Home

ରୋଗ ନିରୂପଣରେ ସାଧାରଣ ପରୀକ୍ଷା

ସାଧାରଣ ପରୀକ୍ଷାଗୁଡ଼ିକ ବହୁତ ଗୁରୁତ୍ୱ ବହନ କରିଥାଏ। ରୋଗ ହେଲେ ରୋଗୀଙ୍କ ଦେହରେ ଅନେକ ଲକ୍ଷଣ ପ୍ରକାଶ ପାଇଥାଏ। ବିଭିନ୍ନ ରୋଗର ଲକ୍ଷଣ ଭିନ୍ନ ଭିନ୍ନ ହେଲେ…

7 years ago

ଚାଷୀ ବେଶରେ ପଲାନୀସ୍ବାମୀ: ସୋସିଆଲ୍‌ ମିଡ଼ିଆରେ ଶେୟାର କଲେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ

ଚେନ୍ନାଇ, ୨୦।୧: ଏବେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁଙ୍କ ଦ୍ୱାରା ଶେୟାର ହୋଇଥିବା ଫଟୋ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଫଟୋରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ କେ.…

7 years ago

ସୁକନ୍ୟା ଯୋଜନାରେ ଜମାରାଶି ଆତ୍ମସାତ ଅଭିଯୋଗ, ମୁଖ୍ୟ ଡାକଘର ସମ୍ମୁଖରେ ଧାରଣା ଦେଲେ ଉପଭୋକ୍ତା

ବରଗଡ ଅଫିସ, ୨୦।୧- ବରଗଡ ବ୍ଳକ ଅନ୍ତର୍ଗତ ବରାହଗୋଡାସ୍ଥିତ ଡାକଘରରେ ସୁକନ୍ୟା ଯୋଜନାରେ ଜମା ହୋଇଥିବା ଜମାରାଶିକୁ କିଛି ଡାକ କର୍ମଚାରୀ ଆତ୍ମସାତ୍‌ କରିଥିବା ଅଭିଯୋଗ ହୋଇଛି।…

7 years ago

ଦୃଷ୍ଟିଶକ୍ତିକୁ ଦୃଢ଼ କରେ ଚକୋଲେଟ୍‌

ଚକୋଲେଟ୍‌ ଖାଇଲେ ତାହା ଦୃଷ୍ଟି ଶକ୍ତିକୁ ଆହୁରି ଦୃଢ଼ କରିଥାଏ ବୋଲି ଲଣ୍ଡନ ୟୁନିଭର୍ସିଟିର ବିଶେଷଜ୍ଞମାନେ ପ୍ରକାଶ କରିଛନ୍ତି। ଚକୋଲେଟ୍‌ର ସ୍ବାସ୍ଥ୍ୟୋପକାରୀ ଗୁଣ ବିଷୟରେ ତର୍ଜମା କରିବା…

7 years ago

ପାଣିରେ ଚାଲିବ ଟ୍ରାକ୍ଟର

ଲୁଧିଆନା,୨୦।୧: ଆଗାମୀ ଦିନରେ ଡିଜେଲ୍‌ ବଦଳରେ ଟ୍ରାକ୍ଟର ପାଣିରେ ଚାଲିବ। ପଞ୍ଜାବ ଲୁଧିଆନାର ଜିମ୍ପପେକ୍ସ୍‌ ବାୟୋ ଟେକ୍ନୋଲୋଜିର ମିହିର ଜୟ ସିଂ ଏପରି ଏକ କିଟ୍‌ ପ୍ରସ୍ତୁତ…

7 years ago

ରାସ୍ତା ଉପରେ ଧାନ ଗଦାକରି ବିରୋଧ ପ୍ରଦର୍ଶନ କଲେ ଚାଷୀ

ପଦ୍ମପୁର,୨୦।୧(ଡି.ଏନ.ଏ.)-ବରଗଡ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦୁଇ ମାସ ବିତି ଯାଇଛି। ଅଥଚ ଜିଲାର ପଦ୍ମପୁର ଉପଖଣ୍ଡରେ ଧାନ କିଣାବିକା ଏପର୍ଯ୍ୟନ୍ତ ସ୍ବାଭାବିକ ହୋଇପାରିନାହିଁ। ବିଭାଗୀୟ…

7 years ago

ରୋଗ ଚିହ୍ନଟ କରିବ ମହୁମାଛି

ମହୁମାଛି ମଧ୍ୟ ରୋଗ ଚିହ୍ନଟ କରିପାରିବ। ଏପରି କଥା କାହାକୁ ହୁଏତ ଆଶ୍ଚର୍ଯ୍ୟ ଲାଗୁଥାଇପାରେ। ହେଲେ ଏହାପଛରେ ସତ୍ୟତା ରହିଛି ବୋଲି ଦୃଢ଼ୋକ୍ତି ବ୍ୟକ୍ତ କରିଛନ୍ତି ପର୍ତ୍ତୁଗାଲର…

7 years ago

୭ ପିଢ଼ି ମଧ୍ୟରେ କେବେ ବି ହୋଇନି ସମ୍ପତ୍ତି ଭାଗବଣ୍ଟା: ପରିବାର ସଦସ୍ୟ ସଂଖ୍ୟା ୧୪୦

ବେଙ୍ଗାଲୁରୁ,୨୦।୧: ପରିବାରରେ ଭାଇଭାଇ ମଧ୍ୟରେ ସମ୍ପତ୍ତି ଭାଗବଣ୍ଟା ହେବା ସ୍ବାଭାବିକ କଥା। ତେବେ କର୍ନାଟକର ଧାରଓ୍ବାଡ୍‌ରେ ବାସ କରୁଥିବା ନରସିଂଓ୍ବର ପରିବାରରେ ଭିନ୍ନ ପରମ୍ପରା ଗତ ୭…

7 years ago

ସ୍ମରଣଶକ୍ତି ପ୍ରଖରକରେ ନ୍ୟୁରୋନ୍‌

ସ୍ମରଣଶକ୍ତି ସନ୍ତୁଳିତ ଥିତ୍ଲେ ଆମେ ସବୁ କଥା ମନେରଖିିତ୍ପାରୁ। ଏଥିତ୍ରେ ଅସନ୍ତୁଳନ ପରିଲକ୍ଷିତ ହେଲେ ଆମେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥାଉ। ତେବେ ଏହାକୁ ପ୍ରଖର ରଖିିବା…

7 years ago

ଆଜିଠୁ ‘କୃଷି ଓଡ଼ିଶା-୨୦୨୦’

ଭୁବନେଶ୍ୱର,୨୦।୧(ବ୍ୟୁରୋ): କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଆଜିଠାରୁ ଜନତା ମଇଦାନରେ ଆରମ୍ଭ ହେବ ରାଜ୍ୟସ୍ତରୀୟ କୃଷି ମହୋତ୍ସବ ‘କୃଷି ଓଡ଼ିଶା-୨୦୨୦’। ଦେଶ, ବିଦେଶରେ କୃଷି…

7 years ago