Home

‘କଳାକାରଙ୍କୁ ବିବାଦରେ ଛନ୍ଦିବା ଠିକ୍‌ ନୁହେଁ’

ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୩୧ରୁ ଆରମ୍ଭ ହୋଇ ୨୦୨୦ ଜାନୁୟାରୀ ୧୦ ପର୍ଯ୍ୟନ୍ତ ଚାଲିବ। କଂସ ରାଜୁତିରେ ୧୧ଦିନ ଧରି…

7 years ago

‘ଭୋଟର ତାଲିକା ଯାଞ୍ଚ ଅବଧି ବଢ଼ିଲା’

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ଚାଲୁ ରହିଥିବା ଭୋଟର ତାଲିକା ଯାଞ୍ଚ କାର୍ଯ୍ୟକ୍ରମର ଅବଧିକୁ ଭୋଟରମାନଙ୍କ ସୁବିଧା ପାଇଁ ଭାରତର ନିର୍ବାଚନ କମିଶନ ଚଳିତ ମାସ ୩୦ ପର୍ଯ୍ୟନ୍ତ ବଢ଼ାଇଦେଇଛନ୍ତି।…

7 years ago

ମୁନିଗୁଡାରେ ଜେଏମ୍‌ଏଫ୍‌ସି କୋର୍ଟ ପାଇଁ ଜାଗା ଚି଼ହ୍ନଟ ପ୍ରକ୍ରିୟା ଆରମ୍ଭ

ମୁନିଗୁଡା,୧୬।୧୧: ରାୟଗଡା ଜିଲା ମୁନିଗୁଡାରେ ନୂତନ ଭାବେ ହେବାକୁ ଥିବା ଜେଏମ୍‌ଏଫ୍‌ସି କୋର୍ଟ ପାଇଁ ଶୁକ୍ରବାର ଜାଗା ଚି଼ହ୍ନଟ ପ୍ରକ୍ରିୟା ଆରମ୍ବ ହୋଇଛି। ମୁନିଗୁଡା ତହସିଲଦାର ଦେବାଶିଷ…

7 years ago

ବିଧାନସଭା ଆଗରେ ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଦାବି ପୂରଣ ହୋଇ ନ ଥିବାରୁ ଶୁକ୍ରବାରଠାରୁ ବିଧାନସଭା ଆଗରେ ଆନ୍ଦୋଳନ ଆରମ୍ଭ କରିଛନ୍ତି ବେସରକାରୀ ଅନୁଦାନ ଓ ଅଣଅନୁଦାନପ୍ରାପ୍ତ ଶିକ୍ଷକ ଏବଂ ଅଣଶିକ୍ଷକ…

7 years ago

ବଲିଉଡ୍‌ ଏଣ୍ଟ୍ରି ପାଇଁ ନିଜ ନାଁ ବଦଳାଇ ଦେଇଥିଲେ ମିନାକ୍ଷୀ

ମୁମ୍ବାଇ: ବଲିଉଡ୍‌ ଦାମିନୀ ମିନାକ୍ଷୀ ଶେଷାଦ୍ରୀ ଆଜିବି ଦର୍ଶକଙ୍କ ମନରେ ବସାବାନ୍ଧି ରହିଛନ୍ତି। ଏହି ଅଭିନେତ୍ରୀ ୯୦ ଦଶକରେ ବଲିଉଡ୍‌ ଦୁନିଆରେ ଜଣେ ଆଗଧାଡିର ନାୟିକା ଭାବେ…

7 years ago

ଫନୀ ପାଇଁ ମିଳିଛି ଜାତୀୟ ବିପର୍ଯ୍ୟୟ ସହାୟତା ପାଣ୍ଠିରୁ ୩୧୧୪.୪୬ କୋଟି

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ଗତ ମେ ୩ ତାରିଖରେ ଉପକୂଳ ଓଡ଼ିଶାରେ ହୋଇଥିବା ପ୍ରଳୟଙ୍କରୀ ବାତ୍ୟା ଫନୀ ଯୋଗୁ ବହୁ ଧନଜୀବନ କ୍ଷତିଗ୍ରସ୍ତ ହୋଇଛି। ବାତ୍ୟାରେ କ୍ଷତିଗ୍ରସ୍ତ ଲୋକମାନଙ୍କର ଜୀବିକା…

