ଭୁବନେଶ୍ୱର,୪ା୧୧(ବ୍ୟୁରୋ) : ରାଜ୍ୟରେ ପୁଣି ହୋଇପାରେ ବର୍ଷା। ଉତ୍ତର ଆଣ୍ଡାମାନ ସାଗର ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ ବୋଲି ପୂର୍ବାନୁମାନ କରାଯାଉଛି। ଏହାର ପ୍ରଭାବରେ ଆସନ୍ତା ୨୪…
ନୂଆଦିଲ୍ଲୀ,୪ା୧୧(ପି.ଟି.): କଂଗ୍ରେସ ନେତାମାନଙ୍କ ନେତୃତ୍ୱରେ ଦୁଇଟି ପାର୍ଲାମେଣ୍ଟ କମିଟି ହ୍ବାଟ୍ସଆପ୍ ଗୋଇନ୍ଦାଗିରି ନେଇ ତଦନ୍ତ କରିବେ। ଏହି ଦୁଇ କମିଟି ସ୍ବରାଷ୍ଟ୍ର ସଚିବଙ୍କ ସମେତ କେତେଜଣ ଶୀର୍ଷ…
ନୂଆଦିଲ୍ଲୀ,୪ା୧୧(ପି.ଟି.): ଦିଲ୍ଲୀର ତିସ୍ ହଜାରୀ ଜେଲ୍ ପରିସରରେ ଶନିବାର ଘଟିଥିବା ଓକିଲ-ପୋଲିସ ସଂଘର୍ଷ ଘଟଣାର ବିଚାର ବିଭାଗୀୟ ତଦନ୍ତ ଲାଗି ରବିବାର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଦିଲ୍ଲୀ…
ଅନୁଗୋଳ ଅଫିସ,୪।୧୧: ନାଲକୋ ଥାନା କୁଲାଡ଼ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ବଡ଼ଧରଣର ଡକାୟତି ହୋଇଛି। ଦୁର୍ବୃତ୍ତମାନେ ଓକିଲ ବିଭୂତି ଭୂଷଣ ପଟ୍ଟନାୟକଙ୍କ ଘରେ ପଶି…
ହାଇଦ୍ରାବାଦ,୪ା୧୧: ମହାରାଷ୍ଟ୍ରରେ ୫୦:୫୦ ସୂତ୍ରରେ କ୍ଷମତା ଭାଗବଣ୍ଟା ପାଇଁ ଶିବସେନା ଅଡ଼ିବସିଥିବାବେଳେ ଏହାକୁ ନେଇ ଏଆଇଏମ୍ଆଇଏମ୍ ଅଧ୍ୟକ୍ଷ ତଥା ହାଇଦ୍ରାବାଦ ଏମ୍ପି ଅସାଦୁଦ୍ଦିନ୍ ଓଓ୍ବାଇସି ତାଚ୍ଛଲ୍ୟ କରିଛନ୍ତି।…
ନୂଆଦିଲ୍ଲୀ,୪ା୧୧(ପି.ଟି.): ରାଜଧାନୀ ଦିଲ୍ଲୀର ବାୟୁ ବିପଜ୍ଜନକ ସ୍ଥିତିରେ ପହଞ୍ଚିଛି। ଶନିବାର ବାୟୁ ମାନ ସୂଚକାଙ୍କ (ଏକ୍ୟୁଆଇ) ୪୦୭ ଥିଲାବେଳେ ରବିବାର ଏହା ୬୨୫କୁ ବୃଦ୍ଧି ପାଇଛି। ଧୂଳି…
ଜଗତ୍ସିଂହପୁର ଅଫିସ,୪ା୧୧: ତିର୍ତ୍ତୋଲ ଥାନା ଅଧୀନ ବେଗୁଡିଆ ଜଜାଙ୍ଗ ଗ୍ରାମର ଦୀପା ଓରଫ ରଶ୍ମିରଞ୍ଜନ ସ୍ବାଇଁ ହତ୍ୟା ମାମଲାର ମାଷ୍ଟର ମାଇଣ୍ଡଙ୍କୁ ମୁମ୍ବାଇରେ ଖୋଜୁଛି ପୋଲିସ। ସମ୍ପୃକ୍ତ…
ଖଣ୍ଡପଡ଼ା,୪ା୧୧(ସ୍ବ.ପ୍ର.): ଶ୍ମଶାନରେ ମୃତଦେହ ସଂସ୍କାରକୁ କେନ୍ଦ୍ର କରି ଖଣ୍ଡପଡା ବ୍ଲକ ବେଣାଗାଡିଆ ପଞ୍ଚାୟତର ମୁରାରୀପୁର ଓ ପଥରଦ୍ୱାର ଗ୍ରାମ ମଧ୍ୟରେ ବିବାଦ ଦେଖାଦେଇଛି। ଏହାକୁ ନେଇ ରବିବାର…
ନୟାଗଡ଼ ଅଫିସ,୪ା୧୧: ଦିନେ ପରିତ୍ୟକ୍ତ ହୋଇପଡିଥିବା ପୋଖରୀ ଏବେ ପାର୍କର ଭ୍ରମ ସୃଷ୍ଟି କରୁଛି। ପୋଖରୀ ସଫା କରାଯିବା ସହିତ ହୁଡ଼ାରେ ବିଭିନ୍ନ ପ୍ରକାର ଫୁଲ ଓ…