Home

ବଡ଼ରମା ରେଞ୍ଜରେ ମାଈହାତୀର ମୃତ୍ୟୁ

ଜମନକିରା,୮।୨(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ବାମରା ବନ୍ୟପ୍ରାଣୀ ବନାଞ୍ଚଳ ଅନ୍ତର୍ଗତ ବଡ଼ରମା ରେଞ୍ଜ ପଥୁରିଆରେ ଶନିବାର ଏକ ମାଈହାତୀର ମୃତ୍ୟୁ ଘଟିଛି। ବନ ବିଭାଗ ପକ୍ଷରୁ…

7 years ago

ପ୍ରେମ ବିବାହକୁ ନା କରିବାରୁ ମହିଳା ପୋଲିସ ଅଧିକାରୀଙ୍କୁ ଗୁଳିକରି ହତ୍ୟା,ପ୍ରେମିକ ପୋଲିସ ଅଧିକାରୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ, ୮ା୨: ଉତ୍ତର-ପଶ୍ଚିମ ଦିଲ୍ଲୀରେ ଜଣେ ମହିଳା ପୋଲିସ ଅଧିକାରୀଙ୍କୁ ଗୁଳିକରି ହତ୍ୟା କରାଯାଇଛି। ପୋଲିସ ଏସ୍‌ଆଇ ପ୍ରୀତି ଅହଲାଓ୍ବତ୍‌(୨୬) ମେଟ୍ରୋ ଷ୍ଟେଶନର ପୋଲିସ ଏକାଡେମୀରୁ କାମସାରି…

7 years ago

କରୋନା ମୃତ୍ୟୁସଂଖ୍ୟା ୭୨୩କୁ ବୃଦ୍ଧି: ଚାଇନାରେ ୩୪,୮୦୦ ବ୍ୟକ୍ତି ଆକ୍ରାନ୍ତ, ୨୭ ଦେଶର ୩୩୨ ବ୍ୟକ୍ତି ସଂକ୍ରମିତ

ବେଜିଂ, ୮ା୨: ଚାଇନାରେ କରୋନା ଭାଇରସ୍‌ ସଂକ୍ରମଣ ଜନିତ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶନିବାର ସୁଦ୍ଧା ଏହି ମୃତ୍ୟୁସଂଖ୍ୟା ୭୨୩ରେ ପହଞ୍ଚିଥିବାବେଳେ ସଂକ୍ରମଣକାରୀଙ୍କ ସଂଖ୍ୟା ୩୪,…

7 years ago

ନାଟକ ‘ଜାଣି ଅଜଣା’ ମାଧ୍ୟମରେ ସଚେତନତା ବାର୍ତ୍ତା

ରୂପ୍‌ସା, ୮।୨(ଡି.ଏନ.ଏ.): ବାଲେଶ୍ୱର ଜିଲାସ୍ତରୀୟ ଆଶାକର୍ମୀ ଓ ଗାଁ କଲ୍ୟାଣ ସମିତି ସମାବେଶରେ ସଦର ବ୍ଲକ ଅନ୍ତର୍ଗତ ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆନୁକୂଲ୍ୟରେ ଶୁକ୍ରବାର ଏକ ସ୍ବାସ୍ଥ୍ୟ…

7 years ago

ହାତୀ ଘଉଡ଼ାଇବା ବେଳେ ବାଣ ନିଆଁ କାଳ ହେଲା: ଜଳିଗଲା ଘର, ୪ ଗାଈ ଜୀବନ୍ତ ଦଗ୍ଧ

ଜଳେଶ୍ୱର, ୮।୨(ସ୍ବ.ପ୍ର.): ବାଲେଶ୍ୱର ଜିଲାର ରାଇବଣିଆ ଅଞ୍ଚଳରେ ହାତୀ ଉପଦ୍ରବ ବୃଦ୍ଧି ପାଇବାରେ ଲାଗିଛି। ବାଣରେ ନିଆଁ ଲଗାଇ ହାତୀ ଘଉଡ଼ାଇବା ପାଇଁ ଉଦ୍ୟମ କରାଯାଉଥିବା ବେଳେ…

7 years ago

କରୋନା ଭୟ: ବିଦେଶରୁ ଫେରିଥିବା ୧୩ବ୍ୟକ୍ତିଙ୍କ ଡାକ୍ତରୀ ପରୀକ୍ଷା

ଭୋଗରାଇ, ୮।୨(ଡି.ଏନ.ଏ.): କରୋନା ଭାଇରାସ କାୟାବିସ୍ତାର କରି ଚାଲିଥିବା ବେଳେ ବିଦେଶରୁ ଫେରିଥିବା ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳର ୧୩ଜଣ ବ୍ୟକ୍ତିଙ୍କୁ ବିଭିନ୍ନ ବିମାନବନ୍ଦରରେ ଡାକ୍ତରୀ ପରୀକ୍ଷା…

7 years ago

ଅଦିନିଆ ବର୍ଷା : ବ୍ୟାପକ ଫସଲ କ୍ଷୟକ୍ଷତି

ସିଂହପୁର,୮।୨(ଡି.ଏନ୍‌.ଏ.) : ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ସିଂହପୁର ଅଞ୍ଚଳରେ ଅଦିନିଆ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତିନିଦିନ ହେଲା ଝିପିଝିପି ବର୍ଷା ଲାଗି ରହିଛି।…

7 years ago

ଆବାସ ନିର୍ମାଣ କାର୍ଯ୍ୟ ତଦାରଖ

ଭଣ୍ଡାରିପୋଖରୀ,୮।୨(ଡି.ଏନ.ଏ.): ଭଦ୍ରକ ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାଶ, ଭଣ୍ଡାରିପୋଖରୀ ବିଡିଓ ବନମାଳି ତରାଇ ଓ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ ମିଶ୍ର ଶନିବାର ଭଣ୍ଡାରିପୋଖରୀ…

7 years ago

କନ୍ୟାଙ୍କ ଶାଢ଼ି ପସନ୍ଦ ନ ଆସିବାରୁ ବେଦୀରୁ ଉଠି ଚାଲିଗଲେ ବର

ବେଙ୍ଗାଲୁରୁ : ବିବାହ ସମୟରେ କନ୍ୟାପକ୍ଷ ଯାନିଯୌତୁକ ଦେଇ ନ ପାରିଲେ ବେଦୀରୁ ବର ଉଠି ଚାଲିଯିବା ଖବର ଶୁଣିଥିବେ। ମାତ୍ର କନ୍ୟାଙ୍କ ଶାଢ଼ି ପସନ୍ଦ ହେଲା…

7 years ago

ରୋଜ୍‌ ଡେ’ରେ ଟପ୍‌ଲେସ୍‌ ହେଲେ ଅଧ୍ୟୟନଙ୍କ ପ୍ରେମିକା, ଭାଇରାଲ ହେଉଛି ଫଟୋ

ବମ୍ବେ: ଚର୍ଚ୍ଚାରେ ଶେଖର ସୁମନଙ୍କ ପୁଅ ଅଧ୍ୟୟନଙ୍କ ପ୍ରେମିକା ମାୟରା ମିଶ୍ରା। ଭ୍ୟାଲେଣ୍ଟାଇନ୍‌ ସପ୍ତାହର ପ୍ରାରମ୍ଭ ରୋଜ୍‌ ଡେ’କୁ ନେଇ ଏକ ପୋଷ୍ଟ ଏହାର କାରଣ। ନିଜର…

7 years ago