Home

ପାରାଦୀପ ପୌରପାଳିକାର ବର୍ଜ୍ୟବସ୍ତୁ ପରିଚାଳନା ପ୍ରକଳ୍ପ: ଅନ୍ୟ ପୌରାଞ୍ଚଳ ପାଇଁ ଆଦର୍ଶ

ପାରାଦୀପ,୨୩ା୧୧(ସ୍ବ.ପ୍ର.): ଇଚ୍ଛାଶକ୍ତି ସୁଦୃଢ଼ ରହିଲେ ଖତଗଦାରେ ବି ଫୁଲ ଫୁଟେ। ଦୈନନ୍ଦିନ ଚଳଣିରେ ସୃଷ୍ଟ ଆବର୍ଜନାକୁ ନେଇ ଏବେ ସାରା ଦେଶରେ ସ୍ବଚ୍ଛ ଭାରତର ନାରା ଚାଲିଛି।…

7 years ago

ରେଳପଥ ଆନ୍ଦୋଳନର କର୍ଣ୍ଣଧାର: ପୂର୍ବତନ ଏମ୍‌ପି ଶିବାଜୀ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧନା

ନୟାଗଡ଼ ଅଫିସ,୨୩।୧୧: ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ ଆନ୍ଦୋଳନର ଅନ୍ୟତମ କର୍ଣ୍ଣଧାର ତଥା ପୂର୍ବତନ ଏମ୍‌ପି ଶିବାଜୀ ପଟ୍ଟନାୟକଙ୍କୁ ଶୁକ୍ରବାର ନୟାଗଡ଼ ରେଳ ଷ୍ଟେଶନଠାରେ ସ୍ବାଗତ କରାଯାଇଛି। ରେଲୱେ ଆନ୍ଦୋଳନ…

7 years ago

ଟ୍ରକ୍‌ ଧକ୍କାରେ ରେଳ ଫାଟକ ଭାଙ୍ଗିଲା: ଅଟକିରହିଲା ଗାଡିମୋଟର

ନିରାକାରପୁର,୨୩ା୧୧(ଡି.ଏନ୍‌.ଏ.): ଖୋର୍ଦ୍ଧା ରେଳ ଡିଭିଜନ ଅଧୀନରେ ଥିବା ନିରାକାରପୁର ଲେଭଲ କ୍ରସିଂ ଫାଟକ ଏକ ଟ୍ରକ୍‌ ଧକ୍କାରେ ଭାଙ୍ଗିଯାଇଛି। ଶୁକ୍ରବାର ସନ୍ଧ୍ୟାରେ ରାମେଶ୍ୱରରୁ ନିରାକାରପୁର ଆସୁଥିବା ଟ୍ରକ୍‌…

7 years ago

୪ ବଖରାରେ ୮ ଶ୍ରେଣୀ: ବିଦ୍ୟାଳୟ ବାରଣ୍ଡାରେ ଚାଲିଛି ପାଠପଢ଼ା

ଆସିକା,୨୩ା୧୧ (ଡି.ଏନ୍‌.ଏ.) -ଆସିକା ବ୍ଲକ ଦେବଭୂମି ପଞ୍ଚାୟତ ମାମୁଡିହ ଗ୍ରାମରେ ଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସମୁଦାୟ ୮ଟି ଶ୍ରେଣୀ ରହିଛି। ମାତ୍ର ୪ଟି ଶ୍ରେଣୀଗୃହ ଥିବାରୁ…

7 years ago

ଢେଙ୍କିକୋଟରେ ସଚେତନତାର ବାର୍ତ୍ତା ଦେଲେ ଅରବିନ୍ଦ

ଢେଙ୍କିକୋଟ, ୨୩।୧୧(ଡି.ଏନ୍‌.ଏ.)-ଦିବ୍ୟାଙ୍ଗହେଲେ ବି ମନରେ ଅଦମ୍ୟ ସାହସ। ‘ଝିଅ ବଞ୍ଚାଅ- ଦେଶ ବଞ୍ଚାଅ’, ‘ରକ୍ତଦାନ - ମହାପୁଣ୍ୟ’ ଏବଂ ‘ଯେକୌଣସି ଗାଡ଼ି ଚଳାଇବାବେଳେ ମୋବାଇଲ୍‌ ଫୋନ୍‌ରେ କଥା…

