Home

ସନ୍ୟାସୀ ହେବେ ବିନୋଦଙ୍କ ପୁଅ

ମୁମ୍ବାଇ: ୭୦ଦଶକର ସୁପରଷ୍ଟାର ବିନୋଦ ଖାନ୍ନା ଏବେ ବି ଲୋକଙ୍କ ହୃଦୟରେ ରହିଛନ୍ତି। ଏହି ଆଗଧାଡିର ଅଭିନେତା ଯେତେବେଳେ ନିଜ କ୍ୟାରିୟରର ସବୁଠୁ ଶୀର୍ଷରେ ରହିଥିଲେ ସେହି…

6 years ago

ପାକିସ୍ତାନରେ ବ୍ରିଟେନ୍‌ର ୧୭୮ ଜଣିଆ ଶିଖ୍‌ ପ୍ରତିନିଧି ଦଳ

ଇସଲାମାବାଦ୍‌,୪।୧୧: ଗୁରୁ ନାନକ ଦେବଙ୍କ ୫୫୦ତମ ଜନ୍ମ ବାର୍ଷିକୀ ଅବସରରେ ପାକିସ୍ତାନରେ ବ୍ରିଟେନ୍‌ରୁ ୧୭୮ ଜଣିଆ ପ୍ରତିନିଧି ଦଳ ଆସି ପହଞ୍ଚିଛନ୍ତି। ସେମାନେ ଶେଖୁପୁରା ସ୍ଥିତ ଗୁରୁଦ୍ୱାରା…

6 years ago

ନଦୀରେ ଭାସିଯାଇ ନାବାଳକଙ୍କ ମୃତ୍ୟୁ

ଭୁବନେଶ୍ୱର,୪ା୧୧(ବ୍ୟୁରୋ) : ମଞ୍ଚେଶ୍ୱର ଥାନା ଅଧୀନ କୂଆଖାଇ ନଦୀ କୂଳରେ ରବିବାର ଛଟପୂଜା ବେଳେ ଏକ ଦୁଃଖଦ ଘଟଣା ଘଟିଛି। ପୂଜାର୍ଚ୍ଚନା ଚାଲିଥିବାବେଳେ ଅସାବଧାନତା ବଶତଃ ନଦୀରେ…

6 years ago

ଲିଭର ରୋଗ ଚିହ୍ନଟ ହେବାର ନୂଆ ଉପାୟ

ଲିଭର ରୋଗକୁ ଚିହ୍ନଟ କରିବାର ଏକ ନୂଆ ଉପାୟ ନିକଟରେ ଉଦ୍ଭାବିତ ହୋଇଛି। ଏ କ୍ଷେତ୍ରରେ ସଫଳତା ଅର୍ଜନ କରିଛନ୍ତି ଆମେରିକାସ୍ଥିତ ଜର୍ଜିଆ ୟୁନିଭର୍ସିଟିର ବିଶେଷଜ୍ଞମାନେ। ଉକ୍ତ…

6 years ago

କରତାର୍‌ପୁର ନିକଟରେ ୩ ଆତଙ୍କବାଦୀ ତାଲିମ୍‌ ଶିବିର: ଗୋଇନ୍ଦା ରିପୋର୍ଟ

ନୂଆଦିଲ୍ଲୀ/ଇସଲାମାବାଦ୍‌,୪।୧୧: ପାକିସ୍ତାନରେ ଥିବା କରତାର୍‌ପୁର ଗୁରୁଦ୍ୱାରା ନିକଟରେ ୩ ଆତଙ୍କବାଦୀ ତାଲିମ୍‌ ଶିବିର ରହିଛି। ପାକିସ୍ତାନର ସୀମାନ୍ତ ଜିଲା ନାରୋଓ୍ବାଲରେ କରତାର୍‌ପୁର ଗୁରୁଦ୍ୱାରା ରହିଛି। ତେବେ ଏହି…

