Home

ବ୍ରୁ ଶରଣାର୍ଥୀ ଚୁକ୍ତି: ୩୪ ହଜାରଙ୍କୁ ମିଳିବ ଭାରତୀୟ ନାଗରିକତା

ନୂଆଦିଲ୍ଲୀ,୧୬।୧: ବ୍ରୁ ଶରଣାର୍ଥୀଙ୍କୁ ନେଇ ଏକ ଚୁକ୍ତି କରାଯାଇଛି। ଏହାଦ୍ୱାରା ପ୍ରାୟ ୩୪ ହଜାର ବ୍ରୁ ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତା ମିଳିପାରିବ। ଆୟୋଜିତ ଏକ ବୈଠକରେ ସ୍ବରାଷ୍ଟ୍ରମନ୍ତ୍ରୀ…

7 years ago

ଗଣତନ୍ତ୍ର ଦିବସରେ ଆତ୍ମଘାତୀ ଆକ୍ରମଣ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌: ୫ ଜୈଶ୍‌ ଆତଙ୍କବାଦୀ ଗିରଫ

ଶ୍ରୀନଗର,୧୬।୧: ଗଣତନ୍ତ୍ର ଦିବସ ଅବସରରେ କରାଯାଇଥିବା ଏକ ଆତ୍ମଘାତୀ ଆକ୍ରମଣ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌ ହୋଇଛି। ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ଗୁରୁବାର ଗିରଫ କରାଯାଇଥିବା ୫ ଜୈଶ୍‌-ଇ-ମହମ୍ମଦ୍‌ ଆତଙ୍କବାଦୀଙ୍କୁ…

7 years ago

ସମୀର ହେଲେ ରାଜ୍ୟ ଭାଜପା ସଭାପତି

ଭୁବନେଶ୍ୱର,୧୬।୧(ବ୍ୟୁରୋ): ବରିଷ୍ଠ ନେତା ସମୀର ମହାନ୍ତି ରାଜ୍ୟ ଭାଜପା ସଭାପତି ନିର୍ବାଚିତ ହୋଇଛନ୍ତି। ଗୁରୁବାର ପର୍ଯ୍ୟବେକ୍ଷକ ନରେନ୍ଦ୍ର ସିଂ ତୋମାର ଆନୁଷ୍ଠାନିକ ଭାବେ ଏହି ଘୋଷଣା କରିଛନ୍ତି।…

7 years ago

ସିଦ୍ଧାର୍ଥଙ୍କ ଜନ୍ମଦିନରେ ‘ଶେରଶାହ’ର ପୋଷ୍ଟର ରିଲିଜ

ବମ୍ବେ: କରନ୍‌ ଜୋହରଙ୍କ ଫିଲ୍ମ ‘ଷ୍ଟୁଡେଣ୍ଟ ଅଫ୍‌ ଦ ଇଅର’ରେ ଡେବ୍ୟୁ କରିବା ପରେ ଅନେକ ସଫଳତାର ଫର୍ଦ୍ଦ ଯୋଡ଼ା ହୋଇ ସାରିଲାଣି ଅଭିନେତା ସିଦ୍ଧାର୍ଥ ମଲହୋତ୍ରାଙ୍କ…

7 years ago

ରାସ୍ତା କଡ଼ରେ ଗାଡ଼ିରେ ବସି ମୋବାଇଲ୍‌ରେ ଗପିଲେ ବି କଟିବ ଚାଲାଣ

ଚଣ୍ଡିଗଡ଼,୧୬।୧: ରାସ୍ତାରେ ଗାଡ଼ି ଚଳାଇବା ସମୟରେ ମୋବାଇଲ୍‌ରେ ଗପିଲେ ଚାଲାଣ କଟିବାର ବ୍ୟବସ୍ଥା ରହିଛି। ତେବେ ରାସ୍ତାକଡ଼ରେ ଗାଡ଼ି ରଖି ମୋବାଇଲ୍‌ରେ କଥାହେଲେ ଏବେ ଜରିମାନା ଦେବାକୁ…

7 years ago

‘ଲଭ୍‌ ଆଜ୍‌ କଲ୍‌-୨’ର ପ୍ରଥମ ପୋଷ୍ଟର ରିଲିଜ, ରୋମାଣ୍ଟିକ ଭାବେ ନଜର ଆସିଲେ ସାରା-କାର୍ତ୍ତିକ

ବମ୍ବେ: ରିଲିଜ ହୋଇଛି ସୈଫ ଲଳନା ସାରା ଅଲ୍ଲୀ ଖାଁ- ଅଭିନେତା କାର୍ତ୍ତିକ ଆର୍ୟନ ଅଭିନୀତ ଫିଲ୍ମ ‘ଲଭ ଆଜ୍‌ କଲ-୨’ର ପ୍ରଥମ ଲୁକ୍‌। ଉଭୟ ନିଜ…

7 years ago

ପୁଅକୁ ଦେଖି ଭାବବିହ୍ବଳ ହେଲେ ସାନିଆ

ହୋବାର୍ଟ, ୧୬।୧:ଭାରତୀୟ ମହିଳା ଟେନିସ ଖେଳାଳି ସାନିଆ ମିର୍ଜା ଏଠାରେ ଚାଲିଥିବା ହୋବାର୍ଟ ଇଣ୍ଟରନ୍ୟାଶନାଲ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଦୁଇବର୍ଷ ପରେ ଟେନିସକୁ ପ୍ରତ୍ୟାବର୍ତ୍ତନ…

7 years ago

ନିର୍ଭୟା ମାମଲା: ଜେଲ୍‌ ପ୍ରଶାସନଙ୍କୁ ରିପୋର୍ଟ ମାଗିଲେ କୋର୍ଟ

ନୂଆଦିଲ୍ଲୀ,୧୬।୧: ଦୀର୍ଘ ୭ ବର୍ଷ ତଳର ବହୁ ଚର୍ଚ୍ଚିତ ନିର୍ଭୟା ଗଣ ବଳାତ୍କାର ମାମଲାର ଶୁଣାଣି କରି ଆଜି ଦିଲ୍ଲୀର ଏକ କୋର୍ଟ ତିହାର ଜେଲ୍‌ ପ୍ରଶାସନକୁ…

7 years ago

ମୋଦି-ମେଡିକାଲ ସଂଘ ମୁହାଁମୁହିଁ

ନୂଆଦିଲ୍ଲୀ,୧୬।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାରତୀୟ ମେଡିକାଲ ସଂଘ ମୁହାଁମୁହିଁ ହୋଇଛନ୍ତି। ମୋଦିଙ୍କ ଏକ ମନ୍ତବ୍ୟ ନେଇ ମେଡିକାଲ ସଂଘ କ୍ଷୋଭ ପ୍ରକାଶ କରିଛି। ଜାନୁୟାରୀ…

7 years ago

କାହିଁକି ନିଜଠୁ ୧୦ ବର୍ଷ ସାନ ନିକ୍‌ଙ୍କୁ ବିବାହ କରିଥିଲେ ପ୍ରିୟଙ୍କା ଚୋପ୍ରା

ସୋସିଆଲ ମିଡିଆରେ ସର୍ବଦା ଚର୍ଚ୍ଚାରେ ରହୁଛନ୍ତି ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବଂ ତାଙ୍କ ସ୍ବାମୀ ନିକ୍‌ ଜୋନାସ୍‌। ପ୍ରିୟଙ୍କା ପ୍ରାୟତଃ ନିକ୍‌ଙ୍କ ସହ ଫଟୋ ଛାଡୁଥିବାର ଦେଖାଯାଇଛି।…

7 years ago