Home

ଖାଶୋଗୀ ହତ୍ୟା ମାମଲା: ୫ ଜଣଙ୍କୁ ମୃତ୍ୟୁ ଦଣ୍ଡାଦେଶ

ରିୟାଧ,୨୪ା୧୨(ଏଏଫ୍‌ପି): ଓ୍ବାଶିଂଟନ ପୋଷ୍ଟର ସ୍ତମ୍ଭକାର ଜମାଲ ଖାଶୋଗୀ ହତ୍ୟା ମାମଲାରେ ସୌଦି ଆରବର ଏକ ଅଦାଲତ ସୋମବାର ୫ ଜଣଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି। ସୌଦି ଏଜେଣ୍ଟମାନଙ୍କର…

7 years ago

ନିଜ ମନ୍ତ୍ରୀଙ୍କଠାରୁ ହାରିଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୨୪ା୧୨: ସଦ୍ୟ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଝାଡ଼ଖଣ୍ଡବାସୀ ଭାଜପାକୁ ପ୍ରତ୍ୟାଖ୍ୟାନ କରିଥିବାବେଳେ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କୁ ମଧ୍ୟ ନିଜ ଆସନରେ ପରାଜୟର ସ୍ବାଦ ଚାଖିବାକୁ ପଡ଼ିଛି। ଜାମସେଦପୁର…

7 years ago

ଭାଜପାକୁ ଝାଡ଼ଖଣ୍ଡ ଝଟକା

ରାଞ୍ଚି/ନୂଆଦିଲ୍ଲୀ,୨୪ା୧୨(ପି.ଟି./ଆଇଏଏନ୍‌ଏସ୍‌): ମହାରାଷ୍ଟ୍ର ପରେ ଝାଡ଼ଖଣ୍ଡ ନିର୍ବାଚନରେ ଭାଜପାକୁ ବଡ଼ ଝଟକା ଲାଗିଛି। ବିଧାନସଭାର ୮୧ ଆସନ ମଧ୍ୟରୁ ଶାସକ ଭାଜପାକୁ ମାତ୍ର ୨୫ ଆସନରେ ସନ୍ତୁଷ୍ଟ ହେବାକୁ…

7 years ago

ଗାଁରେ ଚୋରା ମଦ ବିକି ଯୁବକ ଗିରଫ

ଖୁଣ୍ଟୁଣୀ,୨୪।୧୨(ଡି.ଏନ୍‌.ଏ.)- ଗାଁ ଭିତରେ ଚୋରା ଦେଶୀ ମଦ ବିକ୍ରି କରିବା ଅଭିଯୋଗରେ ଗୁରୁଡିଝାଟିଆ ପୋଲିସ ସୋମବାର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ,…

7 years ago

ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

ଚୌଦ୍ୱାର,୨୪ା୧୨(ଡି.ଏନ୍‌.ଏ.)- ଗତ ୭ଦିନ ହେବ ଘରୁ ନିଖୋଜ ଥିବା ଜଣେ ବୃଦ୍ଧଙ୍କ ମୃତଦେହ ସୋମବାର ଉଦ୍ଧାର ହୋଇଛି। ସେ ହେଲେ ଚୌଦ୍ୱାର ଅଞ୍ଚଳର ଓଟିଏମ୍‌ ଦୁର୍ଗା ବଜାରର…

7 years ago

୪୬ତମ ରାଜ୍ୟସ୍ତରୀୟ ବିଜ୍ଞାନମେଳା ଉଦ୍‌ଯାପିତ: ପ୍ରତି ଜିଲାରୁ ୩ ବିଦ୍ୟାଳୟକୁ ମିଳିବ ସ୍କୁଲ ଅଫ୍‌ ଏକ୍ସିଲେନ୍ସି

ଅନୁଗୋଳ ଅଫିସ, ୨୪।୧୨ - ଅନୁଗୋଳ ଉଚ୍ଚ ବିଦ୍ୟାଳୟରେ ଚାଲିଥିବା ୪୬ତମ ରାଜ୍ୟସ୍ତରୀୟ ବିଜ୍ଞାନମେଳା ସୋମବାର ଉଦ୍‌ଯାପିତ ହୋଇଯାଇଛି। ଏହି ଉଦ୍‌ଯାପନୀ ଉତ୍ସବରେ ରାଜ୍ୟ ବିଦ୍ୟାଳୟ ଓ…

7 years ago

ଅମରେଶଙ୍କୁ ପରିବେଶ ସୁରକ୍ଷା ଚିନ୍ତା: ସାଇକେଲରେ ବୁଲି କରୁଛନ୍ତି ସଚେତନ

ଢେଙ୍କାନାଳ ଅଫିସ, ୨୪।୧୨ - ବଢ଼ିଚାଲିଛି କଂକ୍ରିଟ ଜଙ୍ଗଲ। ଶିଳ୍ପାୟନ ନାମରେ କଟାଚାଲିଛି ଅସଂଖ୍ୟ ଗଛ। ପ୍ରାକୃତିକ ବିପର୍ଯ୍ୟୟ ବି ପରିବେଶ ପାଇଁ ଏବେ ପାଲଟିଛି ବଡ଼…

7 years ago

ପାର୍ଶ୍ୱ ରାସ୍ତା ପାଇଁ ଜଙ୍ଗଲରୁ ଗଛ କଟା ଅଭିଯୋଗ: ବନ ବିଭାଗ ଉପରକୁ ଦୋଷ ଠେଲିଲା ଠିକାସଂସ୍ଥା

ବନ୍ତଳା,୨୪ା୧୨(ଡି.ଏନ.ଏ.) - ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟର ପୁରୁଣାକୋଟ ଥାନା ଟିକରପଡା ରେଞ୍ଜ ଅଧୀନରେ ଥିବା କୁସଖଳିଠାରୁ ଟିକରପଡା ପର୍ଯ୍ୟନ୍ତ ପୂର୍ତ୍ତ ବିଭାଗ ରାସ୍ତା ପ୍ରଶସ୍ତୀକରଣ କାର୍ଯ୍ୟ…

7 years ago

ଧାନକିଣାକୁ ନେଇ ଅସନ୍ତୋଷ: ତାଲା ପକାଇ ଧାରଣାରେ ବସିଲେ ଚାଷୀ

ସଜନାଗଡ଼, ୨୪।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଲ୍ୟାମ୍ପ ଅଧୀନ ଅଯୋଧ୍ୟା ସୋସାଇଟିରେ ଧାନକିଣାକୁ ନେଇ ସୋମବାର ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଫଳରେ ଚାଷୀମାନେ ସୋସାଇଟି ଅଫିସରେ ତାଲା…

7 years ago

ତପ୍ତପାଣି ଘାଟିରେ ଓଲଟିଲା ପିକ୍‌ନିକ୍‌ ବସ୍‌ ୩୫ରୁ ଊଦ୍ଧର୍‌ବ ଆହତ, ୧୯ ଗୁରୁତର

ଦିଗପହଣ୍ଡି,(ଡି.ଏନ୍‌.ଏ.)/ପାଟପୁର,୨୪ା୧୨- ଗଞ୍ଜାମ-ଗଜପତି ଜିଲା ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଘାଟିରେ ସୋମବାର ରାତି ପ୍ରାୟ ୮ଟାରେ ଏକ ପିକ୍‌ନିକ୍‌ ବସ୍‌ ଓଲଟି ପଡିବାରୁ ୩୫ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର…

7 years ago