Home

ସବୁଠୁ ବଡ଼ ପାଟି: ଗିନିଜ୍‌ ଓ୍ବାଲର୍‌ଡ ରେକଡର୍‌ସରେ ସ୍ଥାନ ପାଇଲେ ଆମେରିକୀୟ ମହିଳା

ୱାଶିଂଟନ୍‌:ଆମେରିକାର ମେରି ପର୍ଲ ଜେଲମର୍‌ ରବିନ୍‌ସନ୍‌ ବିଶ୍ୱର ସବୁଠାରୁ ବଡ଼ ପାଟି ଥିବା ମହିଳା ଭାବେ ରେକର୍ଡ ସୃଷ୍ଟି କରିଛନ୍ତି। ତାଙ୍କର ନାମ ଗିନିଜ୍‌ ୱାଲର୍‌ଡ ରେକଡର୍‌ସ…

12 months ago

ଆସିଗଲା ନୂଆ ଟେକ୍‌ନିକ୍‌: ଏବେ ଭୂମିକମ୍ପ ହେବା ମାତ୍ରେ ପବନରେ ଉଡ଼ିବ ଘର, ରହିବନି ବିପଦ

ନୂଆଦିଲ୍ଲୀ,୧୮।୪: ପ୍ରତିଦିନ ସାରା ବିଶ୍ୱରେ ଏପରି ପ୍ରଯୁକ୍ତିବିଦ୍ୟା ବିକଶିତ ହେଉଛି ଯାହା ଆଶ୍ଚର୍ଯ୍ୟଜନକ। ଜାପାନରେ ସମାନ ପ୍ରକାରର ଏକ ପ୍ରଯୁକ୍ତିବିଦ୍ୟା ବିକଶିତ ହୋଇଛି। ଜାପାନୀ କମ୍ପାନୀ ଏୟାର…

12 months ago

ବାଇକ-ହାଇୱା ମୁହାଁମୁହିଁ ଧକ୍କା: ବାଇକ ଆରୋହୀ ମୃତ

ମୋହନା,୧୮।୪(ମନ୍ମଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା କଂସାମାରି ଗାଁର ରାଜନ ମୋହନ ଦୋରା (୪୮) ଅଡବାରୁ ଏକଟିଭିଏସ ବାଇକ (ଓଡି ୦୭ଡି ୯୨୧୩)ଯୋଗେ କଂସାମାରି ଯିବା…

12 months ago

ଦିଲ୍ଲୀ ବିଧାନସଭା ଆପଣାଇବ ଓଡ଼ିଶା ‘ନେଭା’ ମଡେଲ

ଭୁବନେଶ୍ୱର,୧୮ା୪(ରବିନାରାୟଣ ଜେନା):ଦିଲ୍ଲୀ ବିଧାନସଭା ଆଗାମୀ ଦିନରେ ଓଡ଼ିଶାର ‘ନେଭା’ ମଡେଲ ଆପଣାଇବ। ଜୁଲାଇରେ ହେବାକୁ ଥିବା ମୌସୁମୀ ଅଧିବେଶନ କାଳରେ ଦିଲ୍ଲୀ ବିଧାନସଭାରେ କାଗଜମୁକ୍ତ ଇ-ବିଧାନସଭା ତଥା…

12 months ago

ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ୍‌ ରାସ୍ତା ଜବରଦଖଲ: ଉଚ୍ଛେଦ ପାଇଁ ମାପଚୁପ ଆରମ୍ଭ, ଘର ଖାଲି କରିବାକୁ ନିର୍ଦ୍ଦେଶ

ବରଗଡ,୧୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ଅଭିଯାନ ପୁଣି ଆରମ୍ଭ ହୋଇଛି। ଗୁରୁବାରରୁ ପୁଣି ଏହି ରାସ୍ତାରେ ମାପଚୁପ…

12 months ago

୫୦ କୋଟିରେ କୁକୁର କିଣା: ଘରେ ପଶିଲା ଇଡି

ବେଙ୍ଗାଲୁରୁ,୧୮।୪:ବେଙ୍ଗାଲୁରୁର ଜଣେ ବ୍ୟକ୍ତି ୫୦ କୋଟି ଟଙ୍କାରେ ଆମେରିକାରୁ ଏକ ବିରଳ ପ୍ରଜାତିର ‘ଓ୍ବଲ୍ଫଡଗ୍‌’ କିଣିଥିବା କହିବା ପରେ ଗୁରୁବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଏକ ଟିମ୍‌…

12 months ago

ବିଫଳତାରୁ ଶିଖିଲେ ସଫଳତା ମିଳିବ

ନୂଆପଡ଼ା,୧୮।୪(ମକାରୁ ବେମାଲ)-ନୂଆପଡ଼ା ଆଦର୍ଶ ଆବାସିକ ବିଦ୍ୟାଳୟର ୯ତମ ବାର୍ଷିକ ଉତ୍ସବ ବୁଧବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ନୂଆପଡ଼ା…

12 months ago

ଗାଜା ଉପରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌: ୨୩ ମୃତ

ଗାଜାଷ୍ଟ୍ରିପ୍‌,୧୭।୪:ଗାଜା ଉପରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ ଯୋଗୁ ଗୋଟିଏ ପରିବାରର ୧୦ ଜଣଙ୍କ ସମେତ ୨୩ ଜଣଙ୍କ ମୃତ୍ୟୁ ଘଟିଛି। ବୁଧବାର ରାତିରୁ ଏହି ଆକ୍ରମଣ ଜାରି ରହିଥିଲା।…

12 months ago

ମହାନଦୀ ଉପରେ ଦ୍ବିତୀୟ ସେତୁର ଶିଳାନ୍ୟାସ: ବରଗଡ଼ରୁ ଝାରସୁଗୁଡ଼ାକୁ କରିବ ସଂଯୋଗ

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଳକର ଜରିମୁଲିରୁ ଝାରସୁଗୁଡ଼ା ଜିଲା ଲଖନପୁର ବ୍ଳକ ଅନ୍ତର୍ଗତ ପୁଝାରୀପାଲିକୁ ମହାନଦୀ ଉପରେ ଦ୍ବିତୀୟ ସେତୁର ଶିଳାନ୍ୟାସ କାର୍ଯ୍ୟକ୍ରମ ଗୁରୁବାର…

12 months ago

ନାବାଳିକା ବଳାତ୍କାର ମାମଲା: ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

ବରଗଡ଼,୧୭।୪,(ପ୍ରେମାନନ୍ଦ ଖମାରୀ): ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତ ଉଗ୍ରସେନ ବାରିକ ପ୍ରମାଣ ଅଭାବରୁ ବୁଧବାର ର୍ନିଦ୍ଦୋଷରେ ଖଲାସ ହୋଇଛନ୍ତି ।…

12 months ago