7 years ago

୫୦୧୫ ପଡ଼ା ଗ୍ରାମକୁ ମିଳିବ ରାଜସ୍ବ ଗ୍ରାମ ମାନ୍ୟତା

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ୫,୦୧୫ଟି ପଡ଼ାଗ୍ରାମକୁ ରାଜସ୍ବ ଗ୍ରାମର ମାନ୍ୟତା ମିଳିବ। ଏହି ଗ୍ରାମକୁ ରାଜସ୍ବ ଗ୍ରାମରେ ପରିଣତ କରିବା ପାଇଁ ରାଜସ୍ବ ପର୍ଷଦ ୨୦୧୪ ଜୁନ୍‌ ୨୮…

7 years ago

ପୋଢୁଆଁ ହେବେ ଶ୍ରୀକପିଳେଶ୍ୱର

ପୁରୁଣା ଭୁବନେଶ୍ୱର, ୧୬।୧୧ (ଡି.ଏନ.ଏ.): ଆସନ୍ତା ୨୦ ତାରିଖରେ ପୋଢୁଆ ଅଷ୍ଟମୀ। ପୋଢୁଆ ହେବେ ମହାପ୍ରଭୁ ଶ୍ରୀକପିଳେଶ୍ୱର ଦେବ। ଏଥିପାଇଁ କୈବର୍ତ୍ତସାହିରେ ପୂଜା ପାଉଥିବା ମାମୁ ଶ୍ରୀଝୁଣ୍ଟୁକେଶ୍ୱର…

7 years ago

ଆଇଏମ୍‌ଏମ୍‌ଟି ପରିସରରୁ ଜମି ଅଧିଗ୍ରହଣକୁ ବିରୋଧ:ବିଡିଏ ସ୍କ୍ବାଡ୍‌-ବୈଜ୍ଞାନିକ ମୁହାଁମୁହିଁ

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଆଚାର୍ଯ୍ୟବିହାରସ୍ଥ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ମିନେରାଲ୍ସ ଆଣ୍ଡ ମ୍ୟାଟେରିଆଲ୍ସ ଟେକ୍ନୋଲୋଜି (ଆଇଏମ୍‌ଏମ୍‌ଟି) ପରିସରରୁ ଜମି ଅଧିଗ୍ରହଣ କରିବାକୁ ଆସି ବିଡିଏ ଏନଫୋର୍ସମେଣ୍ଟ ସ୍କ୍ବାଡ୍‌ ବିରୋଧର ସମ୍ମୁଖୀନ…

7 years ago

ୟୁନେସ୍କୋ ସମ୍ମିଳନୀରେ ଭାରତର ସମାଲୋଚନା: ଆତଙ୍କବାଦ ସହ ସମ୍ପର୍କ ପାକ୍‌କୁ ବିଫଳ ରାଷ୍ଟ୍ରରେ ପରିଣତ କରିଛି

ପ୍ୟାରିସ୍‌ ,୧୬ା୧୧(ପି.ଟି.): ଅନ୍ତର୍ଜାତୀୟ ବ୍ୟାପାରକୁ ନେଇ ପାକିସ୍ତାନର ଅପରିପକ୍ୱ ପ୍ରଚାରକୁ ୟୁନେସ୍କୋ ସମ୍ମିଳନୀରେ ଭାରତ କଡ଼ା ସମାଲୋଚନା କରିଛି। ଏହାର ବିକ୍ଷିପ୍ତ ବ୍ୟବହାର ଏବଂ ଆତଙ୍କବାଦ ସହ…

7 years ago