7 years ago

୧ରୁ ଲାଗୁହେବ ଫାଷ୍ଟ ଟ୍ୟାଗ୍‌ ଆଇନ

କେନ୍ଦୁଝର ୨୩।୧୧ (ସ୍ବ.ପ୍ର./ଡି.ଏନ.ଏ.)- କେନ୍ଦ୍ର ସରକାରଙ୍କ ନୂତନ ଆଇନ ଅନୁଯାୟୀ ପ୍ରତ୍ୟେକ ଗାଡିରେ ଫାଷ୍ଟ ଟ୍ୟାଗ୍‌ (ଚିପସ) ନ ଲଗାଇଲେ ଟୋଲ ଗେଟ୍‌ରେ ଦୁଇଗୁଣ ଜରିମାନା ଆଦାୟ…

7 years ago

ଗଁ। ଲୋକେ ପ୍ରତିବର୍ଷ ବାନ୍ଧୁଛନ୍ତି ବନ୍ଧ

ଚାନ୍ଦବାଲି,୨୩।୧୧(ଡି.ଏନ.ଏ.)- ପ୍ରଶାସନ ପକ୍ଷରୁ ହୋଇପାରୁନି ସ୍ଥାୟୀ ପ୍ରତିକାର। ନିଜ ଜମିକୁ ଜୁଆର ପ୍ରଭାବରୁ ରକ୍ଷା କରିବା ପାଇଁ ଚାଷୀମାନେ ପ୍ରତିବର୍ଷ ମାଟିବନ୍ଧ ତିଆରି କରୁଛନ୍ତି। ବର୍ଷାଦିନେ ଏହି…

7 years ago

ପଞ୍ଚାୟତ କାର୍ଯ୍ୟାଳୟରେ ତାଲା: ଫେରିଗଲେ ତଦନ୍ତକାରୀ ଅଧିକାରୀ

ଖଇରା, ୨୩।୧୧(ଡି.ଏନ.ଏ.)-ଖଇରା ବ୍ଲକ ଗରସଙ୍ଗ ପଞ୍ଚାୟତରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ଏହାର ତଦନ୍ତ ପାଇଁ ଆସିଥିବା ତଦନ୍ତକାରୀ ଅଧିକାରୀ ପଞ୍ଚାୟତ କାର୍ଯ୍ୟାଳୟକୁ ଆସିଥିଲେ।…

7 years ago

ବିଳମ୍ବରେ ଆସିଲା ତରକାରି: ଲୁଣ ଲଗାଇ ଭାତ ଖାଇଲେ ଛାତ୍ରୀଛାତ୍ର

ସଜନାଗଡ଼, ୨୩।୧୧(ଡି.ଏନ.ଏ.)-ରାଜ୍ୟ ସରକାର ୧ମରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ଲାଗି ମଧ୍ୟାହ୍ନଭୋଜନ ବ୍ୟବସ୍ଥା କରିଛନ୍ତି। ଏପରିକି ବିଦ୍ୟାଳୟରେ ରୋଷେଇ ହେଲେ ଶିକ୍ଷାଦାନରେ ବାଧା ଉପୁଜିବା ଆଶଙ୍କା…

7 years ago

ଶୀତଦିନେ ଖାଆନ୍ତୁ ଫୁଲକୋବି

ଶୀତଦିନେ ଅଧିକ ପରିମାଣରେ ଫୁଲକୋବି ମିଳିଥାଏ। ଏହାକୁ ଅଧିକାଂଶ ଲୋକେ ଖାଇବାକୁ ପସନ୍ଦ କରିଥାଆନ୍ତି। ତେବେ ଫୁଲକୋବିରେ ଥିବା ପ୍ରୋଟିନ୍‌, କ୍ୟାଲସିୟମ, ଭିଟାମିନ୍‌ ଏ, ସି, ଫସ୍‌ଫରସ୍‌,…

7 years ago