Home

ଝାଡ଼ଖଣ୍ଡ: ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଶେଷ

ରାଞ୍ଚତ୍,୨୯।୧୧: ପ୍ରଥମ ପର୍ଯ୍ୟାୟ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ପାଲାମୌ, ଗୁମ୍‌ଲା, ଗରଓ୍ବା ଏବଂ ଲାଟେହାର ସମେତ…

7 years ago

ପଶ୍ଚିମବଙ୍ଗ ଉପନିର୍ବାଚନ:ଟିଏମ୍‌ସି ୩ ଆସନ ପୋଛିନେଲା

କୋଲକାତା, ୨୯।୧୧:ପଶ୍ଚିମବଙ୍ଗର ୩ ବିଧାନସଭା ଆସନ ଲାଗି ହୋଇଥିବା ଉପନିର୍ବାଚନରେ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ବାଜିମାରିଛି। ସମସ୍ତ ୩ ଆସନରେ ଟିଏମ୍‌ସିର ପ୍ରାର୍ଥୀ ବିଜୟୀ ହୋଇଛନ୍ତି। କାଳିଆଗଞ୍ଜରେ ଟିଏମ୍‌ସି…

7 years ago

ପାର୍ଲାମେଣ୍ଟରେ ଚିଟ୍‌ଫଣ୍ଡ ବିଲ୍‌ ଗୃହୀତ

ନୂଆଦିଲ୍ଲୀ,୨୯।୧୧(ପି.ଟି.): ଚିଟ୍‌ଫଣ୍ଡ ସଂଶୋଧନ ବିଲ୍‌ ଗୁରୁବାର ପାର୍ଲାମେଣ୍ଟରେ ଗୃହୀତ ହୋଇଛି। ୨୦ ତାରିଖରେ ଏହା ଲୋକ ସଭାର ଅନୁମୋଦନ ଲାଭ କରିଥିବାବେଳେ ଗୁରୁବାର ରାଜ୍ୟ ସଭା ଏହାକୁ…

7 years ago

ଅଜିତଙ୍କୁ ମିଳିପାରେ ଉପମୁଖ୍ୟମନ୍ତ୍ରୀ ପଦ

ମୁମ୍ବାଇ, ୨୯।୧୧ :ଏନ୍‌ସିପି ନେତା ଅଜିତ ପାଓ୍ବାରଙ୍କୁ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ପଦ ମିଳିବା ସମ୍ଭାବନା ରହିଛି। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ସହ ୬ ମନ୍ତ୍ରୀ ଶପଥ ନେଇଥିବାବେଳେ…

7 years ago

ଅଣସଦସ୍ୟ ଭାବେ ଉଦ୍ଧବ ଅଷ୍ଟମ ମୁଖ୍ୟମନ୍ତ୍ରୀ

ମୁମ୍ବାଇ, ୨୯।୧୧:ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶିବସେନା ନେତା ଉଦ୍ଧବ ଠାକ୍‌ରେ ଗୁରୁବାର ପ୍ରଥମ ଥର ଲାଗି ଶପଥଗ୍ରହଣ କରିଛନ୍ତି। ତେବେ ସେ ଏବେ ବିଧାନସଭା/ ବିଧାନ ପରିଷଦର…

7 years ago

ବାଜବାଟି ଖାଦାନ: ୫ ସଇରାତ ପାଇଁ ଗୋଟିଏ ରାସ୍ତା କଲା ତହସିଲ

ଧର୍ମଶାଳା,୨୯ା୧୧(ଡି.ଏନ୍‌.ଏ.): ଧର୍ମଶାଳା ତହସିଲ ଅନ୍ତର୍ଗତ ବାଜବାଟି କଳାପଥର ଖାଦାନରେ ଥିବା ୫ଟି ସଇରାତକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ଗୁରୁବାର ତହସିଲ ପକ୍ଷରୁ ଖୋଳାଯାଇ ଗୋଟିଏ ରାସ୍ତା…

7 years ago

ଫଟୋଗ୍ରାଫରରୁ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୨୯।୧୧(ପି.ଟି.):ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଗୁରୁବାର ଶପଥ ନେଇଛନ୍ତି। ଜଣେ ପେସାଦାର ଫଟୋଗ୍ରାଫରରୁ ଉଦ୍ଧବ ସବୁଠୁ ଧନୀ ରାଜ୍ୟର ମୁଖ୍ୟମନ୍ତ୍ରୀ ହୋଇପାରିଛନ୍ତି। ଜଣେ…

7 years ago

ନଗଡ଼ାରେ ରାଜ୍ୟ ଖଦିବୋର୍ଡ ସଚିବ: ଜୁଆଙ୍ଗଙ୍କୁ ଅଧିକ ରୋଜଗାରକ୍ଷମ କରିବା ଉପରେ ଗୁରୁତ୍ୱ

କାଳିଆପାଣି,୨୯ା୧୧(ଡି.ଏନ୍‌.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ନଗଡ଼ାରେ ଗୁରୁବାର ରାଜ୍ୟ ଖଦିବୋର୍ଡ଼ ସଚିବ ସରୋଜ ପଟେଲ ଗସ୍ତକରି ଜୁଆଙ୍ଗ ଜନଜାତିଙ୍କ ଜୀବନଜୀବିକା ପରିବର୍ତ୍ତନ ସମ୍ପର୍କରେ ତଦାରଖ…

7 years ago

କଦଳା ଗଣ୍ଡର ପୁନରୁଦ୍ଧାର, ଦଳ ନିଷ୍କାସନ ଦାବି

ରସୁଲପୁର,୨୯।୧୧(ଡିଏନଏ): ଯାଜପୁର ଜିଲା ରସୁଲପୁର ବ୍ଲକ ନରସିଂହପୁର ପଞ୍ଚାୟତ ସୀମାଦେଇ ବହିଯାଇଥିବା କଦଳା ଗଣ୍ଡ (ଗୋବରୀ ନାଳ)ର ପୁନରୁଦ୍ଧାର ପାଇଁ ସାଧାରଣରେ ଦାବି ହୋଇଛି। ଏ ସମ୍ପର୍କରେ…

7 years ago

ଜିଲା ପରିଷଦ, ସମିତି ସଭ୍ୟ, ସରପଞ୍ଚ ଉପନିର୍ବାଚନ: ୪ ଜିଲା ପରିଷଦ ଅକ୍ତିଆର କଲା ବିଜେଡି

ଭୁବନେଶ୍ୱର,୨୯-୧୧(ବ୍ୟୁରୋ):ରାଜ୍ୟର ବିଭିନ୍ନ ଜିଲାରେ ଖାଲିପଡ଼ିଥିବା ୪ ଜିଲାପରିଷଦ ଆସନ, ୨୧ ସମିତି ସଭ୍ୟ, ୧୭ ସରପଞ୍ଚ ଓ ୩୦୩ ଓ୍ବାର୍ଡମେମ୍ବର ପଦ ପାଇଁ ବୁଧବାର ହୋଇଥିବା ଉପନିର୍ବାଚନର…

7 years ago