୨୦୨୦ରେ କେତେକ ରାଶିର ବ୍ୟକ୍ତିଙ୍କୁ ବ୍ୟବସାୟରେ ମିଳିବ ସଫଳତା। କେଉଁ କେଉଁ ରାଶି ପାଇଁ ନୂଆବର୍ଷ ଶୁଭ ଫଳ ଆଣିଦେବ ସେ ବିଷୟରେ ଆସନ୍ତୁ ଜାଣିବା... ବୃଷ:…
ନୂଆଦିଲ୍ଲୀ,୩୧।୧୨: ରାଜସ୍ଥାନର କୋଟା ସହରରେ ରହୁଥିବା ୮ ପାକିସ୍ତାନୀଙ୍କୁ ଭାରତର ନାଗରିକତା ମିଳିଛି। ଗତ ୨୦୦୦ମସିହାରୁ ଏମାନେ ରାଜସ୍ଥାନରେ ରହୁଥିବା ବେଳେ ଜିଲା ପ୍ରଶାସନ ପକ୍ଷରୁ ତାଙ୍କୁ…
ବଲାଙ୍ଗୀର ଅଫିସ, ୩୧।୧୨: ବଲାଙ୍ଗୀର ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବିଲି ଉଦ୍ଯାପନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ କଲେଜର ଭିତ୍ତିଭୂମି…
ଥିରୁଭାନନ୍ତପୁରମ୍,୩୧।୧୨: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ କେରଳ ବିଧାନସଭାରେ ଏକ ପ୍ରସ୍ତାବ ପାରିତ ହୋଇଛି। ରାଜ୍ୟର ସିପିଆଇ ମେଣ୍ଟ ସରକାର ଏହାକୁ ବିରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ…
ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥର ନୂଆବର୍ଷ ପାଳିବେନି। ଭିଣୋଇ ସୋନି ମେହେଟ୍ଟାଙ୍କ ପରଲୋକରେ ବ୍ୟକ୍ତିଗତ ଶୋକ ପାଳନ କରୁଥିବାରୁ ମୁଖ୍ୟମନ୍ତ୍ରୀ ଏଭଳି ନିଷ୍ପତ୍ତି ନେଇଛନ୍ତି। ନୂଆବର୍ଷରେ…
ନୂଆଦିଲ୍ଲୀ,୩୧।୧୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଉପରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଦେଇଥିବା ମନ୍ତବ୍ୟ ନେଇ କେନ୍ଦ୍ରମନ୍ତ୍ରୀ ସ୍ବାଧୀ ନିରଞ୍ଜନ ଜ୍ୟୋତି କଡ଼ା ସମାଲୋଚନା…
ନୂଆଦିଲ୍ଲୀ,୩୧।୧୨: ଭାରତୀୟ ସେନା ଯେ କୌଣସି ଯୁଦ୍ଧ ଲଢ଼ିବାକୁ ପ୍ରସ୍ତୁତ ବୋଲି ପୂର୍ବତନ ସେନାମୁଖ୍ୟ ବିପିନ ରାଓ୍ବତ କହିଛନ୍ତି। ମଙ୍ଗଳବାର ସେନା ମୁଖ୍ୟଭାବେ ଅବସର ନେବା ପୂର୍ବରୁ…
ରାଞ୍ଚି,୩୧।୧୨: ଝାଡ଼ଖଣ୍ଡରେ ମାଓବାଦୀମାନେ ରାସ୍ତା ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ଗାଡ଼ି ପୋଡ଼ିଛନ୍ତି। ଲାଟେହାର ଜିଲାର ମହୁଆ ମିଲାନ ରେଲଓ୍ବେ ଷ୍ଟେଶନ ନିକଟରେ ମାଓବାଦୀଙ୍କ ଗରିଲା ବାହିନୀ ୪ଟି…
ଭବାନୀପାଟଣା, ୩୧।୧୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଡିଆରଡିଏ କାର୍ଯ୍ୟାଳୟର ମୁଖ୍ୟ କିରାଣି ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି। ମୁଖ୍ୟ କିରାଣି ହରପ୍ରସାଦ ଆଚାର୍ଯ୍ୟଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ…
ନୂଆଦିଲ୍ଲୀ,୩୧।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ସମର୍ଥନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ଏକ ଟୁଇଟର ଅଭିଯାନ ଆରମ୍ଭ କରାଯାଇଥିଲା। ପ୍ରଧାନମନ୍ତ୍ରୀଙ୍କ ଏହି ଅଭିଯାନକୁ ବିରୋଧ କରି…