6 years ago

ନୋବେଲ ପୁରସ୍କାର ରସାୟନ ବିଜ୍ଞାନ -୨୦୧୯ : ସମାଜକୁ ଜୀବାଶ୍ମ ଇନ୍ଧନ ମୁକ୍ତ କରିବା ବ୍ୟାଟେରି

”ଏବେ ଆମେ ବ୍ୟବହାର କରୁଥିବା ଅସଂଖ୍ୟ ସ୍ମାର୍ଟଫୋନ୍‌, ଲ୍ୟାପ୍‌ଟପ୍‌ ତଥା ଅନ୍ୟାନ୍ୟ ବହନୀୟ ଇଲେକ୍‌ଟ୍ରୋନିକ୍‌ ଯନ୍ତ୍ରପାତି ଏବଂ ରାଜମାର୍ଗରେ ଗଡ଼ିବାକୁ ଆରମ୍ଭ କରିଥିବା ନୂତନ ପିଢ଼ିର ଯାନବାହନ…

6 years ago

ବୁଦ୍ଧିମତ୍ତା ବଢ଼ାଏ ଯୋଗ

ନିୟମିତ ଯୋଗ କରିବା ଦ୍ୱାରା କି ଉପକାର ମିଳେ ତାହା କେବଳ ଅନୁଭବୀ ହିଁ ଜାଣେ। ତେଣୁ ଆଜିକାଲି ଅନେକେ ଏହାକୁ ଦୈନନ୍ଦିନ ଜୀବନ ତାଲିକାରେ ସାମିଲ…

6 years ago

ଜନ୍ମଦିନ ପୂର୍ବରୁ ପଡୋଶୀ ଦେଶ ଭ୍ରମଣରେ ଗଲେ ବିରୁଷ୍କା

ଭାରତୀୟ କ୍ରିକେଟ ଦଳ ଏବେ ବାଂଲାଦେଶ ସହ ଟି-୨୦ ସିରିଜ୍‌ ଖେଳିବାରେ ବ୍ୟସ୍ତ ଅଛି। ଅଧିନାୟକ ବିରାଟ କୋହଲି ଏହି ସିରିଜରୁ ବିଶ୍ରାମ ନେଇ ସ୍ତ୍ରୀ ଅନୁଷ୍କା…

6 years ago

ରାଜଧାନୀରେ ବଢୁଛି ବ୍ରୋକରଙ୍କ ଠକେଇ : ଘର ଦେବା ନାଁରେ ଲୋକଙ୍କଠାରୁ ଲୁଟୁଛନ୍ତି ଅର୍ଥ

ଭୁବନେଶ୍ୱର,୪ା୧୧(ବ୍ୟୁରୋ) : ରାଜଧାନୀରେ ଏବେ ଆଉ ଏକ ଅଭିନବ ଠକେଇ ସାମ୍ନାକୁ ଆସିଛି। ଭଡ଼ାଘର ଯୋଗାଇ ଦେବାକୁ କହି ଅନେକ ବ୍ରୋକର ଲୋକଙ୍କୁ ଠକୁଥିବା ଅଭିଯୋଗ ହୋଇଛି।…

6 years ago

ଅମରେଶ ହତ୍ୟା ମାମଲା : ରାଜଧାନୀ ବାହାରୁ ଆଉ ଜଣେ ଗିରଫ

ଭୁବନେଶ୍ୱର,୪ା୧୧(ବ୍ୟୁରୋ) : ଏୟାରଫିଲ୍ଡ ଥାନା ଅଧୀନ ଭୀମଟାଙ୍ଗିସ୍ଥିତ ଏକାମ୍ର କଲେଜ ପଛପଟେ ଘଟିଥିବା ଅମରେଶ ନାୟକ ହତ୍ୟାକାଣ୍ଡରେ ସମ୍ପୃକ୍ତି ଅଭିଯୋଗରେ ଆଉ ଜଣଙ୍କୁ ସ୍ବତନ୍ତ୍ର ସ୍କ୍ବାଡ୍‌ ରାଜଧାନୀ…

6 years ago