Home

୨ ମାସ ପରେ ଚିଦାମ୍ବରମ୍‌ଙ୍କୁ ଜାମିନ୍‌: ଅକ୍ଟୋବର ୨୪ ପର୍ଯ୍ୟନ୍ତ ରହିବେ ତିହାର ଜେଲ୍‌ରେ

ନୂଆଦିଲ୍ଲୀ,୨୨।୧୦: ଆଇଏନ୍‌ଏକ୍ସ ମିଡ଼ିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍‌ଙ୍କୁ ଜାମିନ୍‌ ମିଳିଛି। ମାମଲାର ବିଚାର କରି ୨ ମାସ ପରେ ସୁପ୍ରିମ୍‌କୋର୍ଟ ମଙ୍ଗଳବାର ଜାମିନ୍‌ ମଞ୍ଜୁର କରିଛନ୍ତି।…

7 years ago

ଉତ୍ତର ପରେ ଏବେ ଦକ୍ଷିଣ ଭାରତ ପାଳି: କର୍ନାଟକ,କେରଳରେ ରେଡ୍‌ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ,୨୨।୧୦: ଉତ୍ତର ଭାରତରେ ପ୍ରବଳ ବର୍ଷା ଜାରି ରହିବା ପରେ ଏବେ ଦକ୍ଷିଣ ଭାରତରେ ବନ୍ୟା ସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। କର୍ନାଟକ, କେରଳ ଏବଂ…

7 years ago

ପୁଣି ପରମାଣୁ ଯୁଦ୍ଧର ଧମକ ଦେଲା ପାକିସ୍ତାନ

ଇସ୍‌ଲାମାବାଦ,୨୨।୧୦: ପାକିସ୍ତାନର ରେଳମନ୍ତ୍ରୀ ଶେଖ ରସିଦ ପୁଣି ଭାରତକୁ ପରମାଣୁ ଯୁଦ୍ଧର ଧମକ ଦେଇଛନ୍ତି। ସେ କହିଛନ୍ତି ଏଥର ପାରମ୍ପରିକ ଯୁଦ୍ଧ ହେବ ନାହିଁ। ୪-୬ ଦିନ…

7 years ago

ବିଦ୍ୟୁତ ସର୍ଟଶର୍କିଟରୁ ଅଗ୍ନିକାଣ୍ଡ: ୬ ବଖରା ଜଳିଗଳା; ୫ ଗୋରୁ, ୯ ଛେଳି ଜୀବନ୍ତ ଦଗ୍ଧ

ବନ୍ତ,୨୨।୧୦(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ତହସିଲ ଅଧୀନ କୁଆଁର୍ଦ୍ଦା (ଅଘିରା ଗଢ଼ିଆ) ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ବାସଗୃହ ଓ ଗୁହାଳ ସମେତ ୬…

7 years ago

ଗୋଆରେ ବୁଲା ଗାଈ ଖାଉଛନ୍ତି ମାଛ-ମାଂସ: ଅଭ୍ୟାସ ପରିବର୍ତ୍ତନ କରି ଶାକାହାରୀ କରିବାକୁ ମନ୍ତ୍ରୀ ଦେଲେ ପରାମର୍ଶ

ପଣଜୀ,୨୨।୧୦: ଗୋଆରେ ବୁଲା ଗାଈ ରାସ୍ତାରେ ପଡ଼ିଥିବା ମାଛ-ମାଂସ ଖାଉଛନ୍ତି। ଏହା ଦ୍ୱାରା ସେମାନଙ୍କଠାରେ ବିଭିନ୍ନ ରୋଗ ସୃଷ୍ଟି ହେବାର ଆଶଙ୍କା ରହିଛି। ତେବେ ସେମାନଙ୍କର ଅଭ୍ୟାସରେ…

7 years ago

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ

ଭୁବନେଶ୍ୱର, ୨୨ା୧୦(ବ୍ୟୁରୋ): ବଦଳିଲା ପାଣିପାଗ। ପୁଣି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର, ତାମିଲନାଡ଼ୁ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮…

7 years ago

ରାଞ୍ଚି ଟେଷ୍ଟ ହାତେଇ ୩-୦ ସିରିଜ୍‌ କ୍ଲିନ୍‌ ସୁଇପ୍‌ କଲା ଭାରତ

ରାଞ୍ଚି,୨୨।୧୦: ଆଉ ଏକ ବୃହତ ବିଜୟ ହାସଲ କରିଛି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ ଇଣ୍ଡିଆ। ଝାଡଖଣ୍ଡ କ୍ରିକେଟ ଆସୋସିଏସନ (ଜେଏସସିଏ) ଷ୍ଟାଡିୟମରେ ଚାଲିଥିବା ତୃତୀୟ ଟେଷ୍ଟର…

7 years ago

ବନବିଭାଗର ଚଢ଼ାଉ: ୬୦ ହଜାରରୁ ଊଦ୍ଧର୍‌ବ ମୂଲ୍ୟର ଶାଳ ଚୌକାଠ ଜବତ, ୨ ଫେରାର

ପାଟଣା,୨୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ତୁରୁମୁଙ୍ଗା କେନ୍ଦୁଝର ରାସ୍ତାର ଭାଲୁଘର ଗ୍ରାମରେ ବନବିଭାଗ ମଙ୍ଗଳବାର ସକାଳେ ଚଢ଼ାଉକରି ଚୋରା କାଠ ଚାଲାଣ କରୁଥିବା ଏକ…

7 years ago

ମାତ୍ର ୫୦ ଟଙ୍କା ଦେଇ ଷ୍ଟାଡିୟମରେ ବସି କୋହଲି, ରୋହିତ ଶର୍ମାଙ୍କ ବିସ୍ଫୋରକ ବ୍ୟାଟିଂର ମଜା ଉଠାଇପାରିବେ ଦର୍ଶକ

କୋଲକାତା,୨୨।୧୦:ଟେଷ୍ଟ କ୍ରିକେଟ ପ୍ରତି ଦର୍ଶକଙ୍କ ଆକର୍ଷଣ ବଢାଇବା ପାଇଁ ବେଙ୍ଗଲ କ୍ରିକେଟ ଆସୋସିଏସନ୍‌(ସିଏବି) ଏକ ଅଭିନବ ଉପାୟ ଆପଣାଇଛି। ନଭେମ୍ବର ୨୨ରୁ ୨୬ ପର୍ଯ୍ୟନ୍ତ କୋଲକାତାର ଐତିହାସିକ…

7 years ago

ଚନ୍ଦ୍ରୟାନ-୧କୁ ପୁରିଲା ୧୧ ବର୍ଷ

ନୂଆଦିଲ୍ଲୀ,୨୨।୧୦: ଅକ୍ଟୋବର ୨୨ ଠିକ୍‌ ଆଜିର ଦିନରେ ହିଁ ଚନ୍ଦ୍ରୟାନ-୧କୁ ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ଚନ୍ଦ୍ରକୁ ପ୍ରେରଣ କରିଥିଲା। ୨୦୦୮ରେ ଏହା ପ୍ରେରଣ କରାଯାଇଥିବା ବେଳେ…

7 years ago