (ଏଏଓ) ଭାବେ ପଦୋନ୍ନତି ଦିଆଯାଇଛି। ଓଡ଼ିଶା କୃଷି ଓ ଖାଦ୍ୟ ଉତ୍ପାଦନ ସେବା (ନିଯୁକ୍ତି ପଦ୍ଧତି…
ଆଜିକାଲି କ୍ୟାନ୍ସରକୁ କିପରି ସହଜରେ ଚିହ୍ନଟ କରାଯାଇପାରିବ ସେ ନେଇ କ୍ୟାନ୍ସର ବିଶେଷଜ୍ଞମାନେ ଚେଷ୍ଟା ଜାରି ରଖିଛନ୍ତି। ଏକ୍ଷେତ୍ରରେ ଆଉ ପାଦେ ଆଗକୁ ଆଗେଇଛନ୍ତି ଲଣ୍ଡନ ୟୁନିଭର୍ସିଟିର…
ନ୍ୟୁୟର୍କ,୧୦।୨: ପୃଥିବୀର ଦ୍ୱିତୀୟ ଧନୀକ ବିଲ୍ ଗେଟସ୍ ଏକ ସୁପର ୟାଚ୍ କିଣିଛନ୍ତି। ଏହାର ଦାମ ୪୬୧୨କୋଟି ଟଙ୍କା ରହିଛି। ଏହା ତରଳ ହାଇଡ୍ରୋଜେନ୍ ଇନ୍ଧନରେ ଚାଲିବ।…
ପ୍ରତିବର୍ଷ ଫେବୃୟାରୀ ଦ୍ୱିତୀୟ ସୋମବାରରେ ପାଳିତ ହୋଇଥାଏ ‘ଅନ୍ତର୍ଜାତୀୟ ଅପସ୍ମାର (ଏପିଲେପ୍ସି) ଦିବସ’। ସେ ସମ୍ପର୍କିତ ବିଷୟକୁ ନେଇ ଉପସ୍ଥାପନା... ସୁସ୍ଥ ବ୍ୟକ୍ତିମାନଙ୍କ କ୍ଷେତ୍ରରେ ମସ୍ତିଷ୍କର ସ୍ନାୟୁକୋଷଗୁଡ଼ିକ…