Home

ପୁଣି ତେଜିଲା ଆନ୍ଦୋଳନ, ଜିଲାପାଳ ଅଫିସ ଆଗରେ ଧାରଣା ଦେଲେ ଚାଷୀ

ବରଗଡ ଅଫିସ୍‌, ୫।୧୨:ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ଦେଖାଯାଇଥିବା ଅଚଳାବସ୍ଥା ନେଇ ପୁଣି ଚାଷୀ ଆନ୍ଦୋଳନ ତେଜି ଉଠିଛି। ଜିଲାର ଭେଡେନ ବ୍ଲକ ଅନ୍ତର୍ଗତ ରେଶମ ଅଞ୍ଚଳର…

7 years ago

ଲଘୁ ଖଣିଜ ଚୋରି ରୋକିବାକୁ ଆସିବ ନୂଆ ନିୟମ

ଭୁବନେଶ୍ୱର,୫ା୧୨ (ବ୍ୟୁରୋ): କେବଳ ବଡ଼ ବଡ଼ ଖଣି ନୁହେଁ, ଲଘୁ ଖଣିଜ ପଦାର୍ଥ ଚୋରି ମଧ୍ୟ ରାଜ୍ୟରେ ଅତିମାତ୍ରାରେ ବୃଦ୍ଧି ପାଉଛି। ଏହାକୁ ନେଇ ଅନେକ ସମୟରେ…

7 years ago

ବାହାରୁ ଔଷଧ ଲେଖି ଶିଶୁରୋଗ ବିଶେଷଜ୍ଞ ନିଲମ୍ବିତ

ଭୁବନେଶ୍ୱର, ୫ା୧୨(ବ୍ୟୁରୋ)/ ବଲାଙ୍ଗୀର ଅଫିସ/ପାଟଣାଗଡ, (ଡି.ଏନ୍‌.ଏ.): ଶିଶୁରୋଗୀଙ୍କ ପାଇଁ ବାହାରୁ ଔଷଧ ଲେଖିବା ଶିଶୁରୋଗ ବିଶେଷଜ୍ଞଙ୍କୁ ମହଙ୍ଗା ପଡ଼ିଛି। ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡ ଚିକିତ୍ସାଳୟର ଶିଶୁରୋଗ…

7 years ago

ପ୍ରଥମ ଗେଟ୍‌ ବନ୍ଦ, ଦୁଇ ନମ୍ବର ଗେଟ୍‌ରେ ପ୍ରବେଶ କଲେ ରାଜ୍ୟପାଳ

କୋଲକତା,୫।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ରାଜ୍ୟପାଳ ଜଗଦିପ ଧନକରଙ୍କ ମଧ୍ୟରେ ଲାଗି ରହିଥିବା ବିବାଦ ଏବେ ପୁଣିଥରେ ଦେଖିବାକୁ ମିଳିଛି। ଗୁରୁବାର ରାଜ୍ୟପାଳ ବିଧାନସଭାରେ…

7 years ago

ଏସ୍‌ସିବି ଅଧୀକ୍ଷକଙ୍କ ଷ୍ଟେନୋ କୋଟିପତି: ଠାବହେଲା ୧ କୋଟି ୩ ଲକ୍ଷ ୬୪ ହଜାର ୮୮୦ ଟଙ୍କାର ସମ୍ପତ୍ତି

କଟକ ଅଫିସ, ୫ା୧୨: ଏସ୍‌ସିବି ମେଡିକାଲ ଅଧୀକ୍ଷକଙ୍କ ଷ୍ଟେନୋ ପ୍ରମୋଦ କୁମାର ବସନ୍ତରାଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। କଟକ ସ୍ବତନ୍ତ୍ର ଭିଜିଲାନ୍ସ…

7 years ago

ଦିଲ୍ଲୀରୁ ୧.୨ କୋଟି ଟଙ୍କାର ସିଗାରେଟ୍‌ ଜବତ: ଚୋରି ଉପକରଣ ରଖି ୨ ଜଣ ଜେଲ ଗଲେ

ଖୋର୍ଦ୍ଧା ଅଫିସ/ଟାଙ୍ଗୀ,୫ା୧୨(ଡି.ଏନ୍‌.ଏ.): ଖୋର୍ଦ୍ଧା ପୋଲିସ ଜିଲା ଟାଙ୍ଗୀ ଥାନା ଉଗ୍ରତାର ଛକଠାରୁ ଲୁଟ୍‌ ହୋଇଥିବା ୧.୨ କୋଟି ଟଙ୍କାର ସିଗାରେଟ୍‌ ଦିଲ୍ଲୀରୁ ଜବତ ହୋଇଛି। ତେବେ ଦୁର୍ବୃତ୍ତମାନେ…

7 years ago

ଅର୍ଥମନ୍ତ୍ରୀ କ’ଣ ଆଭୋକାଡୋ ଖାଉଛନ୍ତି: ଚିଦାମ୍ବରମ

ନୂଆଦିଲ୍ଲୀ,୫।୧୨: ଜାମିନ ମିଳିବାର ଗୋଟିଏ ଦିନ ପରେ ସଂସଦରେ ଉପସ୍ଥିତ ହୋଇଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ। ଏବେ ପିଆଜ ଦରବୃଦ୍ଧିକୁ…

7 years ago

ଡାଟା ସୁରକ୍ଷା ବିଲ୍‌କୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ, ୫ା୧୨: ବହୁ ପ୍ରତୀକ୍ଷିତ ଡାଟା ସୁରକ୍ଷା ବିଲ୍‌କୁ କେନ୍ଦ୍ର କ୍ୟାବିନେଟ ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ଚଳିତ ଶୀତ ଅଧିବେଶନରେ ଏହାକୁ ପାର୍ଲାମେଣ୍ଟରେ ଉପସ୍ଥାପନ କରାଯିବ।…

7 years ago

ଖରିଫ୍‌ ଋତୁ ଧାନ ସଂଗ୍ରହ ୨୦୧୯-୨୦: ୧୩୦୦ରୁ ଅଧିକ ଚାଷୀଙ୍କ ସହ ଫୋନ୍‌ ଯୋଗେ କଥାବାର୍ତ୍ତା

ଭୁବନେଶ୍ୱର,୫ା୧୨(ବ୍ୟୁରୋ): ଧାନ ସଂଗ୍ରହ କିପରି ଚାଲୁଛି, ସେ ସମ୍ପର୍କରେ ପ୍ରତ୍ୟକ୍ଷ ଖବର ନେବା ପାଇଁ ଏଯାବତ୍‌ ୧୩୦୦ରୁ ଅଧିକ ଚାଷୀଙ୍କ ସହ କଲ୍‌ସେଣ୍ଟର ଜରିଆରେ କଥାବାର୍ତ୍ତା କରାଯାଇଥିବା…

7 years ago

୩୧,୧୮୮ ଚାଷୀ ୨୧,୧୯,୫୦୧ କୁଇଣ୍ଟାଲ ଧାନ ବିକିଲେ

ଭୁବନେଶ୍ୱର, ୫ା୧୨(ବ୍ୟୁରୋ): ୨୦୧୯-୨୦ ଖରିଫ୍‌ ଧାନ ସଂଗ୍ରହ ବର୍ଷର ମଙ୍ଗଳବାର ସୁଦ୍ଧା ୩୧ ହଜାର ୧୮୮ ଜଣ ଚାଷୀ ମୋଟ ୨୧ ଲକ୍ଷ ୧୯ ହଜାର ୫୦୧…

7 years ago