Home

ମନ୍ତ୍ରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ:ଜିଲା ଗସ୍ତବେଳେ ସ୍କୁଲ, ଅନାଥାଶ୍ରମରେ ମଧ୍ୟାହ୍ନ ଭୋଜନ ଖାଅ

ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ତ୍ରୀମାନଙ୍କୁ ନୂଆ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ସମୟରେ ଅଲଗା ଅଲଗା କାର୍ଯ୍ୟରେ ମନ୍ତ୍ରୀମାନେ ଜିଲା ଗସ୍ତ କରିବା ସମୟରେ ବାହାରେ ମଧ୍ୟାହ୍ନ…

7 years ago

ହାଇକୋର୍ଟ ଆଇନଜୀବୀଙ୍କ ଆନ୍ଦୋଳନ ମାମଲା:‘ଆଇନର ମନ୍ଦିରକୁ ଅଚଳ କରାଯାଇପାରିବନି’

କଟକ ଅଫିସ, ୨୩-୧୦:ଆଇନର ମନ୍ଦିରକୁ ଅଚଳ କରାଯାଇ ପାରିବନି। ଅଦାଲତ ଚାଲିବା ପାଇଁ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ପାଇଁ ପଦକ୍ଷେପ ନିଅ। ଅଦାଲତ କାର୍ଯ୍ୟ ସ୍ବାଭାବିକ କରିବା…

7 years ago

ସୋସିଆଲ ମିଡିଆ ସହ ଆଧାର ସଂଯୋଗ:ସୁପ୍ରିମକୋର୍ଟରେ ହେବ ସବୁ ପିଟିଶନର ଶୁଣାଣି

ନୂଆଦିଲ୍ଲୀ,୨୩-୧୦(ପି.ଟି./ଆଇଏଏନ୍‌ଏସ୍‌):ସୋସିଆଲ ମିଡିଆ ସହ ଆଧାର ସଂଯୋଗୀକରଣ ନେଇ ବିଚାରାଧୀନ ଥିବା ସମସ୍ତ ମାମଲାର ଶୁଣାଣି ସୁପ୍ରିମକୋର୍ଟ କରିବେ। ଫେସ୍‌ବୁକ୍‌ ପକ୍ଷରୁ ହୋଇଥିବା ଏକ ପିଟିଶନକୁ ଗ୍ରହଣ କରି…

7 years ago

ଆଜି ମେଲାଣି ନେବେ ଧନଦାତ୍ରୀ

ପାଲଲହଡା,୨୩।୧୦(ଡି.ଏନ.ଏ.) -୧୦ ଦିନ ଧରି ଚାଲିଥିବା ପାଲଲହଡା ଉପଖଣ୍ଡ ଲକ୍ଷ୍ମୀପୂଜାର ଭସାଣି ଉତ୍ସବ ବୁଧବାର ସ୍ଥାନୀୟ ଷ୍ଟାଡିୟମଠାରେ ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ୧୦ ଗୋଟି ପୂଜା…

7 years ago

ତରକାରି ଅଲଣା ହେବାରୁ ପିଟିଲେ ସ୍ବାମୀ, ଖଟିଆରେ ବୁହାହେଲେ ଗୁରୁତର ମହିଳା

ଫିରିଙ୍ଗିଆ,୨୩ା୧୦- କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସାଡ଼ିଙ୍ଗିଆ ପଞ୍ଚାୟତ ମୁଣ୍ଡାମାସ୍କା ଗ୍ରାମରେ ସ୍ବାମୀଙ୍କଠାରୁ ମାଡ଼ ଖାଇ ଗୁରୁତର ହୋଇଥିବା ଜଣେ ମହିଳାଙ୍କୁ ଖଟିଆରେ ବୁହାଯାଇ ଡାକ୍ତରଖାନାକୁ ନିଆଯାଇଛି।…

7 years ago

ଅଧିକାରୀଙ୍କ କାର୍ଯ୍ୟକୁ ନେଇ ଖପ୍ପା

ଫୁଲବାଣୀ ଅଫିସ, ୨୩ା୧୦- ରାଜ୍ୟ ଗୃହ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ ଚୋପ୍ରାଙ୍କ ୨ ଦିନିଆ କନ୍ଧମାଳ ଗସ୍ତରେ ଆସିଥିଲେ। ସୋମବାର ଏବଂ ମଙ୍ଗଳବାର ନିର୍ଦ୍ଧାରିତ…

7 years ago

ବ୍ରହ୍ମପୁର ରିଂ ରୋଡ୍‌: ଜମି ଅଧିଗ୍ରହଣ ସମସ୍ୟା

ଛତ୍ରପୁର,୨୩ା୧୦(ଡି.ଏନ.ଏ.)- ବ୍ରହ୍ମପୁର ସହର ପାଇଁ ରିଂ ରୋଡ୍‌ର ପରିକଳ୍ପନା ଦୀର୍ଘ ବର୍ଷ ହେଲା ହୋଇଛି। ମାତ୍ର ତାହା କାର୍ଯ୍ୟକ୍ଷମ ହେବାରେ ଅହେତୁକ ବିଳମ୍ବ ହେଉଛି। ଘରୋଇ ଜମି…

7 years ago

ବ୍ୟାଙ୍କ ଧର୍ମଘଟ ଯୋଗୁ ଜମାକାରୀ ହଇରାଣ

ବାରିପଦା ଅଫିସ,୨୩ା୧୦- ଦିନିକିଆ ସର୍ବ ଭାରତୀୟ ବ୍ୟାଙ୍କ ଧର୍ମଘଟ ଯୋଗୁଁ ବାରିପଦାଠାରେ ବ୍ୟାଙ୍କିଙ୍ଗ ସେବା ପ୍ରଭାବିତ ହୋଇଥିଲା। ସେହିପରି ଧର୍ମଘଟରେ ସାମିଲ ହୋଇ ନ ଥିବା ସତ୍ତ୍ୱେ…

7 years ago

ସରକାରୀ ତାଲିମ ପାଇଁ ବସ୍ତ୍ରାଳୟରୁ ସିସିଟିଭି ଭଡ଼ାନେବା ଘଟଣା: ୭୦ହଜାର ଟଙ୍କା ଫେରାଇବାକୁ ଡିପିସିଙ୍କ ନିର୍ଦ୍ଦେଶ

ବଡ଼ସାହି,୨୩ା୧୦(ସ୍ବ.ପ୍ର.)-ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକରେ ଉଜ୍ଜ୍ୱଳ ଓ ଉତ୍‌ଥାନ ତାଲିମ କେନ୍ଦ୍ରରେ ସିସିଟିଭି ଲଗାଇବା ବ୍ୟବସ୍ଥାରେ ବ୍ୟାପକ ଅନିୟମିତତା ହୋଇଛି। ବଜାରରେ ଥିବା ଏକ ବସ୍ତ୍ରାଳୟରୁ ସିସିଟିଭି…

7 years ago

ନଦୀ ସାଜିଛି ପ୍ରତିବନ୍ଧକ

ଉଦଳା,୨୩ା୧୦(ଡି.ଏନ୍‌.ଏ.)- ବର୍ଷା ଆସିଲେ ଛାତିରେ ଛନକା ପଶେ। ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯିବା ଆଶଙ୍କା ଘାରେ। ବର୍ଷା ହେଉ କିମ୍ବା ଅନ୍ୟ ଦିନଗୁଡ଼ିକରେ ନଦୀ ପ୍ରତିବନ୍ଧକ ସାଜିଥାଏ।…

7 